ମାଟି ଲିପା ମଣିଷର କଥା
(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’)
ରାତି ପାହିଲେ ଦୂର ଦିଗବଳୟରୁ ସିନ୍ଦୂରା ଫାଟି ପହିଲି କିରଣ ଗାଁ ଠୁ ସହରକୁ ପ୍ରଥମ ସ୍ପର୍ଶ ଦିଏ । ସକାଳର ପହିଲି କିରଣରେ ହସେ ଗାଁ ବିଲର ପରିପାଟୀ । ସବୁଜ ଜମିରେ ସବୁର୍ଣ୍ଣର ଛିଟା ପରିବେଶକୁ କରେ ମନଲୋଭା ।…