Latest Odisha News

ଶ୍ରୀକ୍ଷେତ୍ରରେ ହେରାପଞ୍ଚମୀ ନୀତି: ନନ୍ଦିଘୋଷ ରଥ ଭାଙ୍ଗିଲେ ମା’ ଲକ୍ଷ୍ମୀ

ପୁରୀ: ଶ୍ରୀମନ୍ଦିରରେ ପାଳିତ ହୋଇଛି ହେରା ପଞ୍ଚମୀ ନୀତି । ରୁକ୍ମିଣୀ ହରଣ ଏକାଦଶୀରେ ବିବାହ ସମ୍ପନ୍ନ ପରେ ଚତୁର୍ଦ୍ଦଶୀ ତିଥିରେ ସ୍ନାନବେଦୀରେ ଏକାଧିକ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇ ଅଣସର ଘରେ ଥିଲେ । ସୁସ୍ଥ ହେବା ପରେ ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ରଥଯାତ୍ରାରେ ଜନ୍ମବେଦୀ ବିଜେ…

ଜଗାକୁ ଦେଖିଲା ସାରା ଜଗତ

ପୁରୀ: ରଥଯାତ୍ରାରେ ଜନ୍ମବେଦୀ ବିଜେ କରିବାକୁ ନୀଳକନ୍ଦରରୁ ବାହାରି ଆସିଛନ୍ତି ମହାପ୍ରଭୁ । ରତ୍ନ ସିଂହାସନ ଛାଡ଼ି ବଡ଼ଦାଣ୍ଡରେ ବିଜେ କରିଛନ୍ତି ଶ୍ରୀଜିଉ । ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦେଖିଲା ସାରା ଦୁନିଆ । ଜଗାକୁ ଦେଖିଲା ଜଗତ । କଳା ବଦନକୁ ଦେଖି ଭକ୍ତର ମନ ପ୍ରଫୁଲ୍ଲିତ ହୋଇଯାଇଛି ।…

ସୁପ୍ରିମକୋର୍ଟଙ୍କୁ CBSE କହିଲା କେମିତି ହେବ ଦ୍ୱାଦଶ ଶ୍ରେଣୀ ମୂଲ୍ୟାୟନ, ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ

ନୂଆଦିଲ୍ଲୀ: କେମିତି ହେବ ସିବିଏସଇ ଦ୍ୱାଦଶ ଶ୍ରେଣୀ ମୂଲ୍ୟାୟନ । ଆଜି ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି ସିବିଏସଇ କର୍ତ୍ତୃପକ୍ଷ । ୧୩ ଜଣିଆ ବିଶେଷଜ୍ଞ କମିଟି ଦେଇଥିବା ପ୍ରସ୍ତାବକୁ ସୁପ୍ରିମକୋର୍ଟରେ ଉପସ୍ଥାପନ କରିଛି ସିବିଏସଇ ବୋର୍ଡ । ଦଶମ, ଏକାଦଶ ଓ ଦ୍ୱାଦଶ ପ୍ରି-ବୋର୍ଡ ପରୀକ୍ଷାର…

ସିଙ୍ଗାପୁର ଷ୍ଟ୍ରେନ୍ ବିବାଦ: କେଜ୍ରିଓ୍ୱାଲଙ୍କ ମନ୍ତବ୍ୟକୁ ନେଇ ରାଗିଲା ସିଙ୍ଗାପୁର, ବୈଦେଶିକ ମନ୍ତ୍ରାଳୟର…

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ସିଙ୍କାପୁର ଷ୍ଟ୍ରେନ ମନ୍ତବ୍ୟକୁ ନେଇ ବିବାଦ ମୁଣ୍ଡ ଟେକିଛି । ଆପତ୍ତି ଉଠାଇଛି ସିଙ୍ଗାପୁର । ଏନେଇ ସେଠାରେ ଅବସ୍ଥାପିତ ଭାରତୀୟ ହାଇକମିଶନରଙ୍କୁ ସମନ୍ କରିଛନ୍ତି ସିଙ୍ଗାପୁର ସରକାର । ବିବାଦୀୟ ପରିସ୍ଥିତି ଭିତରେ…

ପଶ୍ଚିମବଙ୍ଗରେ ନିର୍ବାଚନ ରାଲିକୁ ବାତିଲ୍ କଲେ ରାହୁଲ ଗାନ୍ଧି, କରୋନା ସଂକ୍ରମଣ ବଢୁଥିବାରୁ ନିଷ୍ପତ୍ତି

ନୂଆଦିଲ୍ଲୀ: କରୋନା କେସ୍ ବଢୁଥିବାରୁ ନିର୍ବାଚନ ରାଲିକୁ ସ୍ଥଗିତ ରଖିଲେ ରାହୁଲ ଗାନ୍ଧି । ପଶ୍ଚିମବଙ୍ଗରେ ଆଗାମୀ ଦିନରେ ହେବାକୁ ଥିବା ସର୍ବସାଧାରଣ ରାଲିକୁ ସ୍ଥଗିତ କରିଛନ୍ତି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ରାହୁଲ ଗାନ୍ଧି । ଏହାସହ ଅନ୍ୟ ରାଜନୈତିକ ଦଳଙ୍କୁ ଏଦିଗରେ ଚିନ୍ତା…

ଛତିଶଗଡ଼ରେ କରୋନା ବ୍ରେକ ଫେଲ୍: ଓଡ଼ିଶାର ସୀମାନ୍ତ ଜିଲ୍ଲାରେ ବଢୁଛି

ଭୁବନେଶ୍ୱର: ଛତିଶଗଡ଼ରେ କରୋନା ସ୍ଥିତି ସାଂଘାତିକ । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ବଢୁଛି । ସେପଟେ ବ୍ୟାପୁଛି, ଏପଟେ ଓଡ଼ିଶାରେ ବଢୁଛି । ଗତ ୨୪ ଘଣ୍ଟାରେ ଛତିଶଗଡ଼ରୁ ଚିହ୍ନଟ ହୋଇଛନ୍ତି ୧୩ହଜାର ୫୭୬ ନୂଆ ଆକ୍ରାନ୍ତ । ଏହି ସମୟରେ ଓଡ଼ିଶାରୁ ବାହାରିଛି ୧୭୮୪ ପଜିଟିଭ୍ । ଏଥିରୁ…

କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ-ଅନୁଭବ ମହାନ୍ତି

କଟକ: ଅଭିନେତ୍ରୀ ବର୍ଷା ଓ ସାଂସଦ ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲା ଏବେ କୋର୍ଟରେ ବିଚାରଧୀନ ରହିଛି । ବିବାହ ବିଚ୍ଛେଦ ମାମଲାରେ ଆଜି କଟକ ପରିବାର ଅଦାଲତରେ ହାଜର ହୋଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ ମହାନ୍ତି । ଦିଲ୍ଲୀ ପଟିଆଲା ହାଉସ କୋର୍ଟ ବଦଳରେ କଟକ…

ବିଜେଡିର ୪ ବରିଷ୍ଠ ନେତାଙ୍କ ହାତରେ ପିପିଲି ଉପନିର୍ବାଚନ ପରିଚାଳନା ଦାୟିତ୍ୱ

ଭୁବନେଶ୍ୱର: ଉପନିର୍ବାଚନ ପାଇଁ ପିପିଲି ବିଧାନସଭା କ୍ଷେତ୍ର ଉଷ୍ଣ ହେଲାଣି । ୪ ବରିଷ୍ଠ ନେତାଙ୍କୁ ଉପନିର୍ବାଚନ ପରିଚାଳନା ଦାୟିତ୍ୱ ଦେଇଛି ବିଜେଡି । ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଦେବ, ମହେଶ୍ୱର ମହାନ୍ତି ଓ ସଞ୍ଜୟ ଦାସବର୍ମାଙ୍କୁ ଦାୟିତ୍ୱ ଦେଇଛି ଦଳ । ପିପିଲିରେ ରହି ନିର୍ବାଚନ…

ଓଡ଼ିଶାରେ ବନ୍ଦ ପାଳନର ପ୍ରଭାବ: ରାସ୍ତାରୋକ ସହ ରେଳ ଅଟକାଇଲେ ଆନ୍ଦୋଳନକାରୀ

ଭୁବନେଶ୍ୱର: ଦେଶବ୍ୟାପୀ କୃଷକ ସଂଗଠନ ଦେଇଥିବା ଭାରତ ବନ୍ଦ ପ୍ରଭାବ ଓଡ଼ିଶାରେ ଦେଖିବାକୁ ମିଳିଛି । ସକାଳୁ ସକାଳୁ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରାସ୍ତାକୁ ଓହ୍ଲାଇଛନ୍ତି ଚାଷୀ ସଂଗଠନ କର୍ମକର୍ତ୍ତା । ପିକେଟିଂ କରି ରାସ୍ତାରୋକ କରିଛନ୍ତି । ବିଭିନ୍ନ ଷ୍ଟେସନରେ ରେଳରୋକ ବି…

ମିଶନ୍ ଓ୍ୱାନ୍ ଡେ: ଆଜିଠୁ ଭାରତ-ଇଂଲଣ୍ଡ ଦିନିକିଆ ସିରିଜ

ପୁଣେ: ଟେଷ୍ଟ ଓ ଟି-ଟ୍ୱେଣ୍ଟି ସିରିଜ କବଜା ପରେ ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ଆରମ୍ଭ ହେଉଛି ଦିନିକିଆ ସିରିଜ । ପୁଣେରେ ଖେଳାଯିବ ପ୍ରଥମ ମ୍ୟାଚ୍ । ଦିନ ସାଢ଼େ ଗୋଟାଏରେ ଏହି ମ୍ୟାଚ୍ ଖେଳାଯିବ । କରୋନା ଯୋଗୁ ବିନା ଦର୍ଶକରେ ମ୍ୟାଚ୍ ଖେଳାଯିବ । ଅଭିଜ୍ଞ ଓ ନବାଗତଙ୍କୁ ନେଇ ମୈଦନାକୁ…