ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସେବକଙ୍କ ବିଷୟରେ ଆଲୋଚନା କରିବା ଅବସରରେ ଆମେ ଜାଣିଲେ ଅଧିକାଂଶ ସେବା ବଂଶାନୁକ୍ରମିକ ଭାବେ ଚାଲିଆସୁଛି। ଅର୍ଥାତ ଶ୍ରୀମନ୍ଦିର ପରମ୍ପରା ସହ ନିବିଡ଼ ଭାବେ ଜଡିତ ହୋଇ…