ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୦
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପ୍ରେମଭକ୍ତିର ଠାକୁର ଶ୍ରୀଜଗନ୍ନାଥଙ୍କୁ ନିଜର ଇଷ୍ଟ ବୋଲି ସ୍ୱୀକାର କରିଥିବା ମହାତ୍ମା ଓ ଆଚାର୍ଯ୍ୟମାନେ ପ୍ରଥମେ କିନ୍ତୁ ଅନ୍ୟ ଉପାସନା ଧାରାରେ ନିଜ ନିଜକୁ ପ୍ରତିଷ୍ଠିତ କରାଇଥିଲେ ।…