ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ବିଭିନ୍ନ ଭାବ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ଅବତାରୀ ଶ୍ରୀଜଗନ୍ନାଥଙ୍କ ପୂର୍ଣ୍ଣ ଅବତାର ଶ୍ରୀକୃଷ୍ଣ ପ୍ରଥମେ ବିଭିନ୍ନ ଭାବର ପରିପ୍ରକାଶ ଘଟାଇ ନିଜର ମାଧୁର୍ଯ୍ୟ ଲୀଳାରେ ଅବତୀର୍ଣ ହୋଇଥିଲେ । ଏହି ଭାବ ଗୁଡିକ ମଧ୍ୟରେ, ସାଖ୍ୟଭାବ, ଦାସ୍ୟଭାବ,…