ଆସିଲା କାଳିଆ ଟଙ୍କା, ବଢିଲା ଯୋଜନା ଅବଧି
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ୯୩୩.୦୭ କୋଟି ଟଙ୍କାର କାଳିଆ ସହାୟତା-୨୦୨୪ ପ୍ରଦାନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ଜିଲ୍ଲାରେ ଚାଷୀ ଭାଇଭଉଣୀ ମାନଙ୍କୁ କୃଷି କାର୍ଯ୍ୟ ନିମନ୍ତେ ବୈଷୟିକ ସହାୟତା ପ୍ରଦାନ…