ବସ୍ତି ପ୍ରତିଭାଙ୍କୁ ମଞ୍ଚ ଦେଲା ବିଏମ୍ସି
ବ୍ରହ୍ମପୁର:ବ୍ରହ୍ମପୁର ସହରର ବସ୍ତିଗୁଡ଼ିକରେ ରହିଥିବା ପ୍ରତିଭାଙ୍କୁ ସେମାନଙ୍କ ପ୍ରତିଭା ପ୍ରଦର୍ଶନ ପାଇଁ ମଞ୍ଚ ଦେଇଛି ବ୍ରହ୍ମପୁର ମହାନଗର ନିଗମ। ସୋମବାର ଠାରୁ ମହାନଗର ନିଗମ ତରଫରୁ ବସ୍ତିଗୁଡ଼ିକରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଆୟୋଜନ ଆରମ୍ଭ ହୋଇଯାଇଛି । ସ୍ବାଧୀନତାର ଅମୃତ…