ଟି୨୦ ବିଶ୍ୱକପ: ପାୱାର ପ୍ଲେରେ ବୋଲିଂ, ଫିନିଶରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଟି୨୦ ବିଶ୍ୱକପ କ୍ରିକେଟ ପାଇଁ ଭାରତ ତାର ଦଳ ଘୋଷଣା କରିଛି । ୨୦୦୭ ପ୍ରଥମ ସଂସ୍କରଣରେ ଭାରତ ଟି୨୦ ବିଶ୍ୱକପ ଜିତିଥିଲା । ଏହା ପରଠାରୁ ଟିମ ଇଣ୍ଡିଆ ଆଉ ଟାଇଟଲ ହାସଲ କରିପାରି ନାହିଁ । ଦିନିକିଆ ବିଶ୍ୱକପ ଫାଇନାଲରେ ଭାରତ ହାରିବା ପରେ ପ୍ରଶଂସକମାନେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଏଥର…