ଯୋଗ୍ୟ ଓ ଅଯୋଗ୍ୟ ଭିତରେ ଯୋଜନା ବାଟବଣା
(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’)
ଚାଷ କାମ ଯାହାର, କି ଆନନ୍ଦ ତାହାର- ପୁରାତନ ଯୁଗର ଏହି ଉକ୍ତିଟି ଦିନେ ସଭିଙ୍କୁ ଆତ୍ମୀୟତାର ଡ଼ୋରିରେ ବାନ୍ଧି ରଖିଥିଲା । ଗ୍ରାମ ଜୀବନର ପ୍ରଧାନ ଏନ୍ତୁଡ଼ିଶାଳ ଏଇ ଚାଷ ଜମି । ଯିଏ ଖାଲି ପେଟକୁ ଦାନା ନି ମୁଠାଏ…