Latest Odisha News

[ଦେଖନ୍ତୁ ଭିଡିଓ] ଇତିହାସରୁ ପୁରାଣ ଯାଏ ରାକ୍ଷୀ…

ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ହିନ୍ଦୁ ପର୍ବ ଯାହା ଭାରତରେ ବିଭିନ୍ନ ସ୍ଥାନରେ ପାଳନ କରାଯାଇଥାଏ । ଏହା ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ। ତେଣୁ ଏହାକୁ ଶ୍ରାବଣ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହି ପର୍ବ ଭାଇ ଏବଂ ଭଉଣୀଙ୍କ ମଧ୍ୟରେ ସଂପର୍କର ବନ୍ଧନକୁ…

ହାପ୍ପି ଫ୍ରେଣ୍ଡସିପ୍ ଡେ’: ବିଶ୍ୱ ବନ୍ଧୁତ୍ୱ ଦିବସର ହାର୍ଦ୍ଦିକ ଅଭିନନ୍ଦନ

ଭୁବନେଶ୍ୱର: ଅନ୍ୟାନ୍ୟ ଦିବସ ପରି ବନ୍ଧୁତ୍ୱ ଦିବସ ପାଳନ ପାଇଁ ମଧ୍ୟ ଗୋଟିଏ ଦିନ ରହିିିଛି। ତଥ୍ୟ ଅନୁଯାୟୀ, ୧୯୧୯ ମସିହାରୁ ବନ୍ଧୁତ୍ୱ ଦିବସ ପାଳନ ଆରମ୍ଭ ହୋଇଥିଲା। ୧୯୩୫ ମସିହା ବେଳକୁ ଏହି ପରମ୍ପରା ଆମେରିକାରେ ଜୋର ଧରିବା ଆରମ୍ଭ କରିଥିଲେ ମଧ୍ୟ ୧୯୧୯ରୁ ଏହାର ଆରମ୍ଭ ହୋଇସାରିଥିଲା।…

ସିଏ ମଦାରୀ ତୁମେ ମାଙ୍କଡ଼; ଷ୍ଟକହୋମ୍ ସିନଡ୍ରୋମ୍: ହଜିଯାଏ ସ୍ୱାଧୀନତା, ଲାଗିଯାଏ ପରାଧୀନତାର ବେଡ଼ି…

ଭୁବନେଶ୍ୱର: ନିଜର ସ୍ୱାର୍ଥ ସାଧନ ପାଇଁ ଜଣେ ମଦାରୀ ଜଙ୍ଗଲରୁ ଅସହାୟ ଅବସ୍ଥା ଦେଖି କୌଣସି ଏକ ଶିଶୁ ମାଙ୍କଡ଼ଟିଏ ଅଖାରେ ପୂରାଇ ନେଇ ଆଣେ । ମାଙ୍କଡ଼ଟି ଅତ୍ୟନ୍ତ ଦୁର୍ବଳ ହୋଇନଯିବା ପର୍ଯ୍ୟନ୍ତ ତାକୁ ଅନାହାରରେ ରଖେ । ଶିଶୁ ମାଙ୍କଡ଼ଟି ଅତ୍ୟନ୍ତ କ୍ଷୁଧାର୍ତ୍ତ ହୋଇ ଅତି ବିକଳ ଭାବେ ମଦାରୀ…

ୱାର୍କ ଫ୍ରମ୍ ହୋମ୍ ପାଇଁ ବାଣିଜ୍ୟ ବିଭାଗ ଜାରି କଲା ନୂଆ ନିୟମ

ନୂଆଦିଲ୍ଲୀ: ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରୀ ବିଶେଷ ଆର୍ଥିକ କ୍ଷେତ୍ରରେ ଘରୁ କାମ କରିବାର (ୱାର୍କ ଫ୍ରମ୍ ହୋମ୍) ନୂଆ ନିୟମ ୪୩(ଏ)- ୨୦୦୬ ଅନୁଯାୟୀ ଆର୍ଥିକ କ୍ଷେତ୍ରରେ ଘରୁ କାମ କରିବାର ଅନୁମତି (ୱାର୍କ ଫ୍ରମ୍ ହୋମ୍) ସର୍ବାଧିକ ଏକ ବର୍ଷ ପାଇଁ ରହିବ ଏବଂ ଏହା ମୋଟ ଶ୍ରମିକ ମାନଙ୍କର…

ଚାଲିଥିଲା ଖଟି, ହଠାତ୍ ଚାଲିଆସିଲା ହାତୀ: ଆଉ ତା’ ପରେ…

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଗୋଳବାଇ ଶାସନ ଚନ୍ଦ୍ରମାପାଟପୁର ଗ୍ରାମର ଜଣେ ଯୁବକଙ୍କୁ ପାଦରେ ଦଳି ଦେଇଛି ଏକ ଦନ୍ତାହାତୀ । ରଙ୍କନାଥ ଜେନାଙ୍କ ସହ ଆଉ ଚାରି ପାଞ୍ଚ ଜଣ ଚନ୍ଦ୍ରମାପାଟପୁର ନିକଟସ୍ଥ ପଦ୍ମପୋଖରୀ ନିକଟରେ ଏକ ସ୍ଥାନରେ ବସି ଖଟି କରୁଥିଲେ । ସେହି ସମୟରେ ହଠାତ୍ ଚାଲି ଆସିଥିଲା…

ପବିତ୍ର ଗୁରୁ ପୂର୍ଣ୍ଣିମାର ମହତ୍ତ୍ୱ

“ଗୁରୁବ୍ରହ୍ମା ଗୁରୁବିଷ୍ଣୁ ଗୁରୁଦେବ ମହେଶ୍ୱର। ଗୁରୁ ସାକ୍ଷାତ ପରଂବ୍ରହ୍ମ ତସ୍ମୈ ଶ୍ରୀ ଗୁରବେ ନମଃ”।। ଆଜି ଗୁରୁ ପୂର୍ଣ୍ଣିମା। ଏହାକୁ ବ୍ୟାସ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଆଷାଢ଼ ମାସ ପୂର୍ଣ୍ଣିମା ଦିନ ଗୁରୁ ପୂର୍ଣ୍ଣିମା ପଡ଼ିଥାଏ । ବେଦ, ବେଦାନ୍ତ, ଗୀତା ଓ ଉପନିଷଦର ଭାଷ୍ୟକାର…

ରଥ ଉପରେ ମହାପ୍ରଭୁଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ: ଆଷାଢ଼ ଶୁକ୍ଳ ଦ୍ଵାଦଶୀ ତିଥି ସୋମବାର ରଥାରୂଢ଼ ଶ୍ରୀଜୀଉଙ୍କ ଅଧର ନୀତି ସମ୍ପନ୍ନ ହୋଇଛି। ଅଧର ପଣା ନୀତି ଦର୍ଶନ ପାଇଁ ରଥ ସମ୍ମୁଖ ରେ ହଜାର ହଜାର ଶ୍ରଦ୍ଧାଳୁ ଏକତ୍ରିତ ହୋଇଥିଲେ। https://twitter.com/JagannathaDhaam/status/1546545535946874880 ଆଜି ମହାପ୍ରଭୁ…

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି, କେଉଁ ଉଦ୍ଦେଶ୍ୟରେ ଏହା ପାଳନ ହୁଏ ?

ଭୁବନେଶ୍ୱର: ବାହୁଡା଼ ଯାତ୍ରା ପରେ ସିଂହଦ୍ଵାର ଠାରେ ତିନି ରଥ ଉପରେ ସୁନାବେଶ ପରଦିନ ଠାକୁର ମାନଙ୍କ ଉଦ୍ଦେଶ୍ୟରେ ଅଧରପଣା ଲାଗି ହୋଇଥାଏ। ରଥାରୁଢ଼ ଠାକୁର ମାନଙ୍କ ଅଧର ଉଚ୍ଚ ପର୍ଯ୍ୟନ୍ତ ଏକ ସ୍ଵତନ୍ତ୍ର ଶୈଳୀରେ ନିର୍ମିତ ମାଟି ହାଣ୍ଡିରେ ହେଉଥିବା ପଣା ଭୋଗକୁ ଅଧର ପଣା କୁହାଯାଏ।…

ବ୍ରହ୍ମପୁର ଆସୁଛନ୍ତି ଧର୍ମେନ୍ଦ୍ର, ବନ୍ଦେ ମାତରଂ ଭବନ କରିବେ ଉଦଘାଟନ

ବ୍ରହ୍ମପୁର: ଆସନ୍ତାକାଲି ରବିବାର ବ୍ରହ୍ମପୁର ସହର ଉପକଣ୍ଠରେ 'ବନ୍ଦେ ମାତରଂ ଭବନ'ର ଉଦଘାଟନ କରିବେ କେନ୍ଦ୍ର ଶିକ୍ଷା, ଦକ୍ଷତା କୌଶଳ ଓ ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ପ୍ରଥମେ ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋଳନ୍ଥରା ସ୍ଥିତ ଈଶାଣେଶ୍ଵର ମନ୍ଦିର…

ଆଜି ବିଶ୍ୱ ଚକୋଲେଟ୍ ଦିବସ: ହାପ୍ପି ଚକୋଲେଟ୍ ଡେ

ଭୁବନେଶ୍ୱର (ଦେବଦତ୍ତ ରଥ) :  ଆଜି ଆଜି ବିଶ୍ୱ ଚକୋଲେଟ୍ ଡେ' (ଚକୋଲେଟ୍ ଦିବସ)। ୧୯୫୦ ମସିହାରେ ପ୍ରଥମେ ୟୁରୋପରେ ଚକୋଲେଟ୍ ଡେ' ପାଳନ କରାଯାଇଥିଲା। ତେବେ, ୨୦୦୯ ମସିହାରୁ ବିଶ୍ୱ ଚକୋଲେଟ୍ ଡେ' ପାଳନ ଆରମ୍ଭ ହେଲା। ଏମିତିରେ ଫେବୃଆରୀ ମାସରେ ଭାଲେଣ୍ଟାଇନ୍ସ ସପ୍ତାହ ପାଳନ ବେଳେ ୯…