Latest Odisha News

BREAKING NEWS

ମଧ୍ୟ ଭୁବନେଶ୍ୱର ଆସନ: ବିଜେଡ଼ିର ଆଶାୟୀଙ୍କ କଳିରୁ ଫାଇଦା ଆଶାରେ ବିଜେପି

ଭୁବନେଶ୍ୱର: ରାଜ୍ୟରେ ମେଣ୍ଟକୁ ନେଇ ପୂର୍ଣ୍ଣଛେଦ ପଡ଼ିଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ବିଜେଡ଼ିର ପ୍ରଣବ ପ୍ରକାଶ ଦାସ ସେମାନଙ୍କ ସୋସିଆଲ ମିଡ଼ିଆରେ ଏନେଇ ସ୍ପଷ୍ଟ ସୂଚନା ପ୍ରଦାନ କରିଛନ୍ତି। ଫଳରେ ଏବେ ଟିକଟ ପାଇଁ ଆଶାୟୀଙ୍କ ଲମ୍ବା ଧାଡ଼ି ଲାଗିଛି। ସେପଟେ ମଧ୍ୟ ଭୁବନେଶ୍ୱର…

ଆସନ୍ତାକାଲି ପାଳନ ହେବ ମେଣ୍ଡାପୋଡ଼ି ଉତ୍ସବ, ଦୋଳପୂର୍ଣ୍ଣିମାରେ ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ଦୋଳ ପୂର୍ଣ୍ଣିମା ପୂର୍ବରୁ ଆସନ୍ତା କାଲି ପୁରୀରେ ପବିତ୍ର ମେଣ୍ଡାପୋଡି ଉତ୍ସବ ପାଳନ କରାଯିବ। ଏହା ପରଦିନ ଅର୍ଥାନ ୨୫ ତାରିଖରେ ମହାପ୍ରଭୁଙ୍କ ଦୋଳପୂର୍ଣ୍ଣିମା ପାଳନ ହେବ। ଏହି ଦିନ ରତ୍ନବେଦୀରେ ମହାପ୍ରଭୁ ମହଣମହଣ ସ୍ୱର୍ଣ୍ଣାଳଙ୍କାରରେ ଭକ୍ତଙ୍କୁ ଦର୍ଶନ ଦେବେ। ସେପଟେ ଦୋଳବେଦୀକୁ…

ପୁରୀ ବୁଲିଲେ ଭାରତୀୟ ହକି ଟିମ

ପୁରୀ: ପୁରୀରେ ଭାରତୀୟ ହକି ଟିମ୍। ପୁରୀରେ ପହଞ୍ଚିବା ପରେ ଟିମ୍ ପ୍ରଥମେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ମହାପ୍ରଭୁଙ୍କ ଖଣ୍ଡୁଆ ପାଟ ଦେଇ ଖେଳାଳିମାନଙ୍କ ମନ ବଳକୁ ଦୃଢ଼ କରାଯାଇଛି। ତା'ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଭାରତୀୟ ହକି ଦଳର କ୍ୟାପଟେନଙ୍କ…

ପ୍ରଥମ ନିର୍ବାଚନ: ଯେବେ ନେହରୁଙ୍କ ନିର୍ବାଚନୀ ସଭାରେ ଜନ୍ମ ନେଇଥିଲା ଶିଶୁ…

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ତାରିଖ ଘୋଷଣା ହୋଇଯାଇଛି। ସମସ୍ତ ଦଳ ନିଜ ନିଜ ଢଙ୍ଗରେ ନିର୍ବାଚନ ପ୍ରଚାରରେ ବ୍ୟସ୍ତ ଅଛନ୍ତି। ଏଥର ପ୍ରାୟ ୯୭ କୋଟି ଭୋଟର ଦେଶର ପରବର୍ତ୍ତି ପ୍ରଧାନମନ୍ତ୍ରୀ ବାଛିବାକୁ ଯାଉଛନ୍ତି। ଦେଶର ଏହି ପର୍ବରେ ଯଥାସମ୍ଭବ ଅଂଶଗ୍ରହଣ କରିବାକୁ ଭାରତର ନିର୍ବାଚନ ଆୟୋଗ…

ମେଣ୍ଟକୁ ଚାହିଁଛି ଓଡ଼ିଶା କଂଗ୍ରେସ ! କାହିଁକି ପଢନ୍ତୁ ପୂରା ରିପୋର୍ଟ

ଭୁବନେଶ୍ୱର: ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିନାହିଁ ରାଜ୍ୟ କଂଗ୍ରେସ। ଗୋଟିଏ ପଟେ ଟାଣୁଆ ପ୍ରାର୍ଥୀ ଖୋଜୁଥିବା ବେଳେ ଅନ୍ୟ ପଟେ ମେଣ୍ଟରୁ ଫାଇଦା ନେବାକୁ ଚାହିଁ ବସିଛି ଦଳ। ଦଳ ଆଶା ରଖି କି ମେଣ୍ଟ ହେଲେ ବିଜେପି ଓ ବିଜେଡ଼ିରୁ ଅନେକ ଟାଣୁଆ ପ୍ରାର୍ଥୀ କଂଗ୍ରେସରେ ସାମିଲ ହୋଇ…

ଓସ୍‌ଜାର ନୂଆ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ: ସନ୍ଦୀପ ସଭାପତି, ସୁରେଶ ସମ୍ପାଦକ

ଭୁବନେଶ୍ବର: ଭାରତୀୟ କ୍ରୀଡ଼ା ସାମ୍ବାଦିକ ସଂଘ (ଏସ୍‌ଜେଏଫଆଇ)ର ଏକମାତ୍ର ଅନୁବନ୍ଧିତ ରାଜ୍ୟ ସଂଘ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍‌ଜା)ର ୧୧ଶ ପ୍ରତିଷ୍ଠା ଦିବସ ଅବସରରେ ଗୁରୁବାର ଏହାର ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିଏମ୍‌) ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂଘର ୨ ନିୟମିତ…

ପୁରୀରେ ବିଦ୍ୟୁତ ବିଭାଗର ମନମୁଖୀ, ସାମ୍ନାକୁ ଆସିଲା ଚରମ ଅବହେଳା

ପୁରୀ: ବିଦ୍ଯୁତ ବିଭାଗର ଚରମ ଅବହେଳା ସାମ୍ନାକୁ ଆସିଛି। ପରୀକ୍ଷା ସମୟରେ ଅଘୋଷିତ ବିଦ୍ଯୁତ କାଟ ଯୋଗୁଁ ଡିବିରି ଓ କ୍ଯାଣ୍ଡେଲ ଲାଇଟରେ ପରୀକ୍ଷା ଦେଲେ ପରିକ୍ଷାର୍ଥି। ଏଭଳି ଚରମ ଅବହେଳା ଦେଖିବାକୁ ମିଳିଛି ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ। ପୁରୀରେ ଅଘୋଷିତ ବିଦ୍ୟୁତ୍ କାଟ୍ ହେବା…

କମୁଛି ଦଳ ବଦଳାଉଥିବା ନେତାଙ୍କ ଲୋକପ୍ରିୟତା ! ରିପୋର୍ଟରୁ ଖୁଲାସା ହେଲା ଚାଞ୍ଚଲ୍ୟକର ତଥ୍ୟ

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ନେତାଙ୍କ ଦଳବଦଳ ପ୍ରକ୍ରିୟା ଚିରାଚରିତ ଘଟଣା ହୋଇଗଲାଣି। ଠିକ ନିର୍ବାଚନ ପୂର୍ବରୁ ପୁରୁଣା ଦଳ ଛାଡି ଆଉ ଏକ ନୂଆ ଦଳରେ ଯୋଗଦେବା ନୂଆ କଥା ନୁହେଁ। ଦଶନ୍ଧି ଦଶନ୍ଧି ଧରି ନେତାଙ୍କର ଏହି ଦଳବଦଳ ଘଟଣା ଦେଖିବାକୁ ମିଳେ। ଲୋକସଭା ନିର୍ବାଚନ ପୂର୍ବରୁ ବିଜେପି…

୯ ଜଣିଆ ତୃତୀୟ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ଲୋକସଭା ନିର୍ବାଚନ ପାଇଁ ତୃତୀୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ବିଜେପିର ତୃତୀୟ ତାଲିକାରେ ତାମିଲନାଡୁର ୯ ଜଣ ପ୍ରାର୍ଥୀଙ୍କ ନାମ ରହିଛି। ଚେନ୍ନାଇ ଦକ୍ଷିଣ ଆସନରୁ ବିଜେପି ପୂର୍ବତନ ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜଙ୍କୁ ପ୍ରାର୍ଥୀ…

ନବୀନ ବାବୁଙ୍କ ୨୪ ବର୍ଷର ସରକାରରେ ଓଡ଼ିଶା ପାଇଛି କ’ଣ : ଯୁବ କଂଗ୍ରେସ

ଭୁବନେଶ୍ୱର: ଆଜି ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ସାଧାରଣ ସମ୍ପାଦକ ତଥା ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ସୁଦିପ ସାମଲ କଂଗ୍ରେସ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସାମ୍ବାଦିକମାନଙ୍କୁ ସମ୍ବୋର୍ଦ୍ଧିତ କରି ବିଜୁ ଜନତାଦଳ ସରକାରର ୨୪ ବର୍ଷ ଶାସନ କାଳରେ ଓଡ଼ିଶା ପାଇଛି କ’ଣ…