Latest Odisha News

BREAKING NEWS

ଅକ୍ଟୋବର ୩୧ରୁ ଓଡ଼ିଶାରେ ‘ଭାରତ ଯୋଡ଼ୋ’ ଯାତ୍ରା

ଭୁବନେଶ୍ୱର :  ଅକ୍ଟୋବର ୩୧ରୁ ଆରମ୍ଭ ହେବ ‘ଭାରତ ଯୋଡ଼ୋ’ ଯାତ୍ରା । ଭୁବନେଶ୍ୱର ଇନ୍ଦିରା ପାର୍କରୁ ଆରମ୍ଭ ହେବ ‘ଭାରତ ଯୋଡ଼ୋ’ ଯାତ୍ରା । ଏହା ପ୍ରାୟ ଶହେ ଦିନ ଯାଏଁ ହେବ । ୨୨୫୦ କିଲୋମିଟର ପଦଯାତ୍ରା ହେବ। ୨୦ ସଂସଦୀୟ କ୍ଷେତ୍ରରେ ହେବ ଏହି  ଯାତ୍ରା।  ଏଥିରେ ବିଭିନ୍ନ ସାମାଜିକ କର୍ମୀଙ୍କୁ…

ରତ୍ନଭଣ୍ଡାର ଖୋଲିବା ନେଇ ବିଜୟ ମହାପାତ୍ରଙ୍କ ଦାବୀ

ଭୁବନେଶ୍ୱର : ରତ୍ନଭଣ୍ଡାର ଖୋଲିବା ନେଇ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଆଇନ ମନ୍ତ୍ରୀ ବିଜୟ ମହାପାତ୍ର ସାମ୍ବାଦିକ ସମ୍ମିଳନୀରେ ଦାବୀ କରିଛନ୍ତି  । ସେ କହିଛନ୍ତି  ନିକଟରେ ଆମିକ୍ୟସ କ୍ୟୁରି କୋର୍ଟଙ୍କ ନିର୍ଦ୍ଦେଶରେ ପୁରୀ ଆସିଥିଲେ। ସେ ଅନୁଭବ କରିଛନ୍ତି ସୁରକ୍ଷା ଓ ମରାମତି ଦିଗରେ…

ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷ

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଠାରୁ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ୨୦ ଓ ୨୧ ତାରିଖରେ ଉପକୂଳ ଓ ପଶ୍ଚିମ ଓଡ଼ିଶା କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା…

ଓଡ଼ିଶା ଆକାଶରେ ଏୟାର ସୋ

ଭୁବନେଶ୍ୱର :  ରାଜଧାନୀ ଉପକଣ୍ଠରେ ଥିବା କୂଆଖାଇ ନଦୀପଠାରେ ‘ସୂର୍ଯ୍ଯକିରଣ’ ଏୟାର ସୋ’ର ଅଭ୍ୟାସ ଅନୁଷ୍ଠିତ ହୋଇଛି। ଶୁକ୍ରବାର ଏହି ସୋ’ ପ୍ରଦର୍ଶିତ ହେବ। ବାୟୁସେନାର ୧୧ ହକ ବିମାନ ଏହି ସୋରେ ସାମିଲ ହୋଇଛନ୍ତି।  ଆଜି ପରୀକ୍ଷାମୂଳକ ଭାବେ ନୀଳ ଆକାଶର ଛାତି ଚିରି ରାଜଧାନୀର ଆକାଶରେ…

ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବେଲ୍ ବଜାଇଲେ ମୁଖ୍ୟମନ୍ତ୍ରୀ

ମୁମ୍ୱାଇ : ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ କାର୍ଯ୍ଯାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ଓଡିଆ ଭାବେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ । ବିଏସଏଇ ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସକାଳ ୧୦ଟା…

ସାମ୍ବାଦିକ ପ୍ରଦ୍ୟୁମ୍ନ ବଳଙ୍କ ଜୟନ୍ତୀକୁ ମୂଲ୍ୟବୋଧ ସାମ୍ବାଦିକତା ଦିବସ ଭାବେ ପାଳନ କରାଯାଉ

ଯାଜପୁର :  ଯାଜପୁର ଠାର ରାଜ୍ୟ ସାମ୍ବାଦିକ ସଙ୍ଘ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଛି। ସଙ୍ଘର ରାଜ୍ୟ ସଭାପତି କୈଳାସ ନାୟକ ଯୋଗ ଦେଇଥିଲେ ଏବଂ ଆସନ୍ତା ନଭେମ୍ବର ୮ ତାରିଖ କୁ ମୂଲ୍ୟବୋଧ ସାମ୍ବାଦିକତା ଦିବସ ଭାବେ ପାଳନ କରିବାକୁ ନିବେଦନ କରିଥିଲେ । ଦିନକୁ ଦିନ ସାମ୍ବାଦିକତା…

ପୋଖରୀରେ ବୁଡି ଜଣେ ନାବାଳକ ମୃତ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲାରେ ଘଟିଛି ଅଘଟଣ । ପୋଖରୀରେ ବୁଡି ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବାର ଖବର ମିଳିଛି । ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଅଁଳାବେରେଣୀ ଗାଁ ଖଣ୍ଡିଆବନ୍ଧ ପୋଖରୀରେ ବୁଡି ଜଣେ ନାବାଳକର ମୃତ୍ୟୁ ହୋଇଛି । ମୃତ ନାବାଳକ ଜଣଙ୍କ ଅଁଳାବେରେଣୀ ଗାଁ…

ସାମ୍ବାଦିକଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର ଘଟଣା, କାର୍ଯ୍ୟାନୁଷ୍ଠାନ ଦାବି କଲେ ବିରୋଧୀ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଏଏସପି ଜୟକୃଷ୍ଣ ବେହେରାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି। ନବରଙ୍ଗପୁର ଜିଲ୍ଲା କଂଗ୍ରେସ ଓ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ତାଙ୍କୁ ବହିଷ୍କାର କରିବାକୁ ଦାବି ହୋଇଛି। ସାମ୍ବାଦିକଙ୍କୁ ଏଏସପି ଆକ୍ରମଣ କରିଥିଲେ। ଏଥିସହ ମହିଳାଙ୍କୁ…

ଶୁଭେନ୍ଦୁଙ୍କ ଫର୍ମୁଲାରେ ଓଡିଶା ବିଜେପି

ଭୁବନେଶ୍ୱର : କେନ୍ଦ୍ର ବିଜେପି ଫୋକସରେ ଓଡିଶା  । ଶାସକ ବିଜେଡିକୁ ଗାଦିଚ୍ୟୁତ କରିବାକୁ ରଣନୀତି ପ୍ରସ୍ତୁତ କରୁଛି ବିଜେପି  । ଓଡିଶା ବିଜେପି ଏହି ରଣନୀତି ପଶ୍ଚିମବଙ୍ଗ ବିଜେପି ଭଳି ଆକ୍ରମଣାତ୍ମକ ହେବାକୁ ଯାଉଛି  । କାରଣ ବିଜେଡିର କଟ୍ଟର ବିରୋଧି କୁହାଯାଉଥିବା ଜୟନାରାୟଣ ମିଶ୍ରଙ୍କୁ…

ଝାରସୁଗୁଡାବାସୀଙ୍କୁ ମାଗଣାରେ ମିଳିବ ସିଟି ସ୍କାନର ସୁବିଧା

ଝାରସୁଗୁଡା : ଆଜି ଝାରସୁଗୁଡା ଜିଲ୍ଲାମୁଖ୍ୟ ଚିକିତ୍ସାଳୟରେ ସିଟି ସ୍କାନ ମେସିନର ଶୁଭାରମ୍ଭ ହୋଇଛି  । ସ୍ଵାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି ସିଟିସ୍କାନ ମେସିନର ଲୋକାର୍ପିତ କରିଛନ୍ତି  । ଆଜିଠାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଲୋକେ ମାଗଣାରେ ସିଟି…