Latest Odisha News

BREAKING NEWS

୭୬ ବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜନନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା

ଭୁବନେଶ୍ୱର: ଆଜି ୭୬ ବର୍ଷରେ ପଦାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବର୍ଷ ଜନ୍ମଦିନ ପାଳନ କରୁ ନାହାନ୍ତି ମୁଖ୍ୟମନ୍ତ୍ରୀ । ଆଜି ନବୀନ ନିବାସ ନଆସି କୋଭିଡରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଓ ରକ୍ତଦାନ ଭଳି…

ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା

ଭୁବନେଶ୍ୱର: ୭୬ ବର୍ଷରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚାରିଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ ନବୀନଙ୍କ ଦୀର୍ଘ ଜୀବନ କାମନା କରିବା ସହ ଓଡ଼ିଶାବାସୀଙ୍କ ସେବା…

ଚେନ୍ନାଇ ସୁପକିଙ୍ଗସ୍ ଆଇପିଏଲ୍ ଚାମ୍ପିଅନ୍

ସ୍ପୋର୍ଟସ ବ୍ୟୁରୋ (ଓଡ଼ିଶା ସମ୍ବାଦ): ମହେନ୍ଦ୍ର ସିଂହ ଧୋନିଙ୍କ ନେତୃତ୍ୱରେ ପୁଣି ଥରେ ଆଇପିଏଲ୍ ଚାମ୍ପିଅନ୍ ହୋଇଛି ଚେନ୍ନାଇ ସୁପରକିଙ୍ଗସ । କୋଲକାତା ନାଇଟ ରାଇଡର୍ସକୁ ୨୭ ରନରେ ପରାସ୍ତ କରି ଚତୁର୍ଥ ଥର ଆଇପିଏଲ୍ ଟ୍ରଫି ହାତେଇଛି । ଚଳିତ ଆଇପିଏଲ୍ ଫାଇନାଲରେ ଚେନ୍ନାଇ ଓ କୋଲକାତା ଭିତରେ…

IPL ଫାଇନାଲରେ କେବେ ହାରିନି କେକେଆର୍, ଚେନ୍ନାଇ ପାଇଁ ଚ୍ୟାଲେଞ୍ଜ

ସ୍ପୋର୍ଟସ ବ୍ୟୁରୋ(ଓଡ଼ିଶା ସମ୍ବାଦ): ଆଇପିଏଲ୍ ଫାଇନାଲ୍ ଚୂଡ଼ାନ୍ତ ହୋଇଛି । ଆସନ୍ତାକାଲି ଟ୍ରଫି ପାଇଁ ଲଢ଼ିବେ ଚେନ୍ନାଇ ସୁପର କିଙ୍ଗସ ଓ କୋଲକାତା ନାଇଟ୍ ରାଇଡର୍ସ । ୩ ଥର ଚାମ୍ପିଅନ୍ ବନାମ ୨ ଥର ଚାମ୍ପିଅନ୍ ମଧ୍ୟରେ କଡ଼ା ମୁକାବିଲା ହେବ । କୋଲକାତା ବିପକ୍ଷରେ ଫାଇନାଲ୍ ମୁକାବିଲା…

ବଙ୍ଗୋପସାଗରରେ ଲଘୁଚାପ, ରାଜ୍ୟରେ ୧୬ରୁ ଦୁଇ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୬ ଓ ୧୭ ତାରିଖ ଦୁଇ ଦିନ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ…

ଲଦାଖରେ ଶାନ୍ତି ଚାହୁଁନି ଚୀନ୍: ୮ଘଣ୍ଟା ଆଲୋଚନାରେ ଭାରତ ପ୍ରସ୍ତାବରେ ରାଜି ହେଲାନି

ନୂଆଦିଲ୍ଲୀ: ଲଦାଖଲରେ କଣ ଚାହୁଁଛି ଚୀନ୍ ? ସୀମା ବିବାଦକୁ ନେଇ ଭାରତ ସହ ଚାଲିଥିବା ସମସ୍ୟାର ସମାଧାନ ବୋଧେ ଚାହୁଁନି ଚୀନ୍ । ଗତକାଲି ବସିଥିଲା ୧୩ତମ କମାଣ୍ଡର ସ୍ତରୀୟ ଆଲୋଚନା ପରେ ଏମିତି କିଛି ବୁଝା ପଡୁଛି । କାରଣ ଗତକାଲିର ବୈଠକରୁ କୌଣସି ନିଷ୍କର୍ଷ ବାହାରି ପାରିଲା ନାହିଁ । ବିବାଦର…

ଶପଥ ନେଲେ ଓଡ଼ିଶା ହାଇକୋର୍ଟଙ୍କ ୨ ନୂଆ ବିଚାରପତି

କଟକ: ଓଡ଼ଶା ହାଇକୋର୍ଟରେ ଦୁଇ ଜଣ ନୂଆ ବିଚାରପତି ଭାବରେ ଆଜି ଶପଥ ନେଇଛନ୍ତି । ଜଷ୍ଟିସ୍ ଯଶୋବନ୍ତ ସିଂହ ଓ ଜଷ୍ଟିସ୍ ଅରିନ୍ଦମ ସିହ୍ନା ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍. ମୁରଲୀଧର ସେମାନଙ୍କୁ ହାଇକୋର୍ଟ ସମ୍ମିଳନୀ କକ୍ଷରେ ଶପଥ ପାଠ କରାଇଥିଲେ । ପଞ୍ଜାବ ହରିୟାଣା…

ଯୁବକଙ୍କ ତଣ୍ଟିକାଟି ହତ୍ୟା, ବ୍ରିଜ ନିକଟରୁ ମୃତଦେହ ଉଦ୍ଧାର

ବରଗଡ଼: ତଣ୍ଟି କାଟି ଯୁବକଙ୍କୁ ହତ୍ୟା । ନିର୍ମମ ଭାବରେ ହତ୍ୟା କରିବା ପରେ ମୃତଦେହକୁ ଫିଙ୍ଗି ଦେଲେ ଦୁର୍ବୃତ୍ତ । ବରଗଡ଼ ସହରର ଅମ୍ବାପାଲି ବନଜାରି ବ୍ରିଜ ନିକଟସ୍ଥ ପଡିଆରୁ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର ହୋଇଛି । ଯୁବକଙ୍କ ଶରୀରର ବିଭିନ୍ନ ସ୍ଥାନରେ ରହିଛି ଗଭୀର କ୍ଷତ…

ଦିଲ୍ଲୀ-ଗୁରୁଗ୍ରାମ ସୀମାରେ ମହାଜାମ୍: ଦେଢ଼ କିଲୋମିଟର ଯାଏ ଲମ୍ବିଛି ଗାଡ଼ି

ନୂଆଦିଲ୍ଲୀ: କୃଷି ଆଇନ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନ ଦେଇଥିବା ଭାରତ ବନ୍ଦ ବେଳେ ଦିଲ୍ଲୀରୁ ସାମନାକୁ ଆସିଛି ଆଶ୍ଚର୍ୟ୍ୟ କଲା ଭଳି ଚିତ୍ର । ଦିଲ୍ଲୀ-ଗୁରୁଗ୍ରାମ ବର୍ଡରରେ ମହାଜାମ୍ । କିଲୋମିଟର କିଲୋମିଟର ଯାଏ ଲମ୍ବିଛି ଗାଡ଼ି । ସକାଳୁ ହଜାର ହଜାର ଗାଡ଼ି ପଛକୁ ପଛ ଠିଆ ହୋଇଛନ୍ତି ।…

ଭାରତ ବନ୍ଦ: ବାଲେଶ୍ୱରରେ ଜୀବନଯାତ୍ରା ପ୍ରଭାବିତ

ବାଲେଶ୍ୱର: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ସଂଯୁକ୍ତ କିଷାମ ମୋର୍ଚ୍ଚା ଦେଇଥିବା ୧୦ ଘଣ୍ଟିଆ ଭାରତ ବନ୍ଦର ପ୍ରଭାବ ବାଲେଶ୍ୱରରେ ଦେଖିବାକୁ ମିଳିଛି । ପ୍ରଭାବିତ ହୋଇଛି ସାଧାରଣ ଜନଜୀବନ। ବାଲେଶ୍ୱରରେ ପ୍ରାୟ ୧୦ଟି କୃଷକ ସଂଗଠନ ସହ କଂଗ୍ରେସ ଦଳ ବନ୍ଦ ପାଳନକୁ ସମର୍ଥନ କରି ସକାଳେ…