ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ଭିତରେ ପତିତପାବନଙ୍କ ଭଳି ଶ୍ରଦ୍ଧାଳୁମାନଙ୍କ ପାଇଁ ଅନ୍ୟ ମହତ୍ୱପୂର୍ଣ୍ଣ ସ୍ଥାନ ହେଲା "ବାଇଶି ପାହାଚ " । ସିଂହଦ୍ୱାର ଗୁମୁଟ ଡେଇଁ ବାହାର ବେଢାରେ…