Latest Odisha News

BREAKING NEWS

ଲକଡାଉନରେ ମଦ ହୋମ୍ ଡେଲିଭରିକୁ ଅନୁମତି

ଭୁବନେଶ୍ୱର: ରାଜ୍ୟରେ ଲକଡାଉନ ସମୟରେ ମଦର ହୋମ୍ ଡେଲିଭରି କରାଯିବ। ଅବକାରୀ ବିଭାଗ ଆଇଏମ୍ଏଫ୍ଏଲ୍ ଦୋକାନ ତଥା ଖାଦ୍ୟ ବିତରଣ ସଂସ୍ଥା ଦ୍ୱାରା ମଦ ହୋମ୍ ଡେଲିଭରି ଉପରେ ନିଷ୍ପତ୍ତି ନେବାକୁ ଗୁରୁବାର ଦିନ ଜିଲ୍ଲାପାଳଙ୍କୁ କହିଛି। ତେବେ ଏହାପୂର୍ବରୁ ବିଭାଗ ପକ୍ଷରୁ ଲକଡାଉନ ସମୟରେ ମଦର…

ଲକଡାଉନ ବେଳେ ଟ୍ବିନସିଟିରେ ମର୍ଣ୍ଣିଂଓ୍ବାକକୁ ନା

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ଲାଗି କମିଶନରେଟ ପୋଲିସ ଗୁରୁବାର ଦିନ ଟ୍ୱିନସିଟିରେ ନିୟମ ଗୁଡିକୁ କଡାକଡା କରିଛନ୍ତି। ଟ୍ୱିନସିଟି ପୋଲିସ୍ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଲକଡାଉନ ସମୟରେ ମର୍ଣ୍ଣିଂଓ୍ବାକ ଓ ଇଭନିଂଓ୍ବାକ୍ ଏବଂ ସାଇକେଲ…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୮୬୬୫ ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୮୬୬୫ ଜଣ। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଆଜିର ସଂଖ୍ୟାକୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ସୁସ୍ଥ ହେଲେଣି ୪ ଲକ୍ଷ ୮୨ ହଜାର ୩୪୫ ଜଣ ଆକ୍ରାନ୍ତ।…

ରାଉରକେଲାକୁ କୋଭିଡମୁକ୍ତ ପାଇଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ କରାଯାଉଛି: କମିଶନର

ରାଉରକେଲା: ରାଉରକେଲାରେ କୋଭିଡ୍ ସଂକ୍ରମଣକୁ ରୋକିବା ପାଇଁ ଆବଶ୍ୟକୀୟ ସ୍ଥାନରେ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ କରାଯାଉଛି। "ଯେଉଁସବୁ ଅଞ୍ଚଳରେ ଟେଷ୍ଟିଂ ବେଳେ ଅଧିକ ସଂଖ୍ୟାରେ ପଜିଟିଭ୍ କେସ୍ ଆସୁଛି ସେହି ସ୍ଥାନରେ ସଂକ୍ରମଣକୁ ରୋକିବାକୁ ରାଉରକେଲା ମହାନଗର ନିଗମ ପକ୍ଷରୁ ଏହି ପଦକ୍ଷେପ…

ମେ ଶେଷ ଯାଏଁ ପୂର୍ବତଟ ରେଳପଥ ମଧ୍ୟରୁ ୪ ଏକ୍ସପ୍ରେସ ବିଶେଷ ଟ୍ରେନ ବାତିଲ୍

ଭୁବନେଶ୍ୱର: କମ ପୃଷ୍ଠପୋଷକତା ଏବଂ କୋଭିଡ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ଛାଡୁଥିବା ଚାରି ଯୋଡ଼ା ବିଶେଷ ଏକ୍ସପ୍ରେସ ଟ୍ରେନକୁ ଉଭୟ ପାର୍ଶ୍ୱରୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। ୦୧ . ୦୨୮୬୬/୦୨୮୬୫ ପୁରୀ-ଏଲଟିଟି- ପୁରୀ ସାପ୍ତାହିକ…

ଓଡ଼ିଶାର ୨୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡିଶାର ୨୦ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ଗୁରୁବାର ଦିନ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆଞ୍ଚଳିକ କେନ୍ଦ୍ର। ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡା, ବରଗଡ, ନୂଆପଡା, ପୁରୀ, ଖୋର୍ଦ୍ଧା (ଭୁବନେଶ୍ୱର), ନୟାଗଡ଼, ବଲାଙ୍ଗିର, ଗଞ୍ଜାମ,…

କୋଭିଶିଲ୍ଡ ଟିକା ପାଇଁ କେନ୍ଦ୍ରକୁ ରାଜ୍ୟ ସରକାରଙ୍କ ଅନୁରୋଧ

ଭୁବନେଶ୍ୱର: ଅକ୍ସିଜେନ ସିଲିଣ୍ଡର ଏବଂ କୋଭିଶିଲ୍ଡ ଟିକା ଯୋଗାଣ ନେଇ ସ୍ପଷ୍ଟ କରିବା ଲାଗି ଓଡିଶା ସରକାର ବୁଧବାର ଦିନ କେନ୍ଦ୍ରକୁ ଅନୁରୋଧ କରିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କ ସହ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ଏକ…

ରାଜ୍ୟରୁ ସୁସ୍ଥ ହେଲେ ୮୫୪୭ କରୋନା ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୮୫୪୭ ଜଣ। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଖୋର୍ଦ୍ଧାରୁ ୧୧୬୫, କଟକରୁ ୫୯୩, ସୁନ୍ଦରଗଡରୁ ୫୯୧, ସମ୍ବଲପୁରରୁ ୫୧୮, ବରଗଡରୁ ୪୩୬, ନୂଆପଡାରୁ ୪୧୧,…

ଭୁବନେଶ୍ୱରରୁ ୧୨୯୪ କରୋନା ପଜିଟିଭ ଚିହ୍ନଟ; ସେଥିରୁ ୧୧୩୧ ଲୋକାଲ୍ କେସ୍

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୨୯୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ବିଏମସିର ଟ୍ବିଟ୍ ଅନୁଯାୟୀ ୧୨୯୪ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୩ ଓ ସ୍ଥାନୀୟ ଅଂଚଳରୁ ୧୧୩୧ ଜଣ…