Latest Odisha News

BREAKING NEWS

ଗୋଟିଏ ଦିନରେ ରାଜ୍ୟର ୧୦ ଜିଲ୍ଲାରୁ ୬୭% ପଜିଟିଭ୍ କେସ୍

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ଟପିଛି । ଗୋଟିଏ ଦିନରେ ରେକର୍ଡ ଟେଷ୍ଟିଂ ହୋଇଛି । ଏଥିପାଇଁ ସର୍ବାଧିକ ୨୯ ଶହ ୨୪ ଭୂତାଣୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଟେଷ୍ଟିଂ ସଂଖ୍ୟା ୫୨ ହଜାର ଟପିଥିବାରୁ ୨୯ ଶହ ପଜିଟିଭ୍ କେସ୍ ବାହାରିଛି । ଗତ ୨୪ ଘଣ୍ଟାରେ ୧୦ଟି…

ଖୋର୍ଦ୍ଧା ଜିଲ୍ଲାରେ କରୋନାର ଲମ୍ବା ଡିଆଁ, ଏକାଥରକେ ଚାରି ଶହ ପାର

ଖୋର୍ଦ୍ଧା: କରୋନା କାୟା ଖୋର୍ଦ୍ଧା ଜିଲ୍ଲାରେ ମାଡ଼ି ଚାଲିଛି । ପ୍ରତିଦିନ ନୂଆ ନୂଆ ରେକର୍ଡ କରୁଛି । ଗୋଟିଏ ଦିନରେ ଏକାଥରରେ ଚାରି ଶହ ପାର କରିଛି ପଜିଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ରେକର୍ଡ ୪୮୮ ନୂଆ ଆକ୍ରାନ୍ତ । ଏପର‌୍ୟ୍ୟନ୍ତ ସବୁଠୁ ଅଧିକ । ଜିଲ୍ଲାରେ…

ଗୋଟିଏ ଦିନରେ ରାଜ୍ୟରେ ରେକର୍ଡ ୪୭ ହଜାର କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ମିଶନ ୫୦ ହଜାର କୋଭିଡ୍ ଟେଷ୍ଟିଂ ଲକ୍ଷ୍ୟରେ ବଢୁଛି ଓଡ଼ିଶା । ଏବେ ଦୈନିକ ୪୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଉଛି । ଗତ ୨୪ ଘଣ୍ଟାରେ ରେକର୍ଡ ୪୭ ହଜାର ୮୮୭ ଟେଷ୍ଟ କରାଯାଇଛି । ଗତ ୨୪ ଘଣ୍ଟାରେ ୪୦ ହଜାର ୭୬୧ ଆଣ୍ଟିଜେନ୍ ଓ ୭ ହଜାର ଆରଟିପିସିଆର ପରୀକ୍ଷା ହୋଇଛି । ଏହି…

ଭାରତରେ କେଉଁ କମ୍ପାନୀ ତିଆରି କରୁଛି କରୋନା ଟିକା, କେବେ ଆସିବ ?

ନୂଆଦିଲ୍ଲୀ: କରୋନାକୁ ମାରିବାକୁ ହେଲେ ଟିକା ହିଁ ଏକମାତ୍ର ଭରସା । ଋଷ୍ ବିଶ୍ୱର ପ୍ରଥମ ଟିକୀ ସ୍ପୁଟନିକ-୫ ନେଇ ଘୋଷଣା କରିଥିବା ବେଳେ ଆମେରିକା, ବ୍ରିଟେନ୍ ଭଳି ଦେଶ ଜୋରସୋରରେ ଉଦ୍ୟମ ଚଳାଇଛନ୍ତି । ବିଭିନ୍ନ ଷ୍ଟେଜରେ ଚାଲିଛି ଟ୍ରାଏଲ୍ । ମହାମାରୀ କରୋନାକୁ ମାଡ ଦେବା ପାଇଁ ଭାରତରେ…

ମୁଣ୍ଡ ପୂରାଇଲେ ରାହୁଲ-ପ୍ରିୟଙ୍କା, ମାନିଲେ ସଚିନ୍ ପାଇଟଲ୍

ନୂଆଦିଲ୍ଲୀ: ରାଜସ୍ଥାନ ରାଜନୈତିକ ସଂକଟରେ ପଡ଼ିବ ଯବନିକା । ମାନିଗଲେ ସଚିନ ପାଇଲଟ୍ । ପୁରୁଣା ମାନ ଅଭିମାନ ଛାଡ଼ି କଂଗ୍ରେସ ହିତ ପାଇଁ କାମ କରିବାକୁ ସେ ପ୍ରତିଶ୍ରୁତିବଦ୍ଧ । ରାଜସ୍ଥାନରେ କଂଗ୍ରେସ ସରକାରର ସ୍ୱାର୍ଥ ଦିଗରେ କାମ କରିବେ । ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ…

ଉପକୂଳରେ ଖୋର୍ଦ୍ଧା, ପଶ୍ଚିମରେ କରୋନା ହଟସ୍ପଟ୍ ସୁନ୍ଦରଗଡ଼

ଭୁବନେଶ୍ୱର: ଗଞ୍ଜାମ ପରେ ଖୋର୍ଦ୍ଧାରେ ଲମ୍ବା ଲମ୍ଫ ମାରୁଛି କରୋନା । ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ଓ ସୁନ୍ଦରଗଡ଼ରେ ୨ ହଜାର ଟପିଲାଣି ପଜିଟିଭ୍ କେସ୍ । ନିୟମତି ଭାବରେ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଖୋର୍ଦ୍ଧାରେ କରୋନା ଲମ୍ଫ ଗଞ୍ଜାମ ପରେ ରାଜ୍ୟରେ…

୨୧ ଦିନରେ ଦେଶରେ ୧୦ ଲକ୍ଷ କରୋନା ପଜିଟିଭ୍

ଭୁବନେଶ୍ୱର: ଦେଶରେ ୨୦ ଲକ୍ଷ ଅତିକ୍ରମ କରିଛି କରୋନା କେସ୍ । ଗତ ୨୪ ଘଣ୍ଟାରେ ୬୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜୁଲାଇରେ ଦେଶରେ ୧୦ ଲକ୍ଷ ଟପିଥିଲା ଆକ୍ରାନ୍ତଙ୍କ ସଂଖ୍ୟା । ମହାରାଷ୍ଟ୍ର, ତାମିଲନାଡୁରେ ପଜିଟିଭ ସଂଖ୍ୟା ବଢୁଥିବା ବେଳେ ବର୍ତ୍ତମାନ ଆନ୍ଧ୍ରପ୍ରଦେଶ,…

ପଶ୍ଚିମ ଓଡ଼ିଶାରେ ମାଡୁଛି କରୋନା, ଫୋକସରେ S-S-B ଜିଲ୍ଲା

ଭୁବନେଶ୍ୱର: ଦକ୍ଷିଣ ପରେ ପଶ୍ଚିମ ଓଡ଼ିଶାରେ ମାଡ଼ି ମାଡ଼ି ଚାଲିଛି କରୋନା ଚେର । ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବରେ ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପଜିଟିଭ୍ କେସ ଶତକ ପାର କରିଥିବା ବେଳେ ବରଗଡ଼ ଜିଲ୍ଲାରୁ ୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ଭିଜିଲାନ୍ସ ଜାଲରେ ପୁରୀ ଓ୍ୱାଇଲ୍ଡ ଲାଇଫ ଏସିଏଫ୍, ୫ଟି ସ୍ଥାନରେ ରେଡ୍

ପୁରୀ: ଭିଜିଲାନ୍ସ ଜାଲରେ ପୁରୀ ସହକାରୀ ବନ ସଂରକ୍ଷକ । ତାଙ୍କ ନାଁ ପ୍ରଶାନ୍ତ କୁମାର ସ୍ୱାଇଁ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ଏସିଏଫଙ୍କ ଘର ସମେତ ୫ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି ଭୁବନେଶ୍ୱର ଭିଜିଲାନ୍ସ ଟିମ୍ । ଭୁବନେଶ୍ୱରରେ ଥିବା ଘର, ବାଲିପାଟଣାରେ ଥିବା…

ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀ, ସ୍ୱାଗତ କଲେ ଯୋଗୀ ଆଦିତ୍ୟନାଥ

ଅଯୋଧ୍ୟା: ବହୁ ପ୍ରତୀକ୍ଷିତ ଭବ୍ୟ ରାମ ମନ୍ଦିର ନିର୍ମାଣର ଶିଳାନ୍ୟାସ ପାଇଁ ଅଯୋଧ୍ୟାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୂମି ପୂଜନ ଉତ୍ସବରେ ସେ ଯୋଗ ଦେବେ । ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସେ ପହଞ୍ଚିଥିଲେ । ତାଙ୍କୁ ସ୍ୱାଗତ କରିଥଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ…