Latest Odisha News

BREAKING NEWS

ଅରୁନ୍ଧତୀ

ଅରୁନ୍ଧତୀ ଦେବବ୍ରତ ମଦନରାୟ ଏଭଳି ଦୃଶ୍ୟଟେ ମୋ’ ପାଇଁ ଅପେକ୍ଷା କରିଥିବ, ତାହା ଆଶା କରି ନଥିଲି । ଚିନ୍ତିତ ଓ ବ୍ୟଥିତ ହୋଇ ବସିଚି ସୋଫାରେ ଅରୁନ୍ଧତୀ । ତା’ ଜୀବନରେ ଯାହା ଘଟିଚି, ତାହା ସେତେ ଗୁରୁତ୍ୱପୂର୍ଣ୍ଣ ହୋଇ ନପାରେ ମୋ’ ପାଇଁ । ମୁଁ ଜଣେ ଗାଳ୍ପିକ। ଅନେକ ଚରିତ୍ରକୁ ନେଇ ଲେଖିଚି…