Latest Odisha News

BREAKING NEWS

ଅଭିଷେକଙ୍କ ପାଇଁ ଆଗେଇ ଆସିଲେ ସାତ ସାବିତ୍ରୀ

ଅନୁଗୁଳ: ବେଶ କିଛିଦିନ ଧରି ଭଦ୍ରକ ବାସୁଦେବପୁରର ଅଭିଷେକଙ୍କ ଚିକିତ୍ସା ପାଇଁ ସାରା ରାଜ୍ୟରେ ସହାୟତାର ହାତ ଲମ୍ବିଛି । ଖାସ କରି ସ୍ୱାମୀକୁ ବଂଚାଇବା ପାଇଁ ନବବିବାହିତା ସ୍ତ୍ରୀ ମୌସୁମୀଙ୍କ ଆକୁଳ ନିବେଦନ ସମସ୍ତଙ୍କୁ ପ୍ରଭାବିତ କରିଥିଲା । ଏପରିକି ଟଙ୍କାଟିଏ ଦାନ କଲେ ଅଭିଷେକଙ୍କ ଜୀବନ…

କୋଭିଡ୍ ମହାମାରୀରେ ମିଥ୍ୟା ତଥ୍ୟ ପ୍ରଘଟ, ସାମ୍ବାଦିକ ଗିରଫ

ଅନୁଗୁଳ: ପୂର୍ବରୁ ଠିକାଦାର କିମ୍ବା ବେସରକାରୀ ସଂସ୍ଥାକୁ ବଟି ମାଗି ସାମ୍ବାଦିକ ଗିରଫ ହେବା ଖବର ସାମ୍ନାକୁ ଆସିଥିଲା । କିଛି ହାତଗଣତି ଲୋକଙ୍କ ପାଇଁ ସମ୍ବିଧାନର ଚତୁର୍ଥ ସ୍ତମ୍ଭ ବୋଲାଉଥିବା ଗଣମାଧ୍ୟମ ଅଳ୍ପ ବହୁତ ବଦନାମ ବି ହୋଇଥିଲା । ହେଲେ ଏବେ କୋଭିଡ୍ ମହାମାରୀ ଭଳି ସମ୍ବେଦନଶୀଳ…

ଅନଗୁଳ ଜେଏସ୍‌ପିଏଲ୍‌ରେ କୋଭିଡ୍ କେୟାର ସେଣ୍ଟର ଉଦ୍‌ଘାଟିତ

ଅନୁଗୁଳ: ଜେଏସ୍‌ପିଏଲ୍ ପରିସରରେ ନୂତନ୍ କୋଭିଡ୍ କେୟାର ସେଣ୍ଟରକୁ ଲୋକାର୍ପଣ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅକ୍ସିଜେନ ସଂଯୁକ୍ତ ୨୭୦ ଶଯ୍ୟା ବିଶିଷ୍ଟ ଏହି କୋଭିଡ୍ କେୟାର ସେଣ୍ଟରର ଉଦଘାଟନୀ ଉତ୍ସବରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଏବଂ…

ରଘୁନାଥଙ୍କ ବିୟୋଗରେ ତାଳଚେର ସାମ୍ବାଦିକଙ୍କ ଶୋକସଭା

ଅନୁଗୁଳ: କରୋନା ମହାମାରୀର ଦ୍ୱିତୀୟ ଲହରରେ ହଜିଗଲା ଅନୁଗୁଳର ସାମ୍ବାଦିକ ରଘୁନାଥ ସାହୁଙ୍କ ଜୀବନ । ଶୁକ୍ରବାର ତାଙ୍କ ନିଧନ ଖବର ଗଣମାଧ୍ୟମ ଜଗତରେ ଶୋକର ଛାୟା ଖେଳାଇଦେଇଥିଲା । ତାଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ତାଳଚେର କାର୍ଯ୍ୟରତ ସାମ୍ବାଦିକ ସଙ୍ଗଠନ ତରଫରୁ ଶୋକସଭା ଅନୁଷ୍ଠିତ ହୋଇଥିଲା…