ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୯୬
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଅଂଶ ବିଶେଷ ବ୍ରହ୍ମ ହିଁ ଜଗତର କାରଣ ଅଟେ । ବେଦାନ୍ତରେ ବର୍ଣ୍ଣିତ ହୋଇଛି "ଶାସ୍ତ୍ର ଯୋନିତ୍ୱାତ "ଅର୍ଥାତ ବ୍ରହ୍ମ ହିଁ ଜଗତ ଉତ୍ପତିର ମୂଳ କାରଣ ଅଟେ ।…