Latest Odisha News

BREAKING NEWS

କାହିଁକି ସୋନୁ ପଂଜାବନକୁ ନେଇ ଥରହର ଦିଲ୍ଲୀ ?

ନୂଆଦିଲ୍ଲୀ: ଶେଷରେ ଦିଲ୍ଲୀ ପୋଲିସ ଶାନ୍ତିରେ ନିଃଶ୍ୱାସ ମାରିବାକୁ ସୁଯୋଗ ପାଇଛି । ଗୀତା ଅରୋରା ଓରଫ ସୋନୁ ପଂଜାବନକୁ ମିଳିଲା ୨୪ ବର୍ଷର ଜେଲ ଦଣ୍ଡାଦେଶ । ତେବେ କିଏ ଏହି ସୋନୁ ପଂଜାବନ ଓ ତାକୁ ନେଇ କାହିଁକି ଥରହର ଦିଲ୍ଲୀ ? ଦିଲ୍ଲୀର ସବୁଠୁ ବଡ ସେକ୍ସ ରାକେଟ୍ ଅପରେଟର୍ ସାଜିଥିଲା…

ବ୍ଲାକ୍‌ରକ୍ ଆଣ୍ଡ୍ରଏଡ୍ ଭାଇରସ୍‌; କେତେ ସୁରକ୍ଷିତ ଆମେ ?

ଭୁବନେଶ୍ୱର: ପୁଣି ବିପଦରେ ସାଧାରଣ ଲୋକେ । ହେଲେ ଏଠି କରୋନା କଥା ଉଠିନି ବରଂ ସାମ୍ନାକୁ ଆସିଛି ନୂଆ ଆଣ୍ଡ୍ରଏଡ୍ ଭାଇରସ୍ ବ୍ଲାକରକ୍ । ଏହି ଭାଇରସ୍ ସ୍ମାର୍ଟଫୋନରେ ବ୍ୟବହାର ହେଉଥିବା ୩୭୭ଟି ଆପ୍ଲିକେସନ୍‌ରୁ ଆପଣଙ୍କ ପାସ୍‌ୱାର୍ଡ ଓ କ୍ରେଡିଟ୍ କାର୍ଡ ବିବରଣୀ ଚୋରି କରିବାରେ ସିଦ୍ଧହସ୍ତ ।…

ଭାଇରାଲ୍ ପୋଷ୍ଟମୋର୍ଟମ୍: କାହିଁକି ଝାଡଖଣ୍ଡରେ ଉଠିଥିଲା ପାକିସ୍ତାନ ଓ ବଙ୍ଗଳାଦେଶକୁ ନେଇ ଝଡ ?

ଭୁବନେଶ୍ୱର: ଆମେ ରହୁଛନ୍ତି ଭାରତରେ ହେଲେ ଶିଖିବା ପାକିସ୍ତାନୀ ଓ ବଙ୍ଗଳାଦେଶୀ ଜାତୀୟ ସଙ୍ଗୀତ ! କଥାଟା ଅଖାଡୁଆ ଲାଗୁଥିଲେ ବି କିଛି ଏପରି ଘଟଣା ଘଟିଛି ଝାଡଖଣ୍ଡରେ । ଏ ଘଟଣାଟା କେତେଦୂର ସତ । ଆସନ୍ତୁ ଜାଣିବା ଆଜିର ଭାଇରାଲ୍ ପୋଷ୍ଟମୋର୍ଟମ୍‌ରେ । ଏହି ସମସ୍ତ  ଖବର କାଗଜ ଉପରେ ଟିକେ…

ଭାଇରାଲ୍ ପୋଷ୍ଟମୋର୍ଟମ୍‌: ନିର୍ଯାତିତ ମାଙ୍କଡ ଓ କୋଭିଡ୍‌-୧୯ ଭ୍ୟାକ୍ସିନ ପରୀକ୍ଷଣ ସହ କ’ଣ ରହିଛି ସଂପର୍କ ?

ଭୁବନେଶ୍ୱର‌: ଏକ ସଫଳତମ କୋଭିଡ୍‌-୧୯ ଭ୍ୟାକ୍ସିନ୍ ପାଇଁ ଅନ୍ତର୍ଜାତୀୟ ସଂସ୍ଥା ଓ ଲାବ୍ରୋଟୋରୀଙ୍କ ମଧ୍ୟରେ ଚାଲିଛି ତୀବ୍ର ପ୍ରତିଯୋଗୀତା । ହେଲେ ଏହି ସମୟରେ ଏକ ହୃଦୟ ବିଦାରକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି । ଭାଇରାଲ୍ ହୋଇଥିବା ଏହି ଭିଡିଓରେ କିଛି ମାଙ୍କଡଙ୍କୁ ଏକ…

ଶକୁନ୍ତଳା ଦେବୀରେ ବିଦ୍ୟା ବାଲାନ୍‌ଙ୍କ ହଟ୍‌କେ ଅନ୍ଦାଜ !

ଫିଲ୍ମ ଶକୁନ୍ତଳାରେ ମ୍ୟାଥେମାଟିସିଆନ୍ ଭୂମିକାରେ ନଜର ଆସିବେ ବଲିଉଡ ଆକ୍ଟ୍ରେସ୍ ବିଦ୍ୟା ବାଲାନ୍ । ଟ୍ରେଲର ରିିଲିଜ ହେବାର ଗୋଟିଏ ଦିନ ପୂର୍ବରୁ ସେ ନିଜ ଇନ୍‌ଷ୍ଟା ଆକାଉଣ୍ଟରେ ଟିଜରଟିକୁ ଶେୟାର କରିଛନ୍ତି । View this post on Instagram…

ଭାଇରାଲ୍ ପୋଷ୍ଟମୋର୍ଟମ୍‌: କେମିତି ଭାଇରାଲ୍ ହେଲା ନାନାବତୀ ହସ୍ପିଟାଲରେ ଅମିତାଭଙ୍କ ଭିଡିଓ ?

ଭୁବନେଶ୍ୱର: କିଛି ନୂଆ ନୁହେଁ । ସୋସିଆଲ୍ ମିଡିଆରେ ସେଲିବ୍ରିଟିଙ୍କ ଭିଡିଓ ଭାଇରାଲ୍ ହେବା କିଛି ନୂଆ କଥା ନୁହେଁ । ଏହି ତାଲିକାରେ ସାମିଲ ହୋଇଛି ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ଏକ ଭିଡିଓ । କରୋନା ରିପୋର୍ଟ ପଜିଟିଭ ବାହାରିବା ସହ ଅମିତାଭ ହସ୍ପିଟାଲରେ ଆଡମିଟ୍ ହେବା ପରେ ଏକ…

ବଜାରକୁ ଆସିବ ସ୍ମାର୍ଟ ଫେସ୍ ମାସ୍କ; କରିହେବ ଫୋନ୍ କଲ୍‌ !

ଜାପାନ: କରୋନାଭାଇରସ୍‌କୁ ନେଇ ଅସ୍ତବ୍ୟସ୍ତ ଜନଜୀବନ । ଏପରି ସ୍ଥିତିରେ ଖୁବ ଶୀଘ୍ର ବଜାରକୁ ଆସିବ ସ୍ମାର୍ଟ ଫେସ୍ ମାସ୍କ । ଯେଉଁଥିରେ ଫୋନ୍ କଲ୍ ଭଳି ସୁବିଧା ଉପଲବ୍ଧ ହେବ । ତାଜା ସ୍ଥିତିରେ ରାଜ୍ୟ, ଦେଶ ତଥା ବିଦେଶରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇଛି । ସାଧାରଣତଃ ଲୋକେ ମାସ୍କ…

ଭାଇରାଲ୍ ପୋଷ୍ଟମୋର୍ଟମ୍‌: ସହିଦ ହେଲେ ୭୫ ଭାରତୀୟ ଯବାନ, ସତ ନା ଗୁଜବ ?

ଭୁବନେଶ୍ୱର: ତେଜିବାରେ ଲାଗିଛି ଭାରତ ଓ ଚାଇନା ମଧ୍ୟରେ ବିବାଦ । ପୂର୍ବ ଲଦାଖରେ LAC ବା ଲାଇନ୍ ଅଫ୍ ଆକ୍‌ଚୁଆଲ୍ କଣ୍ଟ୍ରୋଲ୍‌କୁ ନେଇ ମୁହାଁମୁହିଁ ଦୁଇ ଦେଶ । ଏପରି ସ୍ଥିତିରେ ଚାଇନା ସେନା ୭୫ ଭାରତୀୟ ଯବାନଙ୍କୁ ନିହତ କରିଥିବା ଖବର ସାମ୍ନାକୁ ଆସିଛି । ତ୍ରୀରଙ୍ଗାରେ ଆବୃତ କିଛି…

ଲକ୍‌ଡାଉନ ରେସିପି: ନାଗପୁର, ମହାରାଷ୍ଟ୍ରରୁ ସବିତା ଭଂଜାନୀ ଥରାଟ୍ଟେଙ୍କ ଭିଣ୍ଡି କଚୋଡି

ଭୁବନେଶ୍ୱର :  www.odishabytes.com ଓ www.odishasambad.in ପକ୍ଷରୁ ଏପ୍ରିଲ ମାସ ଶେଷ ସପ୍ତାହରୁ ଆରମ୍ଭ ହୋଇଥିଲା ଲକ୍‌ଡାଉନ ରେସିପି ପ୍ରତିଯୋଗିତା । ଏଥିରେ ବହୁ ସଂଖ୍ୟାରେ ଭାଗ ନେଇ ପ୍ରତିଯୋଗୀ ଆମକୁ ତାଙ୍କର ଇନୋଭେଟିଭ୍ ରେସିପି ପ୍ରସ୍ତୁତ କରି ଭିଡିଓ ପଠାଇଥିଲେ । ଏହାକୁ ଆମେ…

ଭାଇରାଲ୍ ପୋଷ୍ଟମୋର୍ଟମ୍‌: କରୋନାଠୁ ଅଧିକ ମାରାତ୍ମକ ଟମାଟୋ ଭାଇରସ୍ !

ଭୁବନେଶ୍ୱର: କରୋନା ଭାଇରସ୍‌ଠୁ ଅଧିକ ମାରାତ୍ମକ ଟମାଟୋ ଓରଫ ତ୍ରୀରଙ୍ଗା ଭାଇରସ୍ । ତେବେ ଏ କଥା ଆମେ ନୁହେଁ ବରଂ ହିନ୍ଦୀ ନ୍ୟୁଜ୍ ଚ୍ୟାନେଲ୍ ଟିଭି9 ଭାରତବର୍ଷ ଦାବି କରିଛି । ଦାବି ଅନୁଯାୟୀ ମହାରାଷ୍ଟ୍ରରେ ସାମ୍ନାକୁ ଆସିଛି କରୋନାଭାଇରସ୍‌ର ନୂଆ ଭର୍ସନ୍ । ଆଉ ତା ପୁଣି ଟମାଟୋ ବା ବିଲାତି…