ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୭୭
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ଆମେ ସାକାର ରୂପରେ ଦର୍ଶନ କରୁଥିଲେ ମଧ୍ୟ, ତାଙ୍କୁ (ଶ୍ରୀଜଗନ୍ନାଥ )ଙ୍କ ପ୍ରତିମା ବୋଲି ବିବେଚନା କରିବା ଶାସ୍ତ୍ର ସମ୍ମତ ନୁହେଁ। ସ୍କନ୍ଦ ପୁରାଣ କହେ…