Latest Odisha News

ବିକ୍ରି ହେଉଛି ନକଲି ମେଡିସିନ,ସବୁ ଜିଲ୍ଲାରେ ଚଢାଉ କରିବାକୁ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର : ଦୋକାନରେ ବିକ୍ରି ହେଉଛି ନକଲି ମେଡିସିନ  ।  ରାଜ୍ୟରେ ଗତ କିଛି ଦିନ ତଳେ ବିଭିନ୍ନ ନକଲି ମେଡିସିନ ନେଇ ଅଭିଯୋଗ ଆସିବା ପରେ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା ଟିମ୍ । ଏହି ଚଢାଉରେ ଅନେକ ସାଙ୍ଘାତିକ ତଥ୍ୟ ସାମ୍ନାକୁ ଆସିଥିଲା । ଏପିରିକି ନାମୀ କମ୍ପାନୀର ଔଷଧକୁ ନକଲି କରି…

ସିଏମସି କମିଶନରଙ୍କୁ ବାଥରୁମ କବାଟ ଦେଲେ କଟକ କଂଗ୍ରେସ ନେତା

କଟକ : ସରକାରଙ୍କ ବିଫଳତାକୁ ନେଇ ବିରୋଧି ବିଭିନ୍ନ ପ୍ରକାରର ପ୍ରତିବାଦ କରୁଥିବାର ଦେଖିବାକୁ ମିଳେ । ହେଲେ କଟକ ସହରରେ କିଛି ଭିନ୍ନ ଘଟଣା ଦେଖିବାକୁ ମିଳିଛି  । କଟକ ମହାନଗର ନିଗମର କାର୍ଯ୍ୟାଳୟରେ ଦେଖିବାକୁ ମିଳିଛି କିଛି ଭିନ୍ନ ଧରଣର ଓ ନିଆରା  ଘଟଣା । ସିଏମସି କମିଶନରଙ୍କୁ ବାଥରୁମ…

ଓଡିଶାରେ ପୁଞ୍ଜିନିବେଶ ପାଇଁ ଶିଳ୍ପପତି ମାନଙ୍କ ସହ ୱାନ ଟୁ ୱାନ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ବାଣିଜ୍ୟିକ ରାଜଧାନୀ ମୁମ୍ୱାଇରେ ବିଶିଷ୍ଟ ଶିଳ୍ପପତି ମାନଙ୍କ ସହ ୱାନ ଟୁ ୱାନ ଆଲୋଚନା କରୁଛନ୍ତି । ଓଡ଼ିଶାରେ ଶିଳ୍ପ ଅନୁକୁଳ ବାତାବରଣ ସମ୍ପର୍କରେ ଅବଗତ କରାଇବା ସହିତ ରାଜ୍ୟରେ ପୁଞ୍ଜିନିବେଶ ପାଇଁ ଆହ୍ୱାନ କରିବେ  । ଏହି…

ଜଙ୍ଗଲରୁ ବାଘର ଗଳିତ ମୃତ ଦେହ ଠାବ

ସୁବର୍ଣ୍ଣପୁର : ବାଘପାଲି ଜଙ୍ଗଲରୁ ବାଘର ଗଳିତ ମୃତ ଦେହ ଠାବ । ଏହି ଘଟଣା ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବନାଞ୍ଚଳର ବାଘପାଲି ଜଙ୍ଗଲରେ ଘଟିଛି । ବାରହା ଫାସରେ ପଡି କରଲାପତରିଆ ବାଘର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି  । ମୃତ ବାଘର ନଖ ଓ ନିଶକୁ ଦୁର୍ବୁତ୍ତମାନେ ନେଇଯାଇଥିବା ଅଭିଯୋଗ…

୨୯୦ କେ.ଜି ଗଞ୍ଜେଇ ଜବତ

କୋରାପୁଟ : କୋରାପୁଟ ଅବକାରୀ ବିଭାଗର ବଡ଼ ସଫଳତା । ନନ୍ଦପୁରର ମାରଡ଼ା କାଜୁ ବଣ ରୁ ୨୯୦ କେ.ଜି ଗଞ୍ଜେଇ ଜବତ ହୋଇଛି  । ଯାହାର ଆନୁମାନିକ ମୂଲ୍ୟ ୨୯ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀ ସୂଚନା ଦେଇଛନ୍ତି  । ନନ୍ଦପୁର ବ୍ଲକ ମାରଡ଼ା ଅଞ୍ଚଳ ରୁ…

ପ୍ରଫେସର ତ୍ରିପାଠୀ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂଆ କୁଳପତି

କୋରାପୁଟ : କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତ ହେଲେ ପ୍ରଫେସର ଚକ୍ରଧର ତ୍ରିପାଠୀ। ୨୦୨୧ ଜୁଲାଇରେ ସ୍ବର୍ଗତ ଆଇ.ରାମବ୍ରହ୍ମଙ୍କ ଦେହାନ୍ତ ପରେ କୋରାପୁଟସ୍ଥିତ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ କୁଳପତି ପଦବୀ ଖାଲି ପଡିଥିଲା।…

ଡେଙ୍ଗୁ ଭୁବନେଶ୍ୱରବାସୀଙ୍କ ଚିନ୍ତା ବଢାଇଛି

ଭୁବନେଶ୍ୱର : ରାଜଧାନୀରେ ବଢୁଛି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା।  ଡେଙ୍ଗୁ କବଳରେ ଏବେ ରାଜଧାନୀ ଭୁବନେଶ୍ୱର । ଡେଙ୍ଗୁ ପାଇଁ ଭୁବନେଶ୍ୱରବାସୀ ଙ୍କ ଚିନ୍ତା ବଢିଯାଇଛି । କ୍ୟାପିଟାଲ ହସ୍ପିଟାଲରେ ରୋଗୀଙ୍କ ପାଇଁ ଶଯ୍ୟାର ଘୋର ଅଭାବ ଦେଖା ଦେଇଛି। ଡେଙ୍ଗୁକୁ ନେଇ ଚିନ୍ତାଜନକ ସ୍ଥିତି ଥିବା…

ପଦଯାତ୍ରା ରୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭାରତର ରାଜନୀତିରେ ଏଭଳି ଅନେକ କଥା ଏଭଳି ଅନେକ ପ୍ରୟାସ ସାମିଲ ହେଇଛି ଯାହା ବର୍ତ୍ତମାନ ସୁଦ୍ଧା ସ୍ୱର୍ଣ୍ଣିମ ଅକ୍ଷରରେ ଲେଖା ହେଇ ରହିଛି । ରାଜନୀତି କୁ ସେବା ଭାବିରେ ନେଇ ବହୁ ରାଜନେତା ତାଙ୍କର ଏକ ଅନନ୍ୟ ଚିନ୍ତାଧାରାର ଭାବମୂର୍ତ୍ତି ନିର୍ମାଣ କରି ପାରିଛନ୍ତି । ଯଦି ଆମେ…

ଓଡିଶା ସମାଜବାଦୀ ପାର୍ଟି ପକ୍ଷରୁ ରାଜ୍ୟପାଳଙ୍କୁ ଭେଟି ବିଭିନ୍ନ ଦାବି ସହ ସ୍ମାରକପତ୍ର ପ୍ରଦାନ କରାଯାଇଛି

ଭୁବନେଶ୍ୱର : ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ ସଭାପତି ରବି ବେହେରାଙ୍କ ନେତୃତ୍ବରେ ୪ ଜଣିଆ ପ୍ରତିନିଧି ଦଳ ଆଜି ରାଜ୍ୟପାଳ ଗଣେଶୀ ଲାଲଙ୍କୁ ରାଜଭବନଠାରେ ସାକ୍ଷାତ କରିଛନ୍ତି  ।  ତାସହ ରାଜ୍ୟପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି  । ଏହି ସ୍ମାରକପତ୍ରରେ ଦର୍ଶାଯାଇଥିବା ଦାବି…

୪ଜିଲ୍ଲା ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ୪ଜିଲ୍ଲା ମିଶନ ଶକ୍ତି ମା ମାନଙ୍କୁ ଭେଟିଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସ ଠାରେ ଢେଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ  ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟି ଥିଲେ । ୭୫ତମ ସ୍ବାଧୀନତା ଦିବସ ପାଳନ…