ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ବରାହଙ୍କ ପୂଜା ବିଧି
ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା
ଜୟ ଜଗନ୍ନାଥ। ଓଁ ନମୋ ଭାଗବତେ ବାସୁଦେବାୟ ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଅବକାଶ ନୀତି ପରେ ପରେ ଗରୁଡ଼ ପୂଜା, ସୂର୍ଯ୍ୟ ପୂଜା, ଦ୍ୱାରପାଳ ପୂଜା ଇତ୍ୟାଦି ସରିବା ପରେ ପାର୍ଶ୍ଵ ଦେବତାଙ୍କ ପୂଜା କାରାଯାଏ। ଯେହେତୁ ଶ୍ରୀମନ୍ଦିର ଏକ…