ଶ୍ରୀ ଭାଗବତ ସାର ୧୨: ଶ୍ରୀକୃଷ୍ଣ ଭକ୍ତିରେ ପରିପୂର୍ଣ୍ଣ ଶ୍ରୀମଦ ଭାଗବତ ଗ୍ରନ୍ଥ ହିଁ ଆମର ଆଧାର ଗ୍ରନ୍ଥ
ଲେଖକ: ଦୟାନିଧି ତ୍ରିପାଠୀ
ଭୁବନେଶ୍ୱର: ଓଁ ନମୋ ଭଗବତେ ବାସୁଦେବାୟ। ଶ୍ରୀମଦ ଭାଗବତ ସ୍ୱୟଂ ଭଗବାନ ସ୍ୱରୂପ ବ୍ୟାସଦେବଙ୍କ ଆନ୍ତରରେ କିପରି ସ୍ପୁରିତ ହେଲା ତାହା ଅବଗତ ହେବା ପରେ ଏତିକି ସ୍ପଷ୍ଟ ହେଲା ଯେ ଶ୍ରୀକୃଷ୍ଣ ହିଁ ପରମ ସତ୍ୟ ଏବଂ ନିଷ୍କାମ ଭକ୍ତି ପାଇବା ପାଇଁ ଏହି ପରମ ସତ୍ୟଙ୍କ…