Latest Odisha News

BREAKING NEWS

ଅଖିମୁଠିରୁ ଆରମ୍ଭ ସଭ୍ୟତାର ସୂଚୀପତ୍ର

କୃଷି – ସେ ମାନବ ସମାଜର ସଂଚାଳକ ଶକ୍ତି । ଜୀଇଁବାର ପ୍ରତ୍ୟେକଟି ମୁହୂର୍ତ୍ତକୁ ଅନୁଭବ କରିବାର ମାଧ୍ୟମ ଏଇ କୃଷି । ସଭ୍ୟତାର ସୂଚୀପତ୍ର ଆଉ ଚିନ୍ତା ଓ ଚେତନାର ଉନ୍ମେଷକ । ଦିନରେ ଦି ଓଳିଖାଇବାର ସ୍ୱପ୍ନକୁ ଚରିତାର୍ଥ କରେ କୃଷି । ଆଉ ଏସବୁକୁ ନିଜ ହାତରେ ବାସ୍ତବତାର ରୂପ ଦିଏ ସେ ମାଟିର…

ସମୟର ସାରାଂଶରେ କୃଷି

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ଓଡିଶା କୃଷିପ୍ରଧାନ ରାଜ୍ୟ ଭାବେ ବେଶ ଜଣାଶୁଣା । ଧାନ ଫସଲରେ ଏକ ସ୍ୱତନ୍ତ୍ର ସ୍ଥାନ ସାରା ଦେଶରେ ଅକ୍ତିଆର କରିଛି ଓଡିଶା । ମୌସୁମୀ ବର୍ଷା ଉପରେ ଚାତକ ପରି ଅନେଇ ବସେ ଚାଷୀ । ବର୍ଷା ଆସିଲେ ଚାଷଜମି କର୍ଷଣ ହେବ…

ଜନଜାଗରଣର ବିଜୟ ଧ୍ୱଜା – ଗଣମାଧ୍ୟମ

ଆକାଶ ଅସୀମ, ସଂଗ୍ରାମ ସୀମାହୀନ, ପରିବ୍ୟାପ୍ତ ଏ ସଂଗ୍ରାମର କ୍ଷେତ୍ର । ଶେଷ ହୁଏନି ସଂଗ୍ରାମର ଯାତ୍ରା । ସେହି ସଂଗ୍ରାମର ସାଥି ହୋଇ ସିଏ ଅନୁଭବକୁ ବାସ୍ତବରେ ରୂପାନ୍ତରିତ କରେ, ସ୍ପର୍ଶର ସ୍ପର୍ଶକାର ଆଉ ଅନୁଭବର ଅନୁଭବୀଟିଏ, ଯିଏ ଅସ୍ତ୍ର ସାଜି ସମାଜକୁ ରକ୍ଷାକରେ, ପଲ୍ଲୀରୁ…

ବିନା ମାଟିରେ ଚାଷ

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ଜନସଂସ୍କୃତି ଆଉ କୃଷି ପରସ୍ପରର ପରିପୂରକ । କୃଷି ଆଉ କୃଷକର ସାଥ ବିନା ଖାଦ୍ୟ ସାରା ଦୁନିଆ ପାଇଁ ଏକ ସ୍ୱପ୍ନ ପ୍ରାୟ । ମଣିଷ ଯଦି କାଲି ବଂଚିବା ପାଇଁ କିଛି ନୂଆ ସମ୍ଭାବନା ଦେଖେ ତାହେଲେ କୃଷି ବିନା ଏସବୁ…

ଘରେ କରନ୍ତୁ ପୁଦିନା ଚାଷ !

ସାମାଜିକ ଜୀବନର ବ୍ୟସ୍ତତା ଭିତରେ ଏବେ ଟିକିଏ ଖାଲି ସମୟ ପାଇବା ସତରେ କଷ୍ଟ । ବ୍ୟସ୍ତ ବହୁଳ ଜୀବନ ଭିତରେ ନିଜକୁ ଦୁର୍ବିସହ ଲାଗିବା ସ୍ୱାଭାବିକ । ସମୟ ଆସି ଏପରି ସ୍ଥଳରେ ଉପନୀତ ଆଜି କୌଣସି ବ୍ୟକ୍ତି ବି ଚାଷ ଜମିକୁ ଯାଇ ଫସଲ ଲଗାଇବାକୁ ମନ ବଳେଇବାର ପ୍ରଶ୍ନ ଉଠୁନି । କାଦୁଅ ବିଲରେ ଗୋଡ଼…

ଏକ ଦେଶ, ଏକ ବଜାର

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ସବୁ ସମୟରେ ଚାଷୀଙ୍କ ପାଇଁ ଅନେକ ବ୍ୟବସ୍ଥା । ଚାଷୀ କୁଳର ଉନ୍ନତି ପାଇଁ ସବୁବେଳେ ନୂଆ ପରିପାଟୀର ସମାହାର । ବଜେଟ ହେଉ କି ସ୍ୱତନ୍ତ୍ର ପ୍ୟାକେଜ, ଚାଷୀ ହିଁ ଫୋକସ୍‌ରେ । ବର୍ତ୍ତମାନର କରୋନା ମହାମାରୀ…

ଚାଷ ଜମିରେ ସୋରିଷ ଛିଟା

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ଧାନ ଚାଷ ପରେ ପରେ ରବି ଫସଲ ନିଶାରେ ମାତେ ଚାଷୀ, ପ୍ରାୟତଃ ଚାଷ ଜମିରେ ମୁଖ୍ୟ ରବି ଫସଲ ଭାବେ ସୋରିଷ ଚାଷ କରାଯାଏ । ରାସ୍ତା କଡେକଡେ ହଳଦିଆ ପରିବେଶ ଆଉ ଏକ ନିଆରା ବାତାବରଣ । ହଳଦିଆ ଫୁଲ ସହ ସୋରିଷ କ୍ଷେତର…

ଶ୍ୟାମଳ କ୍ଷେତରେ ସୁବର୍ଣ୍ଣର ହସ

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ଫାଲଗୁନର ଫଲ୍‌ଗୁରେ କ୍ଷେତକୁ କର୍ଷଣରେ କର୍ଷିତ କରେ କୃଷକ । ହଳକର୍ଷିତ ଭୂମିରେ ଦେଖାଦିଏ ବର୍ଷିତ ଜଳର ସମାହାର । ମାଟିରେ ଆସେ ବାସ୍ନା । କୃଷକର ମନରେ ଆନନ୍ଦର ଉନ୍ମେଷ । ବିପିତ ବିହନ ସବୁ ଗଜା ମେଲେ, ଆଉ କୃଷକ…

ଛାତ ଉପରେ ବଗିଚା (୨)

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ଉପଯୁକ୍ତ ଫସଲ ଚୟନ- ଯଦିଓ ରୁଫଟପ୍ ଗାର୍ଡ଼େନିଙ୍ଗ ବିଭିନ୍ନ ଦିଗ ଉପରେ ଗୁରୁତ୍ୱ ଦେଇଥାଏ ପରନ୍ତୁ ଫସଲ ଚୟନ ଏକ ପ୍ରମୁଖ ତଥା ଦରକାରୀ ସୋପାନ । ତେବେ କେଉଁ ସମୟରେ କେଉଁ ଫସଲ ଚାଷ କଲେ ଆମର ଉତ୍ପାଦନର ହାର ବୃଦ୍ଧି…

ଛାତ ଉପରେ ବଗିଚା(୧)

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ସମୟର ସାରାଂଶରେ ଜନସଂଖ୍ୟା ଏବେ ହୁ ହୁ ହୋଇ ବଢ଼ୁଛି । ଚାଷଜମି ସବୁ ପଡ଼ିଆ ହୋଇ ପଡ଼ିରହୁଛି । ଆଉ ବାକିତକ କାରଖାନାର କଳେବରରେ ଚାପିହୋଇଗଲେଣି । ଯେଉଁ ଚାଷଜମି ସଭ୍ୟତାର ଆଦ୍ୟ ଓଁକାର ଥିଲା ଆଜି ତାହା ନିସ୍ୱ…