Latest Odisha News

BREAKING NEWS

ବିଭକ୍ତି

 ଦେବାଶିଷ ମହାପାତ୍ରଙ୍କ ବ୍ୟାକରଣ ବିଭାଗ ଯାହାଦ୍ୱାରା ସଂଖ୍ୟା ଓ କାରକର ପରିଚୟ ହୁଏ ତାହା ବିଭକ୍ତି । ବିଭକ୍ତି ପାଇଁ ଗୋଟିଏ ପଦ ବା କାରକ ଅନ୍ୟପଦଠାରୁ ଅଲଗା ବୋଲି ଜାଣିହୁଏ । ଗୋଟିଏ ପଦରୁ ଅନ୍ୟପଦକୁ ବିଭକ୍ତ କରୁଥିବାରୁ ଏହା ବିଭକ୍ତି ଭାବେ ପରିଚିତ ।ର୍କାକାରକରେ ପ୍ରଥମା,…

କାରକ

 ଦେବାଶିଷ ମହାପାତ୍ରଙ୍କ ବ୍ୟାକରଣ ବିଭାଗ କ୍ରିୟା ସହିତ ଯାହାର ଅନ୍ୱୟ ହୁଏ, ତାହା କାରକ । କାରକଗୁଡ଼ିକ ବାକ୍ୟ ମଧ୍ୟରେ ଶବ୍ଦର ସ୍ଥାନ ଓ ସମ୍ବନ୍ଧ ସୂଚାଇଥାଏ । କାରକ ଶବ୍ଦର ମୂଳ ଧାତୁ ‘କୃ’ । ଏହାର ଅର୍ଥ କରିବା । କାରକର ଆକ୍ଷରିକ ଅର୍ଥ, ଯେ କରେ । ଯେମିତିକି କ୍ଷତିକାରକ, ହିତକାରକ,…

ପୁରୁଷ

ଦେବାଶିଷ ମହାପାତ୍ରଙ୍କ ବ୍ୟାକରଣ ବିଭାଗ କଥାବାର୍ତ୍ତାବେଳେ ଆମେ ଦେଖୁ, ଜଣେ କହୁଛି, ଜଣକୁ କହୁଛି ଏବଂ ଜଣକ ବିଷୟରେ କହୁଛି, ଯିଏ କହେ ସେ ନିଜକୁ ମୁଁ, ଆମେ, ଆମେମାନେ ଶବ୍ଦ ମାଧ୍ୟମରେ ପ୍ରକାଶ କରେ । ଏସବୁ ଶବ୍ଦକୁ ବ୍ୟାକରଣରେ ପ୍ରଥମ ପୁରୁଷ କୁହାଯାଏ । ସେମିତି ଯାହାକୁ କୁହାଯାଏ ତା’…

ବଚନ (୨)

ଦେବାଶିଷ ମହାପାତ୍ରଙ୍କ ବ୍ୟାକରଣ ବିଭାଗ ପ୍ରଥମ ପୁରୁଷ ଏକବଚନ- ମୁଁ, ମୋତେ, ମୋ’ ଦ୍ୱାରା, ମୋ’ଠାରୁ, ମୋ’ର, ମୋ’ଠାରେ । ପ୍ରଥମ ପୁରୁଷ ବହୁବଚନ- ଆମେ, ଆମେମାନେ, ଆମକୁ, ଆମମାନଙ୍କୁ, ଆମ ଦ୍ୱାରା, ଆମମାନଙ୍କଦ୍ୱାରା, ଆମଠାରୁ, ଆମମାନଙ୍କଠାରୁ, ଆମମାନଙ୍କର, ଆମଠାରେ,…

ବଚନ

ଦେବାଶିଷ ମହାପାତ୍ରଙ୍କ ବ୍ୟାକରଣ ବିଭାଗ ଯାହା ଦ୍ୱାରା ବ୍ୟକ୍ତି ବା ବସ୍ତୁର ସଂଖ୍ୟା ଜଣାଯାଏ, ତାହାକୁ ବଚନ କୁହାଯାଏ । ବିଶେଷ୍ୟ ଓ ସର୍ବନାମ ପଦର ବଚନ ଥାଏ । ଏହା ଦୁଇ ପ୍ରକାରର - ଏକବଚନ ଓ ବହୁବଚନ । ଯେଉଁ ବିଶେଷ ବା ସର୍ବନାମ ପଦରୁ ବ୍ୟକ୍ତି ବା ବସ୍ତୁର ସଂଖ୍ୟା ଗୋଟିଏ ବା ଏକ ବୋଲି…

ବିଶେଷଣ (୨)

ଦେବାଶିଷ ମହାପାତ୍ରଙ୍କ ବ୍ୟାକରଣ ବିଭାଗ କ୍ରିୟା ବିଶେଷଣ: ଚଞ୍ଚଳ, ସଅଳ, ମନ୍ଦମନ୍ଦ, ମିଞ୍ଜିମିଞ୍ଜି, ହୁତୁହୁତୁ, ଘୁଘୁ, ଶୋଇଲା, ଚାଲିଲା । ଶୋଇଲା ପୁଅର ଭାଗନାହିଁ । ବିଶେଷ୍ୟ ବିଶେଷଣ ଅକ୍ଷର ଆକ୍ଷରିକ ଜନ୍ମ ଜନ୍ମିତ ଅଙ୍ଗ ଆଙ୍ଗିକ ଝଙ୍କାର ଝଙ୍କାରିତ ଅର୍ଥ ଆର୍ଥିକ ତେଲ…

ବିଶେଷଣ

ଦେବାଶିଷ ମହାପାତ୍ରଙ୍କ ବ୍ୟାକରଣ ବିଭାଗ ବିଶେଷ୍ୟ ପଦକୁ ଯିଏ ବିଶେଷିତ ବା ଗୁଣାନ୍ୱିତ କରେ, ତାହାକୁ ବିଶେଷଣ କୁହାଯାଏ । ବିଶେଷ୍ୟର ଗୁଣ, ଅବସ୍ଥା, ସଂଖ୍ୟା, ପରିମାଣ ଆଦି ବିଶେଷ୍ୟ ପଦର ନିର୍ଦ୍ଦେଶକ ପଦ ଅର୍ଥରେ ବିଶେଷଣ ପଦର ବ୍ୟବହାର ହୋଇଥାଏ । ‘ପୂର୍ଣ୍ଣଚନ୍ଦ୍ର ଭାଷାକୋଷ’ ରେ…

ସର୍ବନାମ

ଦେବାଶିଷ ମହାପାତ୍ରଙ୍କ ବ୍ୟାକରଣ ବିଭାଗ ବିଶେଷ୍ୟର ଅର୍ଥ ନାମ । ଏହି ନାମ ବା ବିଶେଷ୍ୟ ବଦଳରେ ଯେଉଁ ପଦ ବ୍ୟବହାର କରାଯାଏ ତାହା ସର୍ବନାମ । ‘ସର୍ବନାମ’ ସବୁରି ନାମ ଅର୍ଥରେ ବ୍ୟବହାର ହୁଏ । ବାକ୍ୟକୁ ସରଳ ଓ ସାବଲୀଳ କରିବା ପାଇଁ ସର୍ବନାମର ବ୍ୟବହାର କରାଯାଏ । ଆମେ କହିପାରିବା ଯେ,…

ଜାତିବାଚକ ବିଶେଷ୍ୟ

ଦେବାଶିଷ ମହାପାତ୍ରଙ୍କ ବ୍ୟାକରଣ ବିଭାଗ ଯେଉଁପଦ କୌଣସି ନିର୍ଦ୍ଦିଷ୍ଟ ନାମ ବା ସଂଜ୍ଞା ପ୍ରକାଶ ନ କରି ଗୋଟିଏ ଗୋଷ୍ଠୀ, ଦଳ, ଶ୍ରେଣୀ, ଜାତି ବା ବିଭାଗକୁ ବୁଝାଇଥାଏ ତାହା ଜାତିବାଚକ ବିଶେଷ୍ୟ । ଆମେ ମଣିଷ କହିଲେ ମଣିଷ ଜାତିକୁ ଯେମିତି ବୁଝୁ ସେମିତି ଦେଶ, ପାହାଡ଼, ପଶୁ, ପକ୍ଷୀ, ଫୁଲ,…

ବିଶେଷ୍ୟ

ଦେବାଶିଷ ମହାପାତ୍ରଙ୍କ ବ୍ୟାକରଣ ବିଭାଗ ବିଶେଷ୍ୟର ଅର୍ଥ ନାମ । ଏହା ନାମବାଚକ ଶବ୍ଦ । ବ୍ୟକ୍ତି-ବସ୍ତୁ ଆଦିର ସଂଜ୍ଞା ନିର୍ଦ୍ଦେଶକ ପଦ ଅର୍ଥରେ ବିଶେଷ୍ୟକୁ ବ୍ୟବହାର କରାଯାଏ । ‘ପୂର୍ଣ୍ଣଚନ୍ଦ୍ର ଭାଷାକୋଷ’ ରେ କୁହାଯାଇଛି- “ଯେଉଁ ପଦ ଦ୍ୱାରା କୌଣସି ବ୍ୟକ୍ତି ବା ବସ୍ତୁର ବା ସ୍ଥାନର…