Latest Odisha News

BREAKING NEWS

ଆଇପିଏସ ସ୍ତରରେ ଅଦଳ ବଦଳ; ଜାଣନ୍ତୁ କାହାକୁ କେଉଁ ଦାୟିତ୍ଵ

ଭୁବନେଶ୍ୱର: ଓଡ଼ିଶା ସରକାର ଗୁରୁବାର ଦିନ ଯଶୱନ୍ତ ଜେଠୱାଙ୍କୁ ଭିଜିଲାନ୍ସର ନିର୍ଦ୍ଦେଶକ ଭାବେ ନିଯୁକ୍ତ କରିଛନ୍ତି। ୧୯୯୪-ବ୍ୟାଚର ଏହି ଆଇପିଏସ୍ ଅଧିକାରୀ ପୂର୍ବରୁ ଆଇନଶୃଙ୍ଖଳା ଏଡିଜି ଥିଲେ। ଜୁନ୍ ୧୯ରେ କରୋନା ସଂକ୍ରମଣରେ ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ମୃତ୍ୟୁ…

ଜୁନ୍ ଶେଷ ସୁଦ୍ଧା ଦୈନିକ ୩ ଲକ୍ଷ ଟିକାକରଣ ଟାର୍ଗେଟ: ମନ୍ତ୍ରୀ

ଭୁବନେଶ୍ୱର: କରୋନାର ସମ୍ଭାବ୍ୟ ତୃତୀୟ ପ୍ରବାହର ମୁକାବିଲା ପାଇଁ ଓଡିଶା ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଟୀକାକରଣର ମାତ୍ରା ବଢାଇବା ଓ ହସ୍ପିଟାଲରେ ଭିତ୍ତିଭୂମି ଅଧିକ ବଢାଇବା ଦିଗରେ କାର୍ଯ୍ୟ କରାଯାଉଛି ବୋଲି ପ୍ରକାଶ କରିଛନ୍ତି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ।…

ଦୀର୍ଘ ୭୦ ଦିନ ପରେ ଦେଶରେ ଖସିଲା ଦୈନିକ ସଂକ୍ରମଣ, ୮୪ ହଜାର ପଜିଟିଭ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ସାରା ଦେଶରେ ୮୪,୩୩୨ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଦୀର୍ଘ ୭୦ ଦିନ ପରେ ସଂକ୍ରମଣ ମାମଲା ଖସିଥିବା ନଜର ଆସିଛି। ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୩ ଲକ୍ଷ ୫୯ ହଜାର ୧୫୫କୁ ବୃଦ୍ଧି ପାଇଛି।…

ପାରାଦୀପ ବନ୍ଦରରେ ଆରମ୍ଭ ହେଲା ପଣ୍ୟ କାରବାର

ପାରାଦୀପ: ପାରାଦୀପ ବନ୍ଦରରେ ପଣ୍ୟ କାରବାର କାର୍ଯ୍ୟ ଆରମ୍ଭ ହୋଇଛି। ବାତ୍ୟା ୟଶ୍ ଯୋଗୁଁ ୨୫ ତାରିଖ ଠାରୁ ବନ୍ଦରର ସମସ୍ତ କାର୍ଯ୍ୟକୁ ବନ୍ଦ କରାଯାଇଥିଲା। ୨୬ ତାରିଖରେ ବାତ୍ୟା ୟଶ୍ ପାରାଦୀପ ଅତିକ୍ରମ କରିବା ପରେ ସନ୍ଧ୍ୟା ସମୟରୁ ପୋର୍ଟ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଆଜି ସକାଳୁ…

ବ୍ଲାକ୍ ଫଙ୍ଗସ ପରେ ଆସିଲା ହ୍ବାଇଟ୍ ଫଙ୍ଗସ୍, ଜାଣନ୍ତୁ କେତେ କ୍ଷତିକାରକ

ପାଟନା: କରୋନା ମହାମାରୀ ମଧ୍ୟରେ ଚାରିଆଡେ ଆତଙ୍କ ଖେଳାଇଛି ବ୍ଲାକ୍ ଫଙ୍ଗସ୍। ଖାସକରି ବିହାରରେ ବ୍ଲାକ୍ ଫଙ୍ଗସ୍ ରୋଗ ଧିରେଧିରେ ବୃଦ୍ଧି ପାଇବାରେ ଲାଗିଛି। ଏହି ସମୟରେ ପାଟନାରେ ହ୍ବାଇଟ୍ ଫଙ୍ଗସ୍ ମାମଲା ଚିହ୍ନଟ ହେବା ପରେ ସାଧାରଣରେ ଆତଙ୍କ ଖେଳିଯାଇଛି। ପାଟନାରେ ହ୍ବାଇଟ୍ ଫଙ୍ଗସ୍ ର…

ପୁରୀ ଶିଳ୍ପୀଙ୍କ ନିଆରା କଳାକୃତି, ଗଢିଲେ କେଦାରନାଥ ମନ୍ଦିରର କ୍ଷୁଦ୍ର ମଡେଲ୍

ପୁରୀ: କୋଭିଡ ପ୍ରୋଟୋକଲ୍ ମଧ୍ୟରେ ଗତ ମେ ୧୭ ତାରିଖରେ କେଦାରନାଥ ମନ୍ଦିରକୁ ଖୋଲାଯାଇଛି। ଆଉ ଏହାର କିଛି ଦିନ ପରେ ପୁରୀର ଜଣେ ଯୁବ କଳାକାର ବିଶ୍ୱଜିତ୍ ନାୟକ କେଦାରନାଥ ମନ୍ଦିରର ଏକ କ୍ଷୁଦ୍ର ମଡେଲ୍ ତିଆରି କରିଛନ୍ତି। ବିଶ୍ୱଜିତ ଏହି ମଡେଲକୁ ପାଖାପାଖି ୧୭୫ଟି ଆଇସକ୍ରିମ ଷ୍ଟିକ୍…

ଦୁଇ ନାଗଙ୍କ ଭିତରେ ଭୟଙ୍କର ଲଢେଇ, ପରିଣାମ କ’ଣ ହେଲା ଜାଣନ୍ତୁ…

ଭୁବନେଶ୍ୱର: ସୁନାବେଡା ଅଞ୍ଚଳରେ ୨ଟି ନାଗ ସାପ ମଧ୍ୟରେ ଭୟଙ୍କର ଲଢେଇ ହୋଇଥିବା ନଜର ଆସିଛି। ଏପରିକି ଜଣେ ଆଉ ଜଣଙ୍କୁ କାମୁଡି ପକାଉଥିଲା ବେଳେ କେହି କାହାକୁ ଛାଡିବାର ନାହିଁ। ଏହି ଘଟଣାଟି ଦେଖିବାକୁ ମିଳିଥିଲା ସୁନାବେଡା ରେ ରହୁଥିବା ଜଣେ ଇତିହାସ ଅଧ୍ୟାପିକା ଅନସୂୟା ନନ୍ଦଙ୍କ ଘରେ।…

ଦିନକରେ ଭାରତରୁ ୪୧୦୬ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨ ଲକ୍ଷ ୮୧ ହଜାର ୩୮୬ ନୂଆ ଆକ୍ରାନ୍ତ । ଏହି ସମୟରେ କରୋନା ନେଇଛି ୪ ହଜାର ୧୦୬ ଆକ୍ରାନ୍ତଙ୍କ ଜୀବନ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା…

ରାଉରକେଲାର ୩ଟି ଅଞ୍ଚଳରୁ ହଟିଲା କୋଭିଡ୍ କଣ୍ଟେନମେଣ୍ଟ

ରାଉରକେଲା: କୋଭିଡ୍ ସଂକ୍ରମଣ ରୋକିବା ପାଇଁ ରାଉରକେଲା ମହାନଗର ନିଗମର ବିଭିନ୍ନ ଅଞ୍ଚଳକୁ ଆବଶ୍ୟକସ୍ଥଳେ ମାଇକ୍ରୋ କଣ୍ଟେନମେଣ୍ଟ ଭାବେ ଘୋଷଣା କରାଯାଉଛି। ସୂଚନା ଅନୁଯାୟୀ ଗତ କିଛିଦିନ ତଳେ କଣ୍ଟେନମେଣ୍ଟ ଲାଗୁ ହୋଇଥିବା ସେକ୍ଟର ୧୭, ସେକ୍ଟର-୬ ଏବଂ ଛେଣ୍ଡସ୍ଥିତ ଏଲସିଆର କ୍ଵାର୍ଟର…

ଶ୍ମଶାନ ଗୃହ ନିର୍ମାଣ କାର୍ଯ୍ୟର ତଦାରଖ କଲେ ବିଏମସି କମିଶନର

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି) କମିଶନର ସଞ୍ଜୟ କୁମାର ସିଂ ଶୁକ୍ରବାର ଦିନ ପଟିଆରେ ନିର୍ମିତ ଏଲପିଜି ଭିତ୍ତିକ ଶବ ସତ୍କାର ହଲର ନିର୍ମାଣ କାର୍ଯ୍ୟର ତଦାରଖ କରୁଛନ୍ତି। ସୂଚନା ଅନୁଯାୟୀ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ନିର୍ଦ୍ଧାରିତ ସମୟସୀମା…