Latest Odisha News

BREAKING NEWS

ଭାରତର ସ୍ୱଚ୍ଛ ସହର ଇନ୍ଦୋର

ନୂଆଦିଲ୍ଲୀ :  ନିଜକୁ ଫିଟ ରଖିବା ପାଇଁ ହେଲେ ଆମକୁ ସୁସ୍ଥତା ଉପରେ ଅଧିକ ଧ୍ୟାନ ଦେବାକୁ ହେଇଥାଏ। ତେବେ ଆମ ସହର ଯେତେ ପୁରିସ୍କାର ରହିବ ଆମେ ସେତେ ସୁସ୍ଥ ବାତାବରଣରେ ରହିବାକୁ ସମୟ ପାଇଥାଉ। ତେବେ ସବୁ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କେନ୍ଦ୍ରର ବାର୍ଷିକ ସ୍ଵଚ୍ଛ ସର୍ବେକ୍ଷେଣ ରିପୋର୍ଟ…

ଗୁରୁଙ୍କ ଆଗରେ ତିଷ୍ଠି ପାରିବେ ତ ଶିଷ୍ୟ ?

ନୂଆଦିଲ୍ଲୀ : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ରେସରେ ଦୁଇ ପ୍ରାର୍ଥୀ । ଖଡଗେଙ୍କୁ ଟକ୍କର ଦେବାକୁ ଯାଉଛନ୍ତି  ଥରୁର  ।  ଗୁରୁଙ୍କ ଆଗରେ ତିଷ୍ଠି ପାରିବେ ତ ଶିଷ୍ୟ ? ଏହିକିଛି ଦିନ ହେବ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ପାଇଁ ରାଜନୈତିକ ପାଣିପାଗ ବହୁତ ସରଗରମ ରହିଥିଲା । କାହାକୁ ଆସନ ହରେଇବାର…

‘ଆଜି ସାନିଟାରୀ ପ୍ୟାଡ୍ ଦାବି କରୁଛ, କାଲି କହିବ ଆମକୁ କଣ୍ଡୋମ ଦିଅ’

ନୂଆଦିଲ୍ଲୀ: ବିହାର ସରକାରଙ୍କ ଜଣେ ମହିଳା ଅଧିକାରୀ ସଂପ୍ରତି ନିଜର ବୟାନକୁ ନେଇ ଖୁବ୍ ଚର୍ଚ୍ଚାରେ ରହିଛନ୍ତି। ଛାତ୍ରୀମାନେ ତାଙ୍କୁ ମାଗଣାରେ ସାନିଟାରୀ ପ୍ୟାଡ୍ ଦାବି କରିବାରୁ, ଅଧିକାରୀ ବଡ ବିଚିତ୍ର ପ୍ରତିକ୍ରିୟା ଦେଇଥିଲେ। ବିହାର ମହିଳା ବିକାଶର ବରିଷ୍ଠ ଅଧିକାରୀ କହିଥିଲେ, ଏବେ ତ…

ବିଶ୍ବସ୍ତ ହୋଇ ଦଳରେ ବିଦ୍ରୋହ କଲେ ଗେହଲଟ୍, ହତବାକ ଗାନ୍ଧୀ ପରିବାର

ନୂଆଦିଲ୍ଲୀ : ବିଜେପି ୨୦୧୪ରେ କ୍ଷମତାକୁ ଆସିବା ପରଠୁ ଦେଶର ସର୍ବ ପୁରାତନ ରାଜନୈତିକ ଦଳ କଂଗ୍ରେସ ପର୍ଯ୍ୟାୟକ୍ରମେ ଦୁର୍ବଳ ହୋଇ ଚାଲିଛି।୨୦୧୮ରେ ହିନ୍ଦୀ ହାର୍ଟଲ୍ୟାଣ୍ଡ (ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡ) ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହେବା ପରେ ଆଉ ଦଳ ସେମିତି କୌଣସି…

କଂଗ୍ରେସରେ ଅଧ୍ୟକ୍ଷ ପଦ ନିର୍ବାଚନ ପରେ ରାଜସ୍ଥାନ କଂଗ୍ରେସରେ ଭୂକମ୍ପ ଆଶଙ୍କା !

ନୂଆଦିଲ୍ଲୀ: ଆଜି କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଦେଶର ସର୍ବ ପୂରାତନ ରାଜନୈତିକ ଦଳ କଂଗ୍ରେସରେ ଅଧ୍ୟକ୍ଷ ପଦ ପାଇଁ  ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ବର୍ତ୍ତମାନ ସବୁ ଆଡେ ଜୋରଦାର ଚର୍ଚ୍ଚା ହେବାକୁ  ଲାଗିଛି  । ଠିକ ଏହି ସମୟରେ ସବୁଠୁ ଅଧିକ…

କୁଲାବିରା ଓ ଲଇକେରା ବ୍ଲକକୁ ITDS ବ୍ଲକ ଘୋଷଣା କରିବାକୁ ଆଦିବାସୀ ସଂଗଠର ଦାବି

ଝାରସୁଗୁଡା : ଝାରସୁଗୁଡା ଜିଲ୍ଲାର କୁଲାବିରା ଓ ଲଇକେରା ବ୍ଲକକୁ ITDS ବ୍ଲକ ଘୋଷଣା କରାଯାଉ ବୋଲି ଆଦିବାସୀ ସଂଗଠନ ଦାବି କରାଯାଇଛି  । ଏହି ସଂଗଠନ ଅନେକ ଥର ଦାବି କରିଥିଲେ ମଧ୍ୟ ସରକାର କୌଣସି ପଦକ୍ଷେପ ନେଉ ନ ଥିବାରୁ ଆଜି ଝାରସୁଗୁଡାରେ ଆଦିବାସୀ ମାନେ ପାରମ୍ପରିକ ନୃତ୍ୟ…

ମନ୍ଦିର ଉପରେ ଆକ୍ରମଣ ବରଦାସ୍ତ କରାଯିବନି, ୟୁକେ-କାନାଡା ପ୍ରତି କଠୋର ହେଲା ଭାରତ

ନୂଆଦିଲ୍ଲୀ:  ନିକଟ ଦିନରେ ବ୍ରିଟେନ୍ ଏବଂ କାନାଡାରେ  ମନ୍ଦିର  ଉପରେ ଆକ୍ରମଣ ଏବଂ ହିନ୍ଦୁ ଧର୍ମର ପ୍ରତୀକର ଭଙ୍ଗାରୁଜାର ଅନେକ ଘଟଣା ସାମ୍ନାକୁ ଆସିଛି। ଏହା ଭାରତୀୟଙ୍କୁ ବହୁତ ବ୍ୟଥିତ କରିଛି। ମାମଲାକୁ ଗମ୍ଭୀରତାର ସହ ନେଇଛନ୍ତି କେନ୍ଦ୍ର ସରକାର। ପ୍ରତିଟି ସ୍ଥିତି ଉପରେ କଡା ନଜର…

ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ଭୁବନେଶ୍ୱର ସାଂସଦ

ଭୁବନେଶ୍ୱର : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଅନେକ ବିବାଦ ଲାଗି ରହିଥିଲା । ଏହା ଭିତରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉପରେ ଗତକାଲି ଜାତୀୟ କୀର୍ତ୍ତିରାଜି କର୍ତ୍ତୃପକ୍ଷ (ଏନ୍ଏମ୍ଏ) ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏନ୍ଏମ୍ଏ ର ଏହି ନୋଟିସ କୁ ନେଇ ଭୁବନେଶ୍ୱର…

ବିଷ୍ଣୁଙ୍କ ଶେଷ କବିତା !

ଭୁବନେଶ୍ୱର :  ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ଶପଥ ନେଇଥିଲେ । ସେଥିପାଇଁ ଦେଶ ବିଦେଶରୁ ଶୁଭେଚ୍ଛାର ସୁଅ ଛୁଟୁଥାଏ ।ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଶପଥ ନେଇଥିବାରୁ ଓଡ଼ିଆ ମାନଙ୍କ ପାଇଁ ଗର୍ବ ଓ ଗୌରବର ଦିନଥାଏ  । ସେଥିପାଇଁ ଓଡ଼ିଆ ଝିଅ ଦ୍ରୌପଦୀ…

ଶିଶୁ ମୃତ୍ୟୁ ପରେ ଡାକ୍ତରଙ୍କୁ ଆକ୍ରମଣ

ଭଦ୍ରକ : ଭଦ୍ରକ ସହରର ଘରୋଇ  କ୍ଲିନିକରେ ଉତ୍ତେଜନା । ଆରଡ଼ି ଛକ ନିକଟ ଏକ କ୍ଲିନିକରେ ଡାକ୍ତର ଓ ସହଯୋଗୀଙ୍କୁ ମାଡ଼। କରଞ୍ଜଆଡ଼ିଆ ଗାଁର ୧୧ ବର୍ଷୀୟ ଶିଶୁ ରାଜମୋହନ ପଣ୍ଡାଙ୍କର ସ୍ୱାସ୍ଥ୍ୟ ଖରାପ ଥିବାରୁ ଏହି ଘରୋଇ କ୍ଲିନିକକୁ ଆଣିଥିଲେ । ସେଠାରେ ଡ଼ାକ୍ତର ଓ କର୍ମଚାରୀ ଗୋଟିଏ…