ଗାଡ଼ି ଚାଳକଙ୍କୁ ଗିରଫ ଦାବିରେ ଥାନା ଘେରାଉ
ବ୍ରହ୍ମପୁର: ଗତ ୧୦ ତାରିଖରେ ବ୍ରହ୍ମପୁର-ଦିଗପହଣ୍ଡି ରାସ୍ତାର ନାରାୟଣପୁର ମୁଖ୍ୟ ରାସ୍ତା ପାର୍ଶ୍ଵରେ କାଳିଆ ବିଷୋୟୀ(୩୮) ନାମକ ଜଣେ ବ୍ୟକ୍ତି ଛିଡ଼ା ହୋଇଥିବା ବେଳେ ବେପରୁଆ ଭାବେ ଗାଡି ଚଳାଇ ଆସୁଥିବା ଜଣେ କାର ହଠାତ୍ ଧକ୍କା ଦେଇଥିଲା । ଫଳରେ କାଳିଆଙ୍କ ମୁଣ୍ଡରେ ଆଘାତ ଲାଗିଥିଲା ।…