Latest Odisha News

BREAKING NEWS

ମହମ୍ମଦ ଶାମୀଙ୍କୁ ମିଳିଲା ଅର୍ଜୁନ ଆୱାର୍ଡ, ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ: ଭାରତୀୟ ଦଳର ପେସ ବୋଲର ମହମ୍ମଦ ଶାମୀଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଛି। ଏହି ପୁରସ୍କାର ପାଇବାରେ ସେ ୫୮ତମ କ୍ରିକେଟର ହୋଇଛନ୍ତି। ଆଜି ମଙ୍ଗଳବାର ୯ ଜାନୁଆରୀ, ୨୦୨୪ରେ ଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଆୟୋଜିତ ଜାତୀୟ କ୍ରୀଡ଼ା ପୁରସ୍କାର ସମାରୋହରେ ରାଷ୍ଟ୍ରପତି…

ଜିଲା ବୁଲି ତୃଣମୂଳସ୍ତରରେ ସମସ୍ୟା ବୁଝୁଛନ୍ତି ରାଜ୍ୟପାଳ

ଭୁବନେଶ୍ୱର: ରାଜ୍ୟର ତୃଣମୂଳ ସ୍ତରର ଲୋକଙ୍କ ସହିତ ମିଶୁଛନ୍ତି ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ମାନ୍ୟବର ରାଜ୍ୟପାଳ ମହିଳା, କୃଷକ ତଥା ଜିଲ୍ଲାବାସୀଙ୍କ ସହିତ ବ୍ୟକ୍ତିଗତ ସ୍ତରରେ ମିଶିବା ସହିତ ମୌଳିକ ସମସ୍ୟା ଉପରେ ଆଲୋଚନା କରୁଥିବା ଦେଖିବାକୁ ମିଳିଛି।…

କାଲ, ଅନ୍ଧ, ଛୋଟା କହିଲେ ଯାଇପାରନ୍ତି ଜେଲ, ଲାଗିପାରେ ଜୋରିମାନା

ନୂଆଦିଲ୍ଲୀ: ଦିବ୍ୟାଙ୍ଗମାନଙ୍କୁ ଅପମାନବୋଧକ ଶବ୍ଦ ବ୍ୟବହାର କଲେ ଏଣିକି ଜେଲ ଦଣ୍ଡ ଭୋଗିବାକୁ ପଡ଼ିପାରେ। ପାଗଳ, ମୁକ, କାଲ, ବଧିର, ଅନ୍ଧ, ଛୋଟା ଆଦି ଶବ୍ଦ ଜଦି ଦିବ୍ୟାଙ୍ଗମାନଙ୍କ ପ୍ରତି ବ୍ୟବହାର କଲେ ଏଣିକି ଜେଲ ଦଣ୍ଡ ଭୋଗିବାକୁ ପଡ଼ିପାରେ। ଏପରିକି ଜେଲଦଣ୍ଡ ସହିତ ଜୋରିମାନା ମଧ୍ୟ…

ଆରବ ସାଗରରେ ୧୦ ଯୁଦ୍ଧପୋତ ନିୟୋଜିତ କଲା ଭାରତୀୟ ନୌସେନା

ନୂଆଦିଲ୍ଲୀ: ବିଗତ କିଛି ଦିନ ଜଳଦସ୍ୟୁଙ୍କ ଆକ୍ରମଣରୁ ସୁରକ୍ଷା ପାଇଁ ଭାରତୀୟ ନୌସେନା ବିଭିନ୍ନ ପ୍ରକାରର ରଣନୀତି ଆପଣାଇବାରେ ଲାଗିଛି। ଏହି କ୍ରମରେ ସୋମବାର ଦିନ ଆରବ ସାଗରରେ ୧୦ ଯୁଦ୍ଧ ଜାହାଜ ଭାରତୀୟ ନୌସେନା ନିୟୋଜିତ କରିଛି। ଏହି ଜାହାଜଗୁଡ଼ିକ ଆରବ ସାଗର ଏବଂ ଆଡେନ ଗଲ୍ଫରେ ନିୟୋଜିତ…

ମାଳଦ୍ୱୀପ ବନାମ ଲାକ୍ଷାଦ୍ୱୀପ: ବିବାଦ ମଧ୍ୟରେ ଏପରି ବଡ଼ ବୟାନ ଦେଲେ ବିଗ ବି

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଲକ୍ଷାଦ୍ୱୀପ ଗସ୍ତ ପରେ ମାଳଦ୍ୱୀପ ଏବଂ ଭାରତ ସରକାରଙ୍କ ମଧ୍ୟରେ ବିବାଦ ବଢିବାରେ ଲାଗିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରେ ମାଲଦ୍ୱୀପର କିଛି ମନ୍ତ୍ରୀ ତାଙ୍କ ବିରୋଧରେ ମନ୍ତବ୍ୟ ଦେଇଛନ୍ତି। ତେବେ ସେଠାକାର ସରକାର ଏହି ମାମଲାକୁ ନିୟନ୍ତ୍ରଣ…

ହାଡ଼ ଭଙ୍ଗା ଜାଡ଼ ମଧ୍ୟରେ ବର୍ଷା ଆର୍ଲଟ, ସତର୍କ ସୂଚନା ଜାରି କଲା IMD

ନୂଆଦିଲ୍ଲୀ: ଉତ୍ତର ଭାରତ ସମେତ ତମାମ ଦେଶରେ ଶୀତ ଲହରୀ ଜାରି ରହିଛି। ଏହା ଫଳରେ ସାଧାରଣ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛନ୍ତି। ପ୍ରବଳ ଜାଡ଼ କାରଣରୁ ଲୋକମାନେ ଅତି ଆବଶ୍ୟକ ନଥିଲେ ଘରୁ ବାହାରୁନାହାନ୍ତି। ଏଭଳି ସ୍ଥଳେ ଭାରତୀୟ ପାଣିପାଗ ବିଭାଗ ଜାରି କରିଥିବା ସଦ୍ୟ ଆର୍ଲଟ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଅରିନ୍ଦମ, ଦଳ ବଦଳ ନେଇ ଚର୍ଚ୍ଚା ଜୋର

ଭୁବନେଶ୍ୱର: ଗତକାଲି ରବିବାର ଜାନୁଆରୀ ୭ ତାରିଖରେ ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବଙ୍କୁ ଅଭିନେତାରୁ ନେତ ପାଲଟିଥିବା ଅରିନ୍ଦମ ରୟ ସାକ୍ଷାତ କରିଥିଲେ। ଏକ ରୁଦ୍ଧଦ୍ୱାର ବୈଠକରେ ଉଭୟଙ୍କ ମଧ୍ୟରେ ଗୁରୁତ୍ତ୍ୱପୂର୍ଣ୍ଣ ଆଲୋଚନା ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି। ତେବେ ଏହି ଖବର ସାମ୍ନାକୁ…