ନୀଳାଦ୍ରି ବିଜେ: ସୁଆଦିଆ ରସଗୋଲାରେ ହେବ ଲକ୍ଷ୍ମୀ ସାଆନ୍ତାଣୀଙ୍କ ମାନଭଞ୍ଜନ…
ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ
ଭାରତୀୟ ପୁରାଣ ଶାସ୍ତ୍ରରେ ମହାଲକ୍ଷ୍ମୀ ହେଲେ ଜଣେ ଦେବୀ । କିନ୍ତୁ ଶ୍ରୀକ୍ଷେତ୍ର ଶ୍ରୀମନ୍ଦିରର ଲକ୍ଷ୍ମୀ ସାଆନ୍ତାଣୀ ହେଲେ ପ୍ରଥମେ ଜଣେ ପତ୍ନୀ ଓ ପରେ ଦେବୀ । ଏଠାରେ ମହାଲକ୍ଷ୍ମୀଙ୍କର ତାଙ୍କ ସ୍ୱାମୀ…