ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଗ୍ରହଣ ନୀତି
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ନୈମିତିକ -ବିଧି ଭିତରେ କିଛି ବିଶେଷ ନୀତି ପାଳିତ ହୁଏ। ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ ତିଥିମାନଙ୍କରେ। ଆମ ସଂସ୍କୃତି, ପରମ୍ପରା ଯେ ଶ୍ରୀଜଗନ୍ନାଥ ସଂସ୍କୃତି ଓ…