ଶ୍ରୀ ଭାଗବତ ସାର ୩୪: ସମଗ୍ର ସୃଷ୍ଟିର ଏକମାତ୍ର ଆଶ୍ରୟ ଦାତା ହେଉଛନ୍ତି ପରଂବ୍ରହ୍ମ
ଲେଖକ: ଦୟାନିଧି ତ୍ରିପାଠୀ
ଓଁ ନମୋ ଭଗବତେ ବାସୁଦେବାୟ। ଶ୍ରୀମଦ ଭାଗବତଙ୍କ ସବୁଠାରୁ ଉତ୍ତମ ଲକ୍ଷଣ ଅବା ସର୍ବସାରଯୁକ୍ତ ଲକ୍ଷଣ ହେଉଛି ଦଶମ ଲକ୍ଷଣ।
ଆଶ୍ରୟ:- ଆଶ୍ରୟର ଆକ୍ଷରିକ ଅର୍ଥ ଶରଣ ସ୍ଥାନ, ଯେଉଁ ଯାଗାରେ ରହିଲେ ଏ ମାୟା ଗ୍ରସ୍ତ ଜୀବ ପରମ ସତ୍ୟର ଉପଲବ୍ଧି କରେ। ତେବେ ସେ ପରମ…