Latest Odisha News

ଲକ୍ ଡାଉନ୍ ଅନୁଚିନ୍ତା: ଆସ ଜୀବନର ସୌନ୍ଦର୍ଯ୍ୟକୁ ଉପଭୋଗ କରିବା…

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ସମୟର ସ୍ୱର ଜଙ୍ଗଲ ଭିତରେ ପ୍ରତିଯୋଗିତା ଚାଲୁଥିବା ବେଳେ ଆମେ ଜଙ୍ଗଲର ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ଭୂଲିଯାଉ । ଆମର ଲକ୍ଷ କେବଳ ଗୋଟିଏ ନିର୍ଦ୍ଦିଷ୍ଟ ବିନ୍ଦୁରେ କେନ୍ଦ୍ରିତ ଥାଏ । କେମିତି ପ୍ରତିଯୋଗିତାରେ ବିଜୟୀ ହେବା । କିନ୍ତୁ ତା ବାହାରେ…

ଶିକ୍ଷା ବେଳକୁ ସରକାର କଞ୍ଜୁସ୍ କାହିଁକି ?

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ସମୟର ସ୍ୱର... ବେଞ୍ଜାମିନ୍ ଫ୍ରାଙ୍କ୍‌ଲିନ୍ କହିଥିଲେ ଯଦି ତୁମେ କୌଣସି ନିବେଶରୁ ସର୍ବାଧିକ ଲାଭ ପାଇବାକୁ ଚାହୁଁଛ, ତାହା ହେଉଛି ଶିକ୍ଷା । ଶିକ୍ଷା କେବଳ ବର୍ତମାନ ତିଆରି କରିନଥାଏ, ଆମ ଭବିଷ୍ୟତକୁ ବି ସମୃଦ୍ଧଶାଳୀ କରିଥାଏ । କିନ୍ତୁ ଆମ…

ବିକାଶ ଶିଡ଼ିରେ ଚାଷୀ…

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’... ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍ ନେହେରୁ ୧୯୫୫ ମସିହା ଅଗଷ୍ଟ ପନ୍ଦର ତାରିଖ ସ୍ୱାଧୀନତା ଦିବସ ଅବସରରେ ଲାଲ୍‌କିଲ୍ଲା ଉପରୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇ କହିଥିଲେ, ଖାଦ୍ୟ ଦ୍ରବ୍ୟ ଆମଦାନୀ କରିବା ପ୍ରତ୍ୟେକ…

ବାହ୍ୟ ମଳମୁକ୍ତ ଗ୍ରାମ: ଉଚ୍ଚ ସ୍ୱରରେ କୁହାଯାଉଥିବା ଏକ ଅର୍ଦ୍ଧସତ୍ୟ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’... ରାସ୍ତାରେ ଯାଉଥିବା ସମୟରେ ଦୁଇପଟେ ପଡ଼ୁଥିବା ଗାଁ’ ଗୁଡ଼ିକର ଆରମ୍ଭ ମୁଣ୍ଡରେ ‘ବାହ୍ୟ ମଳମୁକ୍ତ ଗ୍ରାମ’ ଲେଖାଥିବା ଗୋଟିଏ ସିମେଂଟ ଫଳକ ସମସ୍ତଙ୍କ ନଜରରେ ପଡ଼ୁଥିବ ନିଶ୍ଚୟ । ପ୍ରାୟ ଚାରି ଫୁଟ୍ ଉଚ୍ଚର ଏହି ସିମେଂଟ ଫଳକ ଅଧିକାଂଶ…

ରକ୍ତହୀନତାର ଶିକାର ଭାରତ…

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ସମୟର ସ୍ୱର... ଆମ ଦେଶରେ ମହିଳାଙ୍କ କ୍ଷେତ୍ରରେ ରକ୍ତହୀନତା ସଂପ୍ରତି ଏକ ନୀରବ ଘାତକ ଭାବେ ଉଭା ହୋଇଛି । ରକ୍ତହୀନତା ଆମ ଦେଶର ମହିଳା ମାନଙ୍କର ସ୍ୱାସ୍ଥ୍ୟ କ୍ଷେତ୍ରରେ ସବୁଠୁ ବଡ଼ ସମସ୍ୟା । ଗର୍ଭବତୀ ମହିଳା ମାନଙ୍କ କ୍ଷେତ୍ରରେ ରକ୍ତହୀନତାର ବିପଦ…

ସାଧାରଣତନ୍ତ୍ର: ତଥାପି ବି ଯିବାକୁ ଅଛି ଅନେକ ଦୂର…

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ସମୟର ସ୍ୱର ଆମ ଦେଶ ଭାରତ ବିଶ୍ୱର ସର୍ବବୃହତ ସାଧାରଣତନ୍ତ୍ର । ଏହା ଆମ ପାଇଁ ଯେତିକି ଗୌରବର ବିଷୟ, ସେତିକି ଆହ୍ୱାନର ବିଷୟ ବି । ସାଧାରଣତନ୍ତ୍ର ତଥା ଗଣତନ୍ତ୍ର ପାଇଁ ସବୁଠୁ ବଡ଼ ବିପଦ ହେଉଛି, ଏହା ହରଣ ହୋଇଯିବାର ଭୟ ଅଛି ଓ ଏହାର ଆଢ଼ୁଆଳରେ…

କନ୍ଦାଉଛି ପିଆଜ…

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ୱର: ‘ସମୟର ସ୍ୱର’... ପ୍ରାୟତଃ କିଲୋ ପ୍ରତି ୧୨ରୁ ୧୫ ଟଙ୍କା ରହୁଥିବା ପିଆଜ, ଦୀର୍ଘ ଦୁଇ ମାସ ହେବ ଶହେରୁ ଦେଢ଼ ଶହ ଟଙ୍କା ମଧ୍ୟରେ ଉପର ତଳ ହେଉଛି । ହେଲେ ସେଥିରୁ କମିବାର ନା ଧରୁନି । ବିଚରା ଖାଉଟି ମାନେ ପିଆଜ ଲୁହରେ ହନ୍ତସନ୍ତ ହେଲେଣି । ଆମ ଦେଶରେ…

ନୂଆବର୍ଷର ସଂକଳ୍ପ: ଆଗକୁ ବଢୁ ସାମୂହିକତା…

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ସମୟର ସ୍ୱର... ନୂଆ ବର୍ଷ କେବଳ ଦୀର୍ଘ ସମୟକୁ ଭାଗ ଭାଗ କରିବାର ଏକ ବତୀ ଖୁଂଟ ନା ତା ଠାରୁ ବି ଅଧିକ କିଛି! ନୂଆ ବର୍ଷ କ’ଣ କେବଳ ପୁରୁଣା କ୍ୟାଲେଣ୍ଡର ଜାଗାରେ ନୂଆ କ୍ୟାଲେଣ୍ଡର! ନୂଆ ବର୍ଷରେ କ’ଣ ସତରେ କିଛି ନୂଆ ଥାଏ, ନାଁ କେବଳ ମାତ୍ର ଖାତା…

ଜଙ୍ଗଲ: ସରକାର ବନାମ ଆଦିବାସୀ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ସମୟର ସ୍ୱର... ଦିଲ୍ଲୀ ବା ଭୁବନେଶ୍ୱେରରୁ ଲୋକମାନଙ୍କ ପାଇଁ ତିଆରି କରାଯାଉଥିବା ବିକାଶ ଯୋଜନା ଓ ଲୋକମାନେ ନିଜ ପାଇଁ ଭାବୁଥିବା ବିକାଶର ପରିକଳ୍ପନା ଭିତରେ ଆକାଶ ପାତାଳ ତଫାତ୍ ଅଛି ବୋଲି ପୁଣି ଥରେ ପ୍ରମାଣିତ ହୋଇଛି ରାୟଗଡ଼ା ଜିଲ୍ଲାର ମୁନିଗୁଡ଼ା…

ପୁରୁଷପ୍ରଧାନ ମାନସିକତାର ପରିଣାମ; ଧର୍ଷଣ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’... ଧର୍ଷଣ ପରି ଘଟଣାକୁ ସମୂଳେ ଲୋପ କରିବାକୁ ହେଲେ ଧର୍ଷଣକୁ ଜନ୍ମ ଦେଉଥିବା ଆମ ସମାଜରେ ବଳବତର ‘ପୁରୁଷପ୍ରଧାନ ମାନସିକତା’କୁ ଏନ୍କାଉଂଟର କରିବାକୁ ପଡ଼ିବ । ଦିନ ପ୍ରତିଦିନ ଆମ ସମାଜରେ ବଢ଼ୁଥିବା ଧର୍ଷଣ ପରି ଘଟଣାର ମୂଖ୍ୟ କାରଣ ହେଉଛି…