ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୮୧
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଦକ୍ଷିଣ ଘରେ ବିଜେ କରିଥିବା ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ନାରାୟଣ ଓ ବାଡ଼ିନୃସିଂହଙ୍କ ବିଷୟରେ ଆଲୋଚନା…