Latest Odisha News

BREAKING NEWS

ସୂର୍ଯ୍ୟକୁମାରଙ୍କୁ ନେଇ ୧୦ ବର୍ଷ ତଳେ ଭବିଷ୍ୟବାଣୀ କରିଥିଲେ ରୋହିତ ଶର୍ମା

ମୁମ୍ୱାଇ: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟି-ଟ୍ୱେଣ୍ଟିରେ ଧୂଆଁଧାର ଅର୍ଦ୍ଧଶତକ ମାରି ଟିମ୍ ଇଣ୍ଡିଆକୁ ବିଜୟୀ କରାଇବାରେ ପ୍ରମୁଖ ଭୂମିକା ନେଇଥିବା ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏବେ ସବୁଠି ଚର୍ଚ୍ଚା । ଡେବ୍ୟୁ ଇନିଂସରେ ଅର୍ଦ୍ଧଶତକ ମାରି ଚୟନ କମିଟିର ଭରସା ଜିତିଛନ୍ତି । କିନ୍ତୁ ୧୦ ବର୍ଷ ତଳେ…

ତୃତୀୟ T-20ରେ ଟିମ୍ ଇଣ୍ଡିଆ ପରାଜୟର ପାଞ୍ଚଟି କାରଣ

ଅହମ୍ମଦାବାଦ: ତୃତୀୟ ଟି-ଟ୍ୱେଣ୍ଟିରେ ଭାରତକୁ ୮ ଓ୍ୱିକେଟରେ ହରାଇଛି ଇଂଲଣ୍ଡ । ସିରିଜରେ ୨-୧ରେ ଆଗୁଆ ରହିଛି ଭ୍ରମଣକାରୀ ଦଳ । ଭାରତ ଦେଇଥିବା ୧୫୭ ରନ୍ ଟାର୍ଗେଟକୁ ୨ ଓ୍ୱିକେଟ ବିନିମୟରେ ୧୦ଟି ବଲ୍ ବାକି ଥାଇ ହାସଲ କରିଥିଲା ଇଂଲିଶ ବାହିନୀ । ରିଷଭ ପନ୍ଥଙ୍କ ଅପ୍ରତ୍ୟାଶିତ ରନ୍ ଆଉଟ୍ ଓ…

ରୋହିତଙ୍କୁ ନ ଖେଳାଇବା ଟିମ୍ ଇଣ୍ଡିଆକୁ ମହଙ୍ଗା ପଡ଼ିଲା, ଏସବୁ କାରଣରୁ ହାରିଲା ପ୍ରଥମ ଟି-ଟ୍ୱେଣ୍ଟି

ଅହମ୍ମଦାବାଦ: ପ୍ରଥମ ଟି-ଟ୍ୱେଣ୍ଟିରେ ଟିମ୍ ଇଣ୍ଡିଆକୁ ୮ ଓ୍ୱିକେଟରେ ହରାଇଛି ଇଂଲଣ୍ଡ । ପରାଜୟରୁ ଅଭିଯାନ ଆରମ୍ଭ କରିଥିବା ଭାରତକୁ ଚାରିଆଡୁ ଏବେ ସମାଲୋଚନାର ଶିକାର ହେବାକୁ ପଡୁଛି । ଟେଷ୍ଟ ସିରିଜ ଜିତିବା ପରେ କୋହଲି ବାହିନୀ ଟି-ଟ୍ୱେଣ୍ଟିରେ ଏମିତି ଖେଳିବ କେହି କେବେ ଭାବି ନଥିଲେ ।…

୧୦ ହଜାର ରନ୍ କ୍ଲବରେ ମିତାଲି ରାଜ, ପ୍ରଥମ ଭାରତୀୟ ମହିଳା କ୍ରିକେଟର ଭାବରେ ରେକର୍ଡ

ନୂଆଦିଲ୍ଲୀ: ସିନିୟର ମହିଳା କ୍ରିକେଟର ମିତାଲି ରାଜଙ୍କୁ ଆଉ ଏକ ସଫଳତା । ଅନ୍ତର୍ଜାତୀୟ କ୍ରିକେଟରେ ୧୦ ହଜାର ରନ୍ କ୍ଲବରେ ନିଜ ନାଁ ଲେଖାଇଛନ୍ତି । କ୍ରିକେଟର ସବୁ ଫର୍ମାଟରେ ୧୦ହଜାର ରନ୍ ସଂଗ୍ରହ କରିବାରେ ମିତାଲି ହୋଇଛନ୍ତି ଦେଶର ପ୍ରଥମ ମହିଳା କ୍ରିକେଟର । ସେହିପରି ବିଶ୍ୱରେ ଦ୍ୱିତୀୟ…

ଲଢ଼େଇ ହେବ ଜୋରଦାର: ଆଜି ଭାରତ-ଇଂଲଣ୍ଡ ପ୍ରଥମ ଟି-ଟ୍ୱେଣ୍ଟି

ଅହମ୍ମଦାବାଦ: ଆଜିଠୁ ଆରମ୍ଭ ହେଉଛି ଭାରତ-ଇଂଲଣ୍ଡ ଟି-ଟ୍ୱେଣ୍ଟି ସିରିଜ । ସନ୍ଧ୍ୟା ୭ଟାରେ ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯିବ । ଟି-ଟ୍ୱେଣ୍ଟିର ଶ୍ରେଷ୍ଠ ଦୁଇଟି ଦଳ ମଧ୍ୟରେ ମୁକାବିଲା । ତେଣୁ ଲଢ଼େଇ ଜୋରଦାର ହେବା ଆଶା କରାଯାଉଛି । ଟେଷ୍ଟରେ ଇଂଲଣ୍ଡ ପରାସ୍ତ…

କାଲିଠୁ ଭାରତ-ଇଂଲଣ୍ଡ T-20 ସିରିଜ, କାହାର ପଲ୍ଲା କେତେ ଭାରି ?

ଅହମ୍ମଦାବାଦ: ଟେଷ୍ଟ ପରେ କାଲିଠୁ ମିଶନ ଟି-ଟ୍ୱେଣ୍ଟି । ଭାରତ-ଇଂଲଣ୍ଡ ଲଢ଼େଇ । ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ପାଞ୍ଚ ଟିକିଆ ସିରିଜର ପ୍ରଥମ ମ୍ୟାଚ ଖେଳାଯିବ । ଇୟନ ମୋର୍ଗାନଙ୍କ ନେତୃତ୍ୱରେ ଇଂଲଣ୍ଡ ଟେଷ୍ଟ ପରାଜୟର ବଦଲା ନେବା ଲକ୍ଷ୍ୟରେ ଖେଳିବ । ସେପଟେ ୩-୧ରେ ଟେଷ୍ଟ…

ନାଳରେ ଭାସୁଛି ବିରାଟକାୟ ସାର୍କର ମୃତଦେହ

ବାଲେଶ୍ୱର: ନାଳରେ ଭାସୁଛି ସାର୍କର ମୃତଦେହ । ବିରାଟକାୟ ସାର୍କ । ବାଲେଶ୍ୱର ଜିଲ୍ଲା ଖଣ୍ଟପଡ଼ା ଥାନା ଅନ୍ତର୍ଗାତ କଣ୍ଟିଆଚେରା ଗାଁ ନିକଟ ନାଳରେ ସାର୍କରୁ ମୃତଦେହ ଦେଖିବାକୁ ମିଳିଛି । ଆଜି ସକାଳେ ସମୁଦ୍ରକୁ ସଂଯୋଗ କରୁଥିବା ନାଳରେ ସାର୍କର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିବାକୁ…

ଏହି ୫ ରାଜ୍ୟର ଲୋକଙ୍କ ଦିଲ୍ଲୀ ପ୍ରବେଶ ଉପରେ କଟକଣା, କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

ନୂଆଦିଲ୍ଲୀ: କରୋନା ପାଇଁ ପୁଣି କଡ଼ାକଡ଼ି ହେଲାଣି କଟକଣା । ୫ଟି ରାଜ୍ୟର ଲୋକଙ୍କ ଦିଲ୍ଲୀ ପ୍ରବେଶ ଉପରେ ଲାଗିଲା କଟକଣା । କୋଭିଡ୍ ନେଗେଟିଭ୍ ରିପୋର୍ଟ ଦେଖାଇଲେ ଏଣ୍ଟ୍ରି ଅନୁମତି ମିଳିବ । ଏହି ୫ଟି ରାଜ୍ୟ ହେଲା ମହାରାଷ୍ଟ୍ର, କେରଳ, ଛତିଶଗଡ଼, ମଧ୍ୟପ୍ରଦେଶ ଓ ପଞ୍ଜାବ । ଏସବୁ ରାଜ୍ୟରେ…

ବାଇକକୁ ଧକ୍କା ଦେଲା ଟ୍ରେଲର, ଦୁଇ ବାଇକ୍ ଆରୋହୀ ମୃତ

ରାଉରକେଲା: ମୃତ୍ୟୁର ବାହନ ହୋଇ ଆସିଲା ଟ୍ରେଲର । ବାଇକକୁ ଧକ୍କା ଦେବାରୁ ଦୁଇ ଜଣଙ୍କର ଜୀବନ ଯାଇଛି । ରାଉରକେଲା ବ୍ରହ୍ମାଣୀ ବ୍ରିଜ ଉପରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଟ୍ରେଲର ଧକ୍କାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳି ପାରିନାହିଁ । ଘଟଣାସ୍ଥଳରେ…

ଲିଙ୍ଗରାଜଙ୍କ ପାଇଁ ଚିଠି: NMA ବାଇ ଲ’ ପ୍ରତ୍ୟାହାର ପାଇଁ ଚିଠି

ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିର ପରେ ଭୁବନେଶ୍ୱରର ମହାପ୍ରଭୁ ଲିଙ୍ଗରାଜ ମନ୍ଦିର ପାଇଁ ଜାତୀୟ କୀର୍ତ୍ତିରାଜି ପ୍ରାଧିକରଣର (NMA) ପ୍ରସ୍ତାବିତ ବାଇ ଲ’ ପ୍ରତ୍ୟାହାର ପାଇଁ ଚିଠି । ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ତଥା ଖୋର୍ଦ୍ଧା ଜିଲ୍ଲାପାଳ ଏନେଇ କେନ୍ଦ୍ର ସଂସ୍କୃତି ବିଭାଗକୁ ଚିଠି…