ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୩୧୨
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପୁରୁଷୋତ୍ତମ ଶ୍ରୀଜଗନ୍ନାଥ, ଅବତାରୀ ପୁରୁଷ ଭାବରେ ଶ୍ରୀକ୍ଷେତ୍ରରେ ବିରାଜମାନ କରିଛନ୍ତି। ଏହାର ପ୍ରମାଣ ଦେବାକୁ ଯାଇ ଅନେକ କବି, ଭକ୍ତ, ଯୁଗପୁରୁଷମାନେ ସେମାନଙ୍କ ସ୍ଵ ସ୍ଵ ମତ…