ବିକ୍ରି ହେଉଛି ନକଲି ମେଡିସିନ,ସବୁ ଜିଲ୍ଲାରେ ଚଢାଉ କରିବାକୁ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର : ଦୋକାନରେ ବିକ୍ରି ହେଉଛି ନକଲି ମେଡିସିନ । ରାଜ୍ୟରେ ଗତ କିଛି ଦିନ ତଳେ ବିଭିନ୍ନ ନକଲି ମେଡିସିନ ନେଇ ଅଭିଯୋଗ ଆସିବା ପରେ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା ଟିମ୍ । ଏହି ଚଢାଉରେ ଅନେକ ସାଙ୍ଘାତିକ ତଥ୍ୟ ସାମ୍ନାକୁ ଆସିଥିଲା । ଏପିରିକି ନାମୀ କମ୍ପାନୀର ଔଷଧକୁ ନକଲି କରି…