Latest Odisha News

BREAKING NEWS

ଆଜି ରାଧାଷ୍ଟମୀ: ରାଧା ହିଁ କୃଷ୍ଣ ହିଁ ରାଧା; କିପରି ଜନ୍ମ ହୋଇଥିଲେ ଶ୍ରୀରାଧା…

।।ବନ୍ଦେ ରାଧାପଦାମ୍ଭୋଜଂ ବ୍ରହ୍ମାଦିସୁରବନ୍ଦିତମ୍, ୟତ୍କୀର୍ତିକୀର୍ତନେନୈବ ପୁନାତି ଭୁବନତ୍ରୟମ୍। ନମୋ ଗୋକୁଲବାସିନ୍ୟୈ ରାଧିକାୟୈ ନମୋ ନମଃ, ଶତଶୃଙ୍ଗନିବାସିନ୍ୟୈ ଚନ୍ଦ୍ରାବତ୍ୟୈ ନମୋ ନମଃ॥ ଆଜି ଶ୍ରୀରାଧାଙ୍କ ଜନ୍ମ, ରାଧାଷ୍ଟମୀ। ପୁରୁଷୋତ୍ତମ ଶ୍ରୀକୃଷ୍ଣଙ୍କର ଦକ୍ଷିଣ ଅଂଶରୁ…

ଆଜି ଷଠି ଓଷା: ଭିନ୍ନ ଏକ ଓଡ଼ିଆ ପରମ୍ପରା

ଭୁବନେଶ୍ୱର: ଆଜି ଷଷ୍ଠୀ ଓଷା ବା ଷଠି ଓଷା। ଷଷ୍ଠୀ ଓଷା ଓଡ଼ିଶାରେ ପାଳିତ ଏକ ପାରମ୍ପାରିକ ଓଷା। ଷଷ୍ଠୀ ଓଷାକୁ ଯାଜପୁର ଅଞ୍ଚଳରେ ନେଙ୍କୁଡ଼ିଆ ଷଠି ବୋଲି କୁହନ୍ତି। ଭାଦ୍ରବ ଶୁକ୍ଳ ଷଷ୍ଠୀ ଦିନ (ଗଣେଶ ପୂଜାର ଦୁଇ ଦିନ ପରେ) ଷଠି ଓଷା ପାଳନ ହୁଏ। ଷଠି ଠାକୁରାଣୀଙ୍କୁ ଓଡ଼ିଶାରେ ଜନ୍ମଦେବୀ…

ଜାଣନ୍ତି କି ଗଣେଶ ବିବାହିତ ନା ଅବିବାହିତ ?

ଭୁବନେଶ୍ୱର: ଶ୍ରୀଗଣେଶଙ୍କ ପତ୍ନୀ ଏବଂ ଗଣେଶଙ୍କ ବୈବାହିକ ବିଷୟ ନେଇ ବିଭିନ୍ନ ପୌରାଣିକ ଗ୍ରନ୍ଥ ମାନଙ୍କରେ ଭିନ୍ନ ଭିନ୍ନ ମତ ରହିଛି। ଏକ ପୌରାଣିକ ମତରେ ଗଣେଶ ଅବିବାହିତ ବା ବ୍ରହ୍ମଚାରୀ ଥିବା ଲେଖାଅଛି। ଗଣେଶଙ୍କର ଦୁଇ ପାଖରେ ସିଦ୍ଧି ଏବଂ ଋଦ୍ଧି ବସିଥିବା ଦେଖାଯାଏ। ପୂରାଣରେ ଏମାନଙ୍କୁ…

ଗଣେଶଙ୍କ ହାତୀ ମୁଣ୍ଡ ରହସ୍ୟ

। ବକ୍ରତୁଣ୍ଡ ମହାକାୟ, ସୂର୍ୟକୋଟି ସମପ୍ରଭଃ। ନିର୍ବିଘ୍ନମ୍ କୁରମେଦେବ,ସର୍ବକାର୍ଯ୍ୟେସୁ ସର୍ବଦା । ଭୁବନେଶ୍ୱର: ଗଣେଶ ହେଉଛନ୍ତି ଭଗବାନ ଶିବ ଏବଂ ମାତା ପାର୍ବତୀଙ୍କ ପୁତ୍ର। ତେବେ, ଗଣେଶଙ୍କର କିପରି ହାତୀ ମୁଣ୍ଡ ହେଲା, ତାହା ପୂରାଣରେ ବର୍ଣ୍ଣିତ ଅଛି। ଶିବ ପୁରାଣ ଅନୁଯାୟୀ ଦେବୀ…

ଜାଣନ୍ତି କି ଭଣ୍ଡ ଗଣେଶ କିଏ ?

ଆଜି ଗଣେଶ ପୂଜା ବା ଗଣେଶ ଚତୁର୍ଥୀ। ଭଗବାନ୍ ଶ୍ରୀ ଗଣେଶଙ୍କର ଅନେକ ସ୍ୱରୂପ ରହିଛି। ଭଣ୍ଡ ଗଣେଶ ହେଉଛନ୍ତି ଗଣେଶଙ୍କର ଏକ ସ୍ୱରୂପ। ପୁରୀ, ଶ୍ରୀମନ୍ଦିରର ଭିତର ବେଢ଼ାରେ ପଶ୍ଚିମ ଦ୍ୱାରର ଦକ୍ଷିଣକୁ ଭଣ୍ଡ ଗଣେଶ ମନ୍ଦିର ଅବସ୍ଥିତ। ଶ୍ରୀମନ୍ଦିର ସ୍ୱତ୍ୱଲିପିରେ ଏହି ମନ୍ଦିରର ନାମ କାଞ୍ଚି…

ଗଣେଶ ପୂଜା: ବିଦ୍ୟା ଅନୁକୂଳର ଦିନ ଖଡ଼ିଛୁଆଁ

। । ବକ୍ରତୁଣ୍ଡ ମହାକାୟ, ସୂର୍ୟକୋଟି ସମପ୍ରଭଃ। ନିର୍ବିଘ୍ନମ୍। କୁରମେଦେବ, ସର୍ବକାର୍ଯ୍ୟେସୁ ସର୍ବଦା । । ଭାଦ୍ରବ ଶୁକ୍ଳ ଚତୁର୍ଥୀ ଦିନ ସାରା ଭାରତରେ ଗଣେଶ ପୂଜା ପାଳନ ହୋଇଥାଏ । ତେବେ, ଓଡ଼ିଆ ମାନଙ୍କର ଆଉ ଏକ ନିଆରା ପ୍ରାଚୀନ ପରମ୍ପରା ଏହି ଉତ୍ସବ ସହିତ ଯୋଡ଼ି ହୋଇ ରହିଛି। ତାହା…

ଆଜି ବାଲି ତୃତୀୟା: ଶିବଙ୍କୁ ପାଇବା ଲାଗି ପାର୍ବତୀ କରିଥିଲେ କଠୋର ତପସ୍ୟା…

 । । ଶିବୟୈ ସର୍ବମାଙ୍ଗଲ୍ୟୈ ଶିବାୟ ସତ‌ତଂ ନମଃ। ଶିବେସର୍ବପ୍ରଦାତ୍ରି ତ୍ୱଂ ଶିବରୂପେ ନମୋନମଃ  । । ଆଜି ବାଲି ତୃତୀୟା, ଭିନ୍ନ ଏକ ଓଡ଼ିଆ ପରମ୍ପରା। ଭାଦ୍ରବ ମାସ ଶୁକ୍ଳ ପକ୍ଷ ତୃତୀୟା ଦିନ ହସ୍ତା ନକ୍ଷତ୍ରରେ ପାଳନ କରାଯାଏ ବାଲି ତୃତୀୟା ବ୍ରତ। ଏହି ପର୍ବ ଭାରତ ବର୍ଷରେ କେବଳ…

ରାଷ୍ଟ୍ରୀୟ ପ୍ରବକ୍ତାଙ୍କ ବିରୋଧରେ ରାଜ୍ୟ ପ୍ରବକ୍ତା: ଲୋକେ ଗ୍ରହଣ କରିବେ କେମିତି?

ଭୁବନେଶ୍ୱର: ଓଡ଼ିଶା ବିଜେପିରେ ଚାଲିଛି କି ଏବେ ଗୋଷ୍ଠୀ କନ୍ଦଳ? ଦଳ 2009ରୁ ଶାସନରେ ନଥିବା ବେଳେ ପୁଣି ସରକାରରେ ଆସିବାକୁ କେନ୍ଦ୍ରୀୟ ନେତାମାନେ ଗୋଡକାଢ଼ି ବସିଛନ୍ତି । ତେବେ ଶାହ ଓଡ଼ିଶାରେ ସରକାର ଆସିବ ବୋଲି କହିଥିଲା ବେଳେ ଏଠି କିନ୍ତୁ ନେତା ଗୋଡଟଣାଟଣିରେ ବ୍ୟସ୍ତ । କେଉଁ ନେତା…

ଜନ୍ମାଷ୍ଟମୀ: ଭଗବାନ ଶ୍ରୀକୃଷ୍ଣଙ୍କ ଧରାବତରଣ

।।କୃଷ୍ଣାୟ ବାସୁଦେବାୟ ଦେବକୀ ନନ୍ଦନାୟଚ, ନନ୍ଦଗୋପ କୁମାରାୟ ଗୋବିନ୍ଦାୟ ନମୋନମଃ।। ପବିତ୍ର ଜନ୍ମାଷ୍ଟମୀ । ଭଗବାନ୍ ଶ୍ରୀକୃଷ୍ଣଙ୍କ ଶ୍ରୀକୃଷ୍ଣଙ୍କ ଧରାବତରଣର ଦିନ । ବିଷ୍ଣୁଙ୍କର ଅବତାରୀ ପୁରୁଷ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଦିବସକୁ ଜନ୍ମାଷ୍ଟମୀ ରୂପେ ପାଳନ କରାଯାଏ । ହିନ୍ଦୁ…

‘ସଦୈବ ଅଟଳ’, ଭାରତରତ୍ନ ଅଟଳ ବିହାରୀ ବାଜପେୟୀଜୀଙ୍କ ପୁଣ୍ୟତିଥୀରେ ଶତଶତ ନମନ

ଭୂତପୂର୍ବ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କର ଆଜି ପୁଣ୍ୟତିଥି । ବାଜପେୟୀ ଥିଲେ ଜଣେ ରାଷ୍ଟ୍ରନୀତିଜ୍ଞ, ସୁବକ୍ତା ଏବଂ ପ୍ରସିଦ୍ଧ ହିନ୍ଦୀ କବି । ସ୍ୱାଧୀନ ଭାରତରେ ଅଟଳଜୀ ସମ୍ଭାଳିଥିଲେ ତିନିଥର ପ୍ରଧାନମନ୍ତ୍ରୀ ପଦ । ଜଣେ ଉଦାରବାଦୀ ନେତା ଭାବେ ବାଜପେୟୀ ଥିଲେ ବେଶ୍…