କଲେଜ ଛାତ୍ରୀଙ୍କୁ ଅସଦାଚରଣ ମାମଲାରେ ଦୁଇ ଛାତ୍ରଙ୍କୁ ବହିଷ୍କାର ସୁପାରିସ କଲେ ଏସ୍ପି
ବ୍ରହ୍ମପୁର: ବିନାୟକ ଆଚାର୍ଯ୍ୟ ସରକାରୀ ମହାବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ଖୋଲାଖୋଲି ରାଗିଂ କରାଯାଇଛି ା ଏକାଧିକ ଛାତ୍ର ମହାବିଦ୍ୟାଳୟର ଜଣେ ଯୁକ୍ତଦୁଇ ପ୍ରଥମ ବର୍ଷର ଛାତ୍ରୀଙ୍କୁ ସର୍ବସମ୍ମୁଖରେ ଦୁର୍ବ୍ୟବହାର ଏବଂ ଅସଦାଚରଣ କରିବା ସଭ୍ୟସମାଜ ପ୍ରତି ଗଭୀର ରେଖାପାତ କରିଛି ା ଛାତ୍ରୀଙ୍କୁ…