Latest Odisha News

BREAKING NEWS

ଯୁଦ୍ଧର ନାଁ କରୋନା; ଯୋଦ୍ଧାର ନାଁ ଲବ ଅଗ୍ରୱାଲ୍‌ !

ନୂଆଦିଲ୍ଲୀ: ସେ ହେଉଛନ୍ତି କରୋନା ଯୁଦ୍ଧର ସେନାପତି । ଦେଶର ବହୁଚର୍ଚ୍ଚିତ ଆଇଏଏସ୍ ଅଫିସର । ଯାହାଙ୍କୁ ଦେଶ ୪୦ରୁ ଅଧିକ ଦିନ ଧରି ଟିଭି ସ୍କ୍ରିନ୍‌ରେ ଅପରାହ୍ନ ୪ଟାରେ ପ୍ରତିଦିନ ଶୁଣିଆସୁଛି । ଖାସ କରୋନାଭାଇରସ୍ ସମ୍ବନ୍ଧୀୟ ସୂଚନା ପାଇଁ । ସେ ହେଉଛନ୍ତି କେନ୍ଦ୍ର ସରକାରଙ୍କ ମିଷ୍ଟଭାଷୀ…

ଭାଇରାଲ୍ ପୋଷ୍ଟମୋର୍ଟମ; ଗଣମାଧ୍ୟମ କହୁଛି ସାପ ଖାଉଛ, ମନ୍ତ୍ରୀ କହୁଛନ୍ତି ମିଛ କହୁଛ !

ଅରୁଣାଚଳପ୍ରଦେଶ: ଜୋର ଧରିଛି ଚର୍ଚ୍ଚ । କରୋନା ମହାମାରୀରେ ବଦଳିଛି ଅରୁଣାଚଳପ୍ରଦେଶ ଲୋକଙ୍କ ଖାଦ୍ୟଚକ୍ର । ସରକାରଙ୍କ ଅପାରଗତା ପାଇଁ ଭାତ ବଦଳରେ ସାପ ଖାଉଛନ୍ତି ଗରିବ ମୂଳବାସିନ୍ଦା । ତେବେ ଏ କଥା ଆମେ ନୁହେଁ ବରଂ ଏକ ଜାତୀୟ ଗଣମାଧ୍ୟମ ପ୍ରଥମେ ପ୍ରକାଶ କରିଥିଲା । ଏନଡିଟିଭର ଆର୍ଟିକଲ…

ଭାରତୀୟ ଚିକିତ୍ସା ସଂଘର ଚେତାବନୀ; ଅପ୍ରେଲ୍ ୨୩ରେ ପାଳିବ କଳା ଦିବସ !

ନୂଆଦିଲ୍ଲୀ: ସ୍ୱାସ୍ଥ୍ୟକର୍ମୀ ଓ ଡାକ୍ତରଙ୍କ ଉପରେ ହିଂସାକୁ ବିରୋଧ କରି ଚେତାବନୀ ଦେଲା ଦ ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍ (IMA) । ହିଂସାକାରୀଙ୍କ ବିରୋଧରେ ତୁରନ୍ତ କେନ୍ଦ୍ରୀୟ ଆଇନ୍ ଲାଗୁ ନହେଲେ ଅପ୍ରେଲ ୨୩ରେ ପାଳିତ ହେବ କଳା ଦିବସ । Our legitimate needs for safe…

କରୋନା ଅପଡେଟ୍ ‌; କୋଭିଡ୍‌-୧୯ରେ ସଂକ୍ରମିତ ୫୩ ସାମ୍ବାଦିକ !

ମୁମ୍ବାଇ: ଦେଶବାସୀଙ୍କୁ କରୋନାଭାଇରସ୍ ସମ୍ଭନ୍ଧୀୟ ଟିକ୍‌ନିକ୍ ଖବର ପହଂଚାଉଥିଲେ । ହେଲେ ଏବେ ଖୋଦ ସେମାନେ କରୋନାଭାଇରସରେ ସଂକ୍ରମିତ । ଜଣେ କି ଦୁଇଜଣ ନୁହେଁ ବରଂ କୋଭିଡ୍‌-୧୯ ରେ ସଂକ୍ରମିତ ମୁମ୍ବାଇର ୫୩ ଜଣ ସାମ୍ବାଦିକ । ଏପରି ଘଟଣା ସାରା ଦେଶ ସମେତ ଗଣମାଧ୍ୟମ ଜଗତରେ ସୃଷ୍ଟି କରିଛି…

ବେଙ୍ଗ ଖାଉଛନ୍ତି ବିହାରବାସୀ; ଭିଡିଓ ଭାଇରାଲ୍ !

ବିହାର: ସୋସିଆଲ୍ ମିଡିଆରେ ଚର୍ଚ୍ଚା ସାଉଣ୍ଟିଛି ବିହାର । ଭାଇରାଲ ହୋଇଛି ବେଙ୍ଗ ପୋଡି ଖାଇବାର ଭିଡିଓ । ତେବେ ବୟସ୍କ ପୁରୁଷ କି ମହିଳା ନୁହେଁ ବରଂ ଛୋଟଛୋଟ ପିଲା ବେଙ୍ଗ ପୋଡି ଖାଉଥିବାର ଏହି ଭିଡିଓର ସତ୍ୟତା କିଛି ଭିନ୍ନ ରହିଛି । Distressing video from Jehanabad,Bihar.…

କରୋନା ଲକ୍‌-ଡାଉନ୍‌; ବାହାରେ ଚାଲିଛି ଟେନିସ୍ ଖେଳ, ଭିଡିଓ ଭାଇରାଲ୍ !

ଇଟାଲି: କରୋନାଭାଇରସ୍ ପାଇଁ ଲକ୍‌-ଡାଉନ୍‌, ହେଲେ ବାହାରେ ଲଗାତାର ଚାଲିଛି ଟେନିସ୍ ଖେଳ । ଅନ୍‌ଲାଇନରେ ଏହି ଭିଡିଓଟି ଭାଇରାଲ୍ ହୋଇଥିଲାବେଳେ ଭିୟର୍ସିପ୍ ୮ ମିଲିଅନରୁ ଅଧିକ ରହିଛି । Just incredible to see ? ? Liguria, Italy ?? | #tennisathome…