ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୫୬
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଅନ୍ୟ ଏକ ଅତ୍ୟନ୍ତ ଭାବପୂର୍ଣ ନାମ ହେଲା ପତିତପାବନ । କେବଳ ଭାବପୂର୍ଣ ନୁହେଁ ଏକ ଆକର୍ଷଣ ଓ ଆବେଗର ଚେତନାକୁ ଧାରଣ କରିଥିବା ନାମ "ପତିତପାବନ ପତିତଜନଙ୍କ…