ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା ( ୧୫ )
ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୧୫
ଆଜିକୁ ଛାଡି ଗତକାଲିକୁ ମନ ଯାଉଥିଲା ବାରମ୍ବାର । ବର୍ତ୍ତମାନ ସର୍ବସ୍ଵ ହେଲାପରେ ପୁଣି ପଛକୁ ଫେରିଯାଉଥିଲା ଥରକୁଥର। ଭବିଷ୍ୟତର ମୀନାର ଉପରେ ପାଦ ଥୋଇବାକୁ ଗଲାବେଳକୁ ଅତୀତ, ତଳକୁ ଟାଣି ଧରୁଥିଲା। ମିଠାମିଠା …