Latest Odisha News

BREAKING NEWS

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଭକ୍ତିମାନ କିଏ ?

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । କରୁଣାମୟ ଶ୍ରୀ ଜଗନ୍ନାଥ, ନିଜ ମୁଖରେ ସ୍ୱୀକାର କରିଛନ୍ତି ଯେ “ଭକ୍ତିମାନ ଯ ସ ମେ ପ୍ରିୟ । ” ତେବେ ଏ ଜଗତରେ ଭକ୍ତିମାନ କିଏ ? ଆମେ ଜାଣିଛେ ସାଧାରଣରେ ଯିଏ ଭକ୍ତ ସେହିଁ ଭକ୍ତିମାନ,ସିଏ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ଆତ୍ମା ସ୍ଵରୂପ ଶ୍ରୀଜଗନ୍ନାଥ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ଆତ୍ମା ସ୍ୱରୂପ ଶ୍ରୀ ଜଗନ୍ନାଥ । ଆଜି ପର୍ଯ୍ୟନ୍ତ ଆମେ ଆଲୋଚନା କଲେ ମୁଖ୍ୟତଃ ଶ୍ରୀମନ୍ଦିରରେ ବିରାଜିତ ଶ୍ରୀଜଗନ୍ନାଥଙ୍କ ବିଷୟରେ । ଏଠି ଗୋଟିଏ ଭାଗବତ ଉକ୍ତି ମନେପଡୁଛି : “ସକଳ ପ୍ରାଣୀ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ଶ୍ରୀଜଗନ୍ନାଥଙ୍କ ଉପାସନା ଧାରା

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପ୍ରେମଭକ୍ତିର ଠାକୁର ଶ୍ରୀଜଗନ୍ନାଥଙ୍କୁ ନିଜର ଇଷ୍ଟ ବୋଲି ସ୍ୱୀକାର କରିଥିବା ମହାତ୍ମା ଓ ଆଚାର୍ଯ୍ୟମାନେ ପ୍ରଥମେ କିନ୍ତୁ ଅନ୍ୟ ଉପାସନା ଧାରାରେ ନିଜ ନିଜକୁ ପ୍ରତିଷ୍ଠିତ କରାଇଥିଲେ ।…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ପ୍ରାଣ ହିଁ ଜଗନ୍ନାଥ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପ୍ରାଣ ହିଁ ଜଗନ୍ନାଥ। ବିଭିନ୍ନ ପ୍ରକାର ଶରୀର (ଦେହ )ମାନଙ୍କ ମଧ୍ୟରେ ଆତ୍ମା ନିତ୍ୟ ବସ୍ତୁ ହିସାବରେ ବିରାଜମାନ କରିଥାଏ । ଏହି ପ୍ରାଣ (ଆତ୍ମା), ଆମର ଜଡ଼ ଦେହକୁ ଜୀବନ ପ୍ରଦାନ କରି ଚଳଚଞ୍ଚଳ କରେ…

ଶ୍ରୀ ଜଗନ୍ନାଥ ତତ୍ତ୍ଵ ଓ ତଥ୍ୟ : ରୋହିଣୀ କୁଣ୍ଡ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପ୍ରକଟ ପୂର୍ବରୁ, କାରଣ ବାରି ପୂର୍ଣ୍ଣ ମୁକ୍ତିପ୍ରଦ ରୋହିଣୀକୁଣ୍ଡ ଓ ଅକ୍ଷୟବଟ (ବର୍ତ୍ତମlନ କଳ୍ପବଟ )ମଧ୍ୟ ସ୍ଥଳରେ ସ୍ଵର୍ଣ ପଦ୍ମ ଆସନରେ ନୀଳକାନ୍ତମଣି ଶରୀର ଧାରଣ…

ଶ୍ରୀ ଜଗନ୍ନାଥ ତତ୍ତ୍ଵ ଓ ତଥ୍ୟ : ମହାପ୍ରଭୁଙ୍କ ଆରାଧନା

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପ୍ରସନ୍ନତା ପାଇଁ ପ୍ରତ୍ୟେକ ବ୍ୟକ୍ତି ସଂସାରର ଆସକ୍ତି ବା ମୋହ, ରାଗ,ତଥା ଆକର୍ଷଣ (ସାଂସାରିକ ବନ୍ଧନ )ରହିତ ହୋଇ ନିଜର ଶରୀର, ଇନ୍ଦ୍ରିୟ, ମନ ଓ ବାଣୀକୁ ସମର୍ପିତ…

ଶ୍ରୀ ଜଗନ୍ନାଥ ତତ୍ତ୍ଵ ଓ ତଥ୍ୟ : ଦେବ ଦୀପାବଳି

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ବେଶ ବର୍ଣ୍ଣନା କରିବା ଅବସରରେ ମନରେ ପ୍ରଶ୍ନ ଆସେ ପ୍ରଭୁ ମଣିଷମାନଙ୍କ ଭଳି ସବୁ ଲୀଳା କରୁଛନ୍ତି, ବେଶ ଗୁଡିକ ମଧ୍ୟ ଧାରଣ କରୁଛନ୍ତି ତେବେ ମାର୍ଗଶିର ମାସ କୃଷ୍ଣ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ସେବା ପୂଜାରେ ପୂଜକଙ୍କ ଲକ୍ଷଣ (୪)

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସେବା ପୂଜାରେ ନିଜକୁ ନିୟୋଜିତ କରିଥିବା ପୂଜକ/ଅର୍ଚ୍ଚକମାନଙ୍କ ଲକ୍ଷଣ ବିଷୟରେ ଆଲୋଚନା ଜାରିରହିଛି। ଦାରୁବ୍ରହ୍ମରୂପୀ ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଯେ କଳିଯୁଗର…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ସେବା ପୂଜାରେ ପୂଜକଙ୍କ ଲକ୍ଷଣ (୩)

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସେବା ପୂଜାରେ ନିୟୋଜିତ ଥିବା ପୂଜକ ବା ସେବକମାନଙ୍କ ଲକ୍ଷଣ ବିଷୟରେ ଆଲୋଚନା ଜାରି ରହିଛି। ଏହି ଆଲୋଚନା ବର୍ତ୍ତମାନର ପରିସ୍ଥିତିରେ ନିତାନ୍ତ ଜରୁରୀ ହୋଇଛି ଏଇଥିପାଇଁ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ସେବା ପୂଜାରେ ପୂଜକଙ୍କ ଲକ୍ଷଣ (୨)

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପୂଜକ /ଅର୍ଚ୍ଚକମାନଙ୍କ ପ୍ରକୃତି ବା ଲକ୍ଷଣ କିଭଳି ହେବା ଆବଶ୍ୟକ ଆମେ ସେହି ଆଲୋଚନା ଜାରି ରଖିଛେ। ସେହି ପରିପ୍ରେକ୍ଷୀରେ ଆମେ ଜାଣିଲେ ଜଣେ ପୂଜକ ବା ସେବକ ପ୍ରଥମେ…