Latest Odisha News

BREAKING NEWS

ଜିଆରଏସ୍‌ଙ୍କ ଆକ୍ରମଣରେ ବିଜେଡ଼ି କର୍ମୀ ଲହୁଲୁହାଣ

ବ୍ରହ୍ମପୁର: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ବିବାଦ ପିଛା ଛାଡୁନାହିଁ। ଗୁରୁବାର ଗ୍ରାମ ରୋଜଗାର ସେବକ(ଜିଆରଏସ୍‌)ଙ୍କ ଆକ୍ରମଣରେ ଜଣେ ବିଜେଡ଼ି କର୍ମୀ ଲହୁଲୁହାଣ ହୋଇଯାଇଛନ୍ତି। ବିଜେଡି କର୍ମୀ ତଥା ଶ୍ରମିକ ନେତା ଭାବେ ପରିଚିତ ଗୋଳନ୍ଥରା ଗ୍ରାମର ସନ୍ତୋଷ କୁମାର ପ୍ରଧାନଙ୍କ ଅଭିଯୋଗ…

ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ କୁକୁରଙ୍କୁ ବାନ୍ଧିବା ଘଟଣା; ୪ଜଣଙ୍କୁ ନିଲମ୍ବନ

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପରିସରରେ ଥିବା ଛାତ୍ରୀନିବାସ ପରିସରରେ ୧୨ଟି କୁକୁରର ଗୋଡ଼ ଓ ମୁହଁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଯାଇଛି। ଏଥିରେ ସମ୍ପୃକ୍ତ ଥିବା ଅଭିଯୋଗରେ ଜଣେ ପିଅନ ଏବଂ ୩ ଜଣ ସୁରକ୍ଷା କର୍ମୀଙ୍କୁ ପରିବର୍ତ୍ତି ଆଦେଶ ପର୍ଯ୍ୟନ୍ତ କାର୍ଯ୍ୟରୁ…

୫୫ କୋଟି ଟଙ୍କା ବ୍ୟୟରେ ଏମକେସିଜିରେ ହେବ କର୍କଟ ଯତ୍ନ କେନ୍ଦ୍ର

ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜି ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ନିର୍ମାଣ ହେବ ୧୦୦ ଶଯ୍ୟା ନୂତନ କର୍କଟ ଯତ୍ନ କେନ୍ଦ୍ର। ୪ ମହଲା ବିଶିଷ୍ଟ ଏହି କୋଠା ନିର୍ମାଣ ପାଇଁ ୫୫ କୋଟି ଟଙ୍କା ଖର୍ଚ୍ଚ ହେବ। କଲିକତାର ଏକ ଘରୋଇ ସଂସ୍ଥା ଏହି କେନ୍ଦ୍ର ନିର୍ମାଣ କରିବାକୁ ଟେଣ୍ଡର ହାତେଇଛି।…

ପୋଲିସକୁ ଫୋନ୍‌ କରିବା ପରେ ଦେହରେ ନିଆଁ ଲଗାଇଦେଲେ ମହିଳା

ବ୍ରହ୍ମପୁର: ଗଞ୍ଜାମ ଜିଲା ପୋଲସରା ବ୍ଳକର ଢୁଙ୍କାପଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କଣିଆପଲ୍ଲୀ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଓଡ଼ିଶା ପୋଲିସର ଜରୁରୀକାଳୀନ ସହାୟତା ନମ୍ବର ୧୧୨କୁ ଫୋନ କରି ନିଜର ଦୁଃଖ ଜଣାଇବା ପରେ ଦେହରେ ନିଆଁ ଲଗାଇ ଜଣେ ବିବାହିତା ମହିଳା…

ନବୀନଙ୍କୁ ପ୍ରଦୀପଙ୍କ ପ୍ରଶ୍ନ: ୨୦୨୪ ଜଣେ ମହିଳାଙ୍କୁ ଦେବେ କି ରାଜ୍ୟର ଶାସନ ଭାର 

ବ୍ରହ୍ମପୁର: ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀ ନିଜ ନିର୍ବାଚନ ମଣ୍ଡଳୀରେ ସକ୍ରିୟ ହେବାରେ ଲାଗିଛନ୍ତି।ଗୋଟିଏ ପରେ ଗୋଟିଏ ରାଜନୈତିକ ସଭା ଏବଂ ପଦଯାତ୍ରାରେ ଯାଉଛନ୍ତି। ଏହି କ୍ରମରେ ମଙ୍ଗଳବାର ଅପରାହ୍ନରେ ବିଧାୟକ ପାଣିଗ୍ରାହୀ ଏକ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ନବୀନ…

ମୁହଁ, ଗୋଡ଼ ବନ୍ଧା ୧୨ଟି ବୁଲା କୁକୁର ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପରିସରରୁ ଉଦ୍ଧାର

ବ୍ରହ୍ମପୁର: ଗତ କିଛି ଦିନ ହେଲା ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପରିସରରେ ବୁଲା କୁକୁରର ଦୌରାତ୍ମ ଦେଖିବାକୁ ମିଳିଥିଲା। ତେବେ ଏହାକୁ ରୋକିବା ପାଇଁ ବିଶ୍ବବିଦ୍ୟାଳୟର କେତକ କର୍ମଚାରୀଙ୍କ ଅମାନବୀୟ କାଣ୍ଡକୁ ଏବେ ସବୁ ମହଲରୁ ନିନ୍ଦା କରାଯାଉଛି। ଘଟଣା ହେଲା, ମଙ୍ଗଳବାର ବାଳିକା ହଷ୍ଟେଲ…

ବ୍ରହ୍ମପୁରର ସପିଂ ମଲ୍‌ରେ ବିକ୍ରି ହେବ ଏସଏଚଜି ଦ୍ବାରା ପ୍ରସ୍ତୁତ ସାମଗ୍ରୀ

ବ୍ରହ୍ମପୁର: ମହିଳା ସଶକ୍ତିକରଣ ଦିଗରେ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରୁଛନ୍ତି। ଓରମାସ୍‌ ଏବଂ ମିଶନ୍‌ଶକ୍ତି ଏଦିଗରେ ସହାୟତା ପ୍ରଦାନ କରୁଛନ୍ତି। ଆଉ ଗୋଟିଏ ପାଦ ଆଗକୁ ଯାଇ ବ୍ରହ୍ମପୁର ସହରରେ ଥିବା ସପିଂ ମଲ୍‌ଗୁଡ଼ିକରେ ସ୍ବୟଂ ସହାୟକ…

ବିଜେଡ଼ିରେ ସାମିଲ ହେଲେ ପୁରୁଷୋତ୍ତମପୁର ଏନଏସି ଅଧ୍ୟକ୍ଷା

ବ୍ରହ୍ମପୁର: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି)ର ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ ନିଜର ବହୁ ସମର୍ଥକଙ୍କ ସହ ବିଜେଡ଼ିରେ ସାମିଲ ହୋଇଛନ୍ତି। ବ୍ରହ୍ମପୁରସ୍ଥିତ ବିଜେଡ଼ି ଜିଲା କାର୍ଯ୍ୟାଳୟରେ ଏନେଇ ଏକ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା। ଗତ ପୌର ନିର୍ବାଚନରେ…

ଅଫିସରେ ଆରବିଏସକେ ମ୍ୟାନେଜରଙ୍କ ମଦ୍ୟପାନ ଫଟୋ ଭାଇରାଲ ପରେ ତଦନ୍ତ

ବ୍ରହ୍ମପୁର: ଜାତୀୟ ସ୍ୱାସ୍ଥ୍ୟ ମିଶନ(ଏନଏଚଏମ) ଗଞ୍ଜାମର ରାଷ୍ଟ୍ରୀୟ ବାଲ୍‍ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ(ଆରବିଏସକେ)ର ସହକାରୀ ମ୍ୟାନେଜର ସନ୍ଦୀପ କୁମାର ତ୍ରିପାଠୀ ନିଜ କାର୍ଯ୍ୟାଳୟରେ ବସି ମଦ୍ୟପାନ କରୁଥିବାର ଫଟୋ ଭାଇରାଲ୍‍ ହୋଇଛି। ଏହି ଫଟୋ ଭାଇରାଲ ହେବା ପରେ ମଙ୍ଗଳବାର ଘଟଣାର ତଦନ୍ତ…

ଗଞ୍ଜାମ ବିଜେଡ଼ିରେ ଘଡ଼ିକେ ଘୋଡ଼ା ଛୁଟୁଛି; ନିଲମ୍ବନ ପରେ ପ୍ରତ୍ୟାହାର, ପୁଣି ନିଲମ୍ବନ

ବ୍ରହ୍ମପୁର: ଗଞ୍ଜାମ ଜିଲାରେ ବିଜୁ ଜନତା ଦଳର ଗୋଷ୍ଠୀ କନ୍ଦଳ ତୀବ୍ର ହେବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ନିର୍ବାଚନ ମଣ୍ଡଳୀକୁ ଏହି ସଂକ୍ରମଣ ବ୍ୟାପିବାରେ ଲାଗିଛି। ବର୍ତ୍ତମାନ ଯେଉଁ ନିର୍ବାଚନ ମଣ୍ଡଳୀକୁ ନେଇ ଗଞ୍ଜାମ ବିଜେଡ଼ିରେ କମ୍ପନ ସୃଷ୍ଟି ହୋଇଛି, ସେଇଟା ହେଲା ଦିଗପହଣ୍ଡି। ଦୁଇ ଦିନ…