ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ନିର୍ଗୁଣ ନିରାକାର ଶ୍ରୀଜଗନ୍ନାଥ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ସାକାର, ଓ ନିରାକାର, ସଗୁଣ ଓ ନିର୍ଗୁଣ, ସବିଶେଷ ଓ ନିର୍ବିଶେଷ, ବ୍ୟକ୍ତ ଓ ଅବ୍ୟକ୍ତ, ନିତ୍ୟ ଓ ଅନିତ୍ୟ ଏଭଳି ଅନେକ ଭାବରେ ଆମେ ଜାଣିବାକୁ ଚେଷ୍ଟା କରିଛେ। ସେହିଭଳି…