ଏହି ସବୁ କାରଣ ରୋହିତଙ୍କ ପାଇଁ ହେଲା କାଳ
ଭାରତୀୟ କ୍ରିକେଟର ଏକ ମହାନ ଅଧିନାୟକ ରୋହିତ ଶର୍ମାଙ୍କ କ୍ୟାରିୟର ଉପରେ ଧୀରେ ଧୀରେ ପୂର୍ଣ୍ଣଚ୍ଛେଦ ପଡିବାରେ ଲାଗିଛି । ୨୦୨୭ ଦିନିକିଆ ବିଶ୍ୱକପରେ ଟିମ ଇଣ୍ଡିଆର ନେତୃତ୍ୱ ନେଇ ଜିତାଇବା ରୋହିତଙ୍କ ସ୍ୱପ୍ନ ଥିଲା । ତେବେ ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ତାଙ୍କୁ ଅଧିନାୟକ ପଦରୁ ହଟାଯାଇ…