ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ନିତ୍ୟ -ବିଧି ଆଲୋଚନା ମାଧ୍ୟମରେ ଆମେ ଜାଣିଲେ । ପ୍ରଭୃଙ୍କର ଅବକାଶ ନୀତି ସମ୍ପର୍କରେ ବର୍ତ୍ତମାନ ଆଲୋଚନା କରିବା ଅବକାଶରେ ଦନ୍ତ ମାର୍ଜନା ଓ ବିମ୍ବ ସ୍ନାନ ପରେ…