Latest Odisha News

BREAKING NEWS

ଗଞ୍ଜାମରେ ସଡ଼କ ଦୁର୍ଘଟଣା: ୧୨ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଖେମୁଣ୍ଡି କଲେଜ ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ୧୨ଜଣଙ୍କ ମୃତ୍ୟୁ ହୋଇଛି । ପ୍ରାରମ୍ଭିକ ସୂଚନା ଅନୁଯାୟୀ, ବ୍ରହ୍ମପୁରରେ ଏକ ବିବାହ କାର୍ଯ୍ୟକ୍ରମରେ ସାମିଲ ହେବା ପରେ ଏକ ମିନି ବସ୍ ଦିଗପହଣ୍ଡି ଆଡ଼କୁ…

ଓଡ଼ିଶା-ଆନ୍ଧ୍ର ସୀମାରେ ଅଟକିଛି ହଜାର ହଜାର ଟ୍ରକ୍‌

ବ୍ରହ୍ମପୁର: ଡ୍ରାଇଭରମାନଙ୍କ ଆନ୍ଦୋଳନ ଯୋଗୁ ଅତ୍ୟାବଶ୍ୟକୀୟ ସାମଗ୍ରୀର ଯୋଗାଣ ଉପରେ ଗୁରୁତର ପ୍ରଭାବ ପଡ଼ିବା ଆରମ୍ଭ ହୋଇଗଲାଣି । କାରଣ କେବଳ ଯାତ୍ରୀବାହୀ ନୁହଁ, ବରଂ ମାଲ୍ ବାହୀ ଗାଡ଼ିଗୁଡ଼ିକ ମଧ୍ୟ ରାସ୍ତାରେ ଅଟକିଛି । ଶହେ କି ଦୁଇ ଶହ ନୁହଁ, ବରଂ ହଜାରେରୁ ଅଧିକ ଜାତୀୟ ରାଜପଥ ଉପରେ ଠିଆ…

ବିଜେଡ଼ି ଲିଗାଲ୍ ଫ୍ରଣ୍ଟ ପଦାଧିକାରୀ ତାଲିକାରେ ମୃତ ଆଇନଜୀବୀ

ବ୍ରହ୍ମପୁର: ବିଜୁ ଜନତା ଦଳ ଲିଗାଲ୍ ଫ୍ରଣ୍ଟର ପୁନର୍ଗଠିତ ହୋଇଛି । ଏଥିରେ ୫୧ଜଣ କର୍ମକର୍ତା ଅଛନ୍ତି । ଶନିବାର ଏନେଇ ଦଳ ତରଫରୁ ପଦାଧିକାରୀଙ୍କ ନାମ ଘୋଷଣା ହୋଇଥିଲା । ଏଥିରେ ୩୩ଟି ସାଂଗଠନିକ ଜିଲା ପାଇଁ ସଭାପତିଙ୍କ ନାମ ମଧ୍ୟ ରହିଛି । ତେବେ ତାଲିକାରେ ଜଣେ ମୃତ ଆଇନଜୀବୀଙ୍କ ନାମ…

କିଲିମାଞ୍ଜରୋ ଆରୋହଣ ପରେ ବ୍ରହ୍ମପୁର ଫେରିଲେ ମଧୁସ୍ମିତା; ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ବ୍ରହ୍ମପୁର: ଆଫ୍ରିକା ମହାଦେଶର ଉଚ୍ଚତ୍ତମ ଶୃଙ୍ଗ କିଲିମାଞ୍ଜରୋ (୫,୮୯୫ମି)କୁ ସଫଳତାର ସହ ଆରୋହଣ କରିବା ପରେ ବ୍ରହ୍ମପୁର ଘରକୁ ଫେରିଛନ୍ତି ମଧୁସ୍ମିତା ପାତ୍ର। ପରିବର ବର୍ଗଙ୍କ ତରଫରୁ ବ୍ରହ୍ମପୁର ଷ୍ଟେସନ ଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଅନ୍ୟପଟେ…

ବ୍ରହ୍ମପୁର ରାଜନୀତିକୁ ଫେରିବେ କି ସିଦ୍ଧାନ୍ତ ? ଜାଣନ୍ତୁ କ’ଣ କହିଲେ ପୂର୍ବତନ ସାଂସଦ

ବ୍ରହ୍ମପୁର:ଗତ ସାଧାରଣ ନିର୍ବାଚନରେ ଟିକେଟ୍‌ କଟିବା ପରେ ବ୍ରହ୍ମପୁର ରାଜନୀତିରୁ ଦୂରେଇ ଯାଇଥିବା ଦୁଇ ଥରର ସାଂସଦ ସିଦ୍ଧାନ୍ତ ମହାପାତ୍ରଙ୍କ ପୁଣି ଥରେ ଆବିର୍ଭାବ ଘଟିଛି। ବୁଧବାର ବ୍ରହ୍ମପୁରରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲା ସଭାପତି ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକଙ୍କ ଘରେ…

କନ୍ୟାଯାତ୍ରୀଙ୍କ ଉପରେ ମାଡ଼ିଗଲା ସ୍କର୍ପିଓ; ୩ ମୃତ, ୧୨ ଆହତ

ବ୍ରହ୍ମପୁର: ବ୍ରହ୍ମପୁର ସହର ଉପକଣ୍ଠ ମାଣ୍ଡିଆପଲ୍ଲୀ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି । ମୃତକମାନେ ହେଲେ ବ୍ରହ୍ମପୁର ସହର ଲାଞ୍ଜିପଲ୍ଲୀ କେଶବ ନଗରର ସ୍ୱପ୍ନା ରେଡ଼ି(୨୨), ସଞ୍ଜୁ ରେଡ଼ି(୨୩)…

ବିବାହର ୩ଦିନ ପରେ ଦୁର୍ଘଟଣାରେ ଦମ୍ପତିଙ୍କ ମୃତ୍ୟୁ

ବ୍ରହ୍ମପୁର: ଗଞ୍ଜାମ ଜିଲାର ଗୋଳନ୍ଥରା ଥାନା ତଥା ୧୬ ନମ୍ବର ଜାତୀୟ ରାଜପଥରେ ଟ୍ରାକ୍ଟର ଧକ୍କାରେ ନବ ବିବାହିତ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶର ଇଚ୍ଛାପୁରର ଜି.ବେଣୁ ଏବଂ ତାଙ୍କ ସ୍ତ୍ରୀ ସିଏଚ୍‌.ପ୍ରତିମା। ସୋମବାର ସନ୍ଧ୍ୟା ପ୍ରାୟ ସାଢେ଼ ୬ ଟା ବେଳେ ଏହି…

ଆପାର୍ଟମେଣ୍ଟ ଦେବା ନାଁରେ ସୁନା ବ୍ୟବସାୟୀଙ୍କୁ ୨ କୋଟି ଠକେଇ, ଡାକ୍ତର ଗିରଫ

ବ୍ରହ୍ମପୁର: ବିଲଡର୍‌ କମ୍ପାନି ଖୋଲି ଜଣେ ସୁନା ବ୍ୟବସାୟୀଙ୍କୁ ୨ କୋଟି ଠକେଇ କରିବା ଅଭିଯୋଗରେ ବଡବଜାର ଥାନା ପୁଲିସ ବ୍ରହ୍ମପୁରର ଜଣେ ଡାକ୍ତରଙ୍କୁ ଗିରଫ କରିଛି। ଗିରଫ ଜଣକ ହେଲେ ମଳାଶୁଣିପେଟା ସାହିର ବାସିନ୍ଦା ଡାକ୍ତର ଡି. ଉତ୍ତମ କୁମାର। ୨୦୨୧ ଅକ୍ଟୋବର ୧ ତାରିଖରେ ବଡବଜାର ଥାନାରେ…

ବ୍ରହ୍ମପୁରରେ ପୁଣି କ୍ରାଇମ୍‌‌ ବ୍ରାଞ୍ଚ

ବ୍ରହ୍ମପୁର: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଥିବା ପୂର୍ବତନ ଏଏସଆଇ ଗୋପାଳ ଦାସଙ୍କ ଘରେ ପୁଣି ଥରେ ପହଞ୍ଚିଛି କ୍ରାଇମ୍‌‌ ବ୍ରାଞ୍ଚ। ବ୍ରହ୍ମପୁର ସହର ଉପକଣ୍ଠ ଜଳେଶ୍ୱରଖଣ୍ଡିସ୍ଥିତ ପୈତୃକ ଘରେ ମଙ୍ଗଳବାର ସନ୍ଧ୍ୟାରେ ପହଞ୍ଚିଛି କ୍ରାଇମ୍‌‌ ବ୍ରାଞ୍ଚର…

ଯୁବଙ୍କୁ ହତ୍ୟା ପରେ ପୋଡ଼ିଥିଲେ; କଙ୍କାଳ, ପାଉଁଶ ଜବତ କଲା ପୋଲିସ

ବ୍ରହ୍ମପୁର:ଗଞ୍ଜାମ ଜିଲା ବଡ଼ଗଡ଼଼ ଥାନା ଅଞ୍ଚଳରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଯୁବକଙ୍କୁ ହ୍ୟା ପରେ ପ୍ରମାଣ ନଷ୍ଟ ପାଇଁ ପୋଡ଼ି ଦେଇଥିଲେ। ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି କଙ୍କାଳ ଓ ପାଉଁଶ ଜବତ କରିଛି। ଏହି ଘଟଣା ଏବେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ମିଳିଥିବା ସୂଚନା…