ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୩୦୨
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀକ୍ଷେତ୍ରରେ ଥିବା ଚାରି ଆଶ୍ରମ ମଧ୍ୟରେ ସର୍ବ ପୁରାତନ ଆଶ୍ରମ ଶ୍ରୀମନ୍ଦିରର ଉତ୍ତର ପଶ୍ଚିମ କୋଣରେ ଅବସ୍ଥିତ ମାର୍କଣ୍ଡ ସରୋବର କୂଳରେ ଅବସ୍ଥିତ। ଏହି…